ମେଟ୍ରୋ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୩,୯୫୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ବାଡ଼ ଖାଉଛି ଫସଲ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବାଡ଼ ଖାଉଛି ଫସଲ। ରାଜ୍ୟରେ ତଳସ୍ତରରୁ ଉପରଯାଏ ଦୁର୍ନୀତି ଭରି ରହିଛି। ପର୍ସେଣ୍ଟେଜ୍‌(ପିସି) କାରବାର ବୃଦ୍ଧି ପାଇଛି। ସରକାରଙ୍କ ସମସ୍ତ ବିଭାଗରେ ପୁଳାପୁଳା ଦୁର୍ନୀତି। ଏଥିରେ ତଳଶ୍ରେଣୀର କର୍ମଚାରୀଠାରୁ ଆରମ୍ଭ କରି ଉପର ଅଫିସର ପର୍ଯ୍ୟନ୍ତ ଏକ...

ଦୁଇଦିନ ପରେ ସମସ୍ତ କଥା କହିବେ ବାବୁସାନ୍‌

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଅନେକ ତର୍କ, ବିତର୍କ, ଆଶା, ଆଶଙ୍କା ମଧ୍ୟରେ ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ଓଡ଼ିଶା ଫେରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାବୁସାନ୍‌ ସିଧା ଘରକୁ ଯାଇଥିଲେ। ଗଣମାଧ୍ୟମ ଆଗରେ ସେ କିଛି କହି ନ ଥିଲେ।...

ଆଗରେ ଝିଅ: ୧,୧୨୪ ଛାତ୍ରୀଛାତ୍ରଙ୍କ ମାର୍କ ୯୦% ଉପରେ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ପ୍ରକାଶ ପାଇଛି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ବିଜ୍ଞାନରେ ୯୪.୧୨% ପ୍ରତିଶତ ଓ ବାଣିଜ୍ୟରେ...

ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ ଘୋଷଣା ଯୁକ୍ତ୨ ବିଜ୍ଞାନ ଏବଂ...

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷାଫଳ: ବିଜ୍ଞାନରେ ପାସ ହାର ୯୪.୧୨%, ବାଣିଜ୍ୟରେ ୮୯%

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ...

ପିଇଟିଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଆମ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗ୍ରାଣ୍ଟ-ଇନ୍‌-ଏଡ୍‌ ଅର୍ଡର ୨୦୧୪ ଅନୁଯାୟୀ ଅନୁଦାନପ୍ରାପ୍ତ କାର୍ଯ୍ୟରତ ପିଇଟିଙ୍କର ଦରମା ବୃଦ୍ଧି ହୋଇଛି। ଯେଉଁମାନେ ବିପିଇଡି ଏବଂ ବିଏସ୍‌ସି ପିଇଡି ଯୋଗ୍ୟତା ଅର୍ଜନ କରିଛନ୍ତି, ସେମାନଙ୍କର ମାସିକ ଦରମା ୮...

ପୋଲିସକୁ ସୁରକ୍ଷା ମାଗିଲେ ଅପରାଜିତା

ଭୁବନେଶ୍ବର,୨୭।୭(ବ୍ୟୁରୋ): ଅଭିନେତା ବାବୁସାନ ମହାନ୍ତି ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ପରେ ସେ ତାଙ୍କ ଘରକୁ ଫେରିଥିବା ଜଣାପଡ଼ିଛି। ଏହା ପରେ ତାଙ୍କ ମା’ ଅପରାଜିତା ମହାନ୍ତି କମିଶନରେଟ ପୋଲିସ ସହ କଥା ହୋଇ ସୁରକ୍ଷା ମାଗିଥିବା ଜଣାପଡ଼ିଛି। ସେ କହିଛନ୍ତି,...

୧ କୋଟିରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର,୨୭।୭(ବ୍ୟୁରୋ): ପୁଣି କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଶେଖ୍‌ ମେଜୁ । ଏ ନେଇ ଏସ୍‌ଟିଏଫ୍‌ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଖବର ପାଇ ବାଲେଶ୍ୱର...

ରାଜ୍ୟରେ ୯୮ ଶୀତଳଭଣ୍ଡାର ଅଚଳ

ଭୁବନେଶ୍ବର, ୨୭।୭(ବ୍ୟୁରୋ): ରାଜ୍ୟରେ ମୋଟ ୧୩୧ଟି ଶୀତଳଭଣ୍ଡାର ରହିଛି। ସେଥିମଧ୍ୟରୁ ବର୍ତ୍ତମାନ ୯୮ଟି ଅଚଳ ହୋଇ ପଡ଼ିଥିବା ବେଳେ ମାତ୍ର ୩୩ଟି ସଚଳ ରହିଛି। ରାଜ୍ୟ ସରକାର ଶୀତଳଭଣ୍ଡାର ଉପରେ ଗୁରୁତ୍ୱ ଦେଉଛନ୍ତି। ପୂର୍ବ ଭଳି ରାଜ୍ୟରେ ଆଉ ବଡ଼...

ଉଦ୍ୟାନ କୃଷିରେ ଉତ୍ପାଦନ ନେଇ ଉତ୍ତର ରଖିଲେ କୃଷି ମନ୍ତ୍ରୀ

ଭୁବନେଶ୍ବର,୨୭।୭(ବ୍ୟୁରୋ): ବିଧାନସଭାରେ ବୁଧବାର ୨୦୨୦-୨୧ରେ ଉଦ୍ୟାନ କୃଷିରେ ଉତ୍ପାଦନ ନେଇ କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପ୍ରଶ୍ନରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉତ୍ତର ରଖିଛନ୍ତି। ମନ୍ତ୍ରୀ କହିଛନ୍ତି, ଅଁଳା, ବେଲ, କଦଳୀ, ପଣସ, ସପୁରି, ଡାଳିମ୍ବ, ସପେଟା...

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଚଳିତ ବର୍ଷର ଓଜେଇଇ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ଘୋଷଣା କରିଛନ୍ତି। www.ojee.nic.in ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଛାତ୍ରୀଛାତ୍ର ନିଜର ପରୀକ୍ଷା ଫଳ ଦେଖିପାରିବେ। ଚଳିତ ବର୍ଷ ୪୭...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri