ମେଟ୍ରୋ

କଂଗ୍ରେସକୁ ଫେରିବେ ସୁର ରାଉତରାୟ!

ଭୁବନେଶ୍ୱର,୧୧।୬: କଂଗ୍ରେସକୁ ଫେରିବେ ବରିଷ୍ଠ ନେତା ସୁରେଶ(ସୁର) ରାଉତରାୟ। ଏନେଇ ଦେଇଛନ୍ତି ବଡ଼ ସଙ୍କେତ। ପିସିସି ସଭାପତିଙ୍କ ସହ ଦଳର ନେତାମାନେ ସୁରଙ୍କୁ ଫେରି ଆସିବାକୁ ଅନୁରୋଧ କରିଛନ୍ତି । ଏ ନେଇ ଖୁବଶୀଘ୍ର ସେ ରାହୁଲ ଗାନ୍ଧୀ ଓ...

ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଇଁ ଆରମ୍ଭ ହେଲା କାଉଣ୍ଟଡାଉନ

ଭୁବନେଶ୍ୱର,୧୧।୬: ବୁଧବାର ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ଯାହାକୁ ନେଇ ଚଳଚଞ୍ଚଳ ରାଜ୍ୟ ଭାଜପା ଶିବିର, ଜଣକ ପରେ ଜଣେ ନେତା ଓଡ଼ିଶାରେ ପହଞ୍ଚୁଛନ୍ତି । ଭାଜପାର ୨ କେନ୍ଦ୍ରୀୟ...

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ନିମନ୍ତ୍ରଣକୁ ନେଇ ଏମିତି କହିଦେଲେ ନବୀନ

ଭୁବନେଶ୍ୱର,୧୧।୬: ରାଜ୍ୟର ନୂଆ ଭାଜପା ମୁଖ୍ୟମନ୍ତ୍ରୀ ବୁଧବାର ଶପଥ ଗ୍ରହଣ କରିବେ। ଏହି ଶପଥ ସମାରୋହକୁ ଭାଜପା, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ,...

କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ, ଘୋଷଣା ପୂର୍ବରୁ ଖୋଲାଖୋଲି କହିଦେଲେ ମନମୋହନ

ଭୁବନେଶ୍ୱର,୧୧।୬: ରାଜ୍ୟରେ ଆଜି ଘୋଷଣା ହେବ ନୂଆ ମୁଖ୍ୟମନ୍ତ୍ରୀ। ଏହା ପୂର୍ବରୁ ଶପଥ ଗ୍ରହଣ ସମାରୋହରେ କେଉଁ ମାନେ ଯୋଗ ଦେବେ ତାଙ୍କୁ ଭାଜପା ନିମନ୍ତ୍ରଣ କରିବାରେ ବ୍ୟସ୍ତ ଅଛି। ଏହି କ୍ରମରେ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ...

ଶପଥ ଗ୍ରହଣ ଉତ୍ସବ ପାଇଁ ମହାପ୍ରଭୁଙ୍କୁ ଦେବେ ନିମନ୍ତ୍ରଣ, ପୁରୀ ଗସ୍ତରେ ଭାଜପା ଦଳ ବିଧାୟକ

ଭୁବନେଶ୍ୱର,୧୧।୬: ଆସନ୍ତାକାଲି ଶପଥ ନେବେ ଓଡ଼ିଶାର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ କିଏ ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ମଙ୍ଗଳବାର ସଂଧ୍ୟାରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ଶପଥ ଗ୍ରହଣ...

ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବକୁ ନବୀନଙ୍କୁ ନିମନ୍ତ୍ରଣ, ମନମୋହନ କହିଲେ…

ଭୁବନେଶ୍ୱର,୧୧।୬: ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ୧୨ ତାରିଖରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପା ଏହି ଶପଥ ସମାରୋହରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ...

ବାତିଲ ହେଲା ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’

ଭୁବନେଶ୍ୱର,୧୧।୬: ବାତିଲ ହେଲା ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’। ବୁଧବାର ରାଜଧାନୀ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’ ଅନୁଷ୍ଠିତ ହୋଇଥାନ୍ତା। ହେଲେ ସୂଚନା ମିଳିଛି କି, ଆସନ୍ତା କାଲିର ରୋଡ ଶୋ’କୁ ବାତିଲ କରାଯାଇଛି। ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ...

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ପୂର୍ବରୁ ଆସିଲା ଟ୍ରାଫିକ୍‌ ଗାଇଡ୍‌ଲାଇନ୍‌: ଜାଣନ୍ତୁ କେଉଁପଟ ଦେଇ ଯିବ ଗାଡ଼ି

ଭୁବନେଶ୍ୱର,୧୧।୬: ଜୁନ୍‌ ୧୨ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏହି ଦିନ ଭୁବନେଶ୍ୱରର ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଓ ନବନିର୍ବାଚିତ ମନ୍ତ୍ରୀମଣ୍ଡଳଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଶପଥ ସମାରୋହ...

ଜୁନ ୧୩ରୁ ଖବରଦାତାଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଭୁବନେଶ୍ୱର,୧୧।୬: ଆସନ୍ତା ଜୁନ ୧୩ ତାରିଖରୁ ଖବରଦାତାଙ୍କ ପାଇଁ ଲୋକସେବା ଭବନ ଖୋଲିବ। ୨୦୨୦ କରୋନା କାଳରୁ ଖବରଦାତାଙ୍କ ଲୋକସେବା ଭବନ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା। ଯାହା ପରେ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ଖବରଦାତାଙ୍କ ମଧ୍ୟରେ ଅସନ୍ତୋଷ...

ଖୋଜାପଡ଼ିଛି ନୂଆ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଘର

ଭୁବନେଶ୍ୱର,୧୧।୬: ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଅର୍ଥାତ୍‌ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକ ପରେ ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହା ଘୋଷଣା କରାଯିବା ସମ୍ଭାବନା ରହିଛି। ଏହାସହ...

ଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍‌ରେ ଅଛି ଏସବୁ ନାଁ

ଭୁବନେଶ୍ୱର,୧୧।୬:ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍‌ପେନ୍ସ ଲାଗି ରହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହାପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରାଯିବାର ସମ୍ଭାବନା ରହିଛି।...

ସମ୍ବଲପୁରବାସୀଙ୍କୁ କ୍ଷମା ମାଗିଲେ ଧର୍ମେନ୍ଦ୍ର: ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୧୧।୬(ସୁନିତ୍‌ ମିଶ୍ର):ସମ୍ବଲପୁର ଲୋକ ସଭା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଏକ ଭିଡିଓ ଜାରିକରି ସମ୍ବଲପୁରୀ ଭାଷାରେ ଶୀତଳଷଷ୍ଠୀର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନଠାରୁ ଶୀତଳଷଷ୍ଠୀ ପର୍ବ ଆରମ୍ଭ ହେବା ଅତ୍ୟନ୍ତ ଆନନ୍ଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri