ମେଟଲ୍ ମିଟ୍-୨୦୨୪: ଆରମ୍ଭ ହେଲା ଗ୍ରାଣ୍ଡ୍ ଫିନାଲେ
ଭୁବନେଶ୍ୱର,୪ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୨୪’ର ଗ୍ରାଣ୍ଡ୍ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍ରେ ରବିବାର ଆରମ୍ଭ ହୋଇଛି। ଗ୍ରାଣ୍ଡ୍ ଫିନାଲେରେ ଜୁନିୟର ଓ ସିନିୟର…
ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ କହିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ
ବାରିପଦା,୪।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି। ଚାଷୀଙ୍କୁ କୁଇଣ୍ଟାଲ ପିଛା ଧାନର ଏମ୍ଏସ୍ପି ୩୧ଶହ…
ଅଗଷ୍ଟ ୯ରୁ ‘ଧନ୍ୟବାଦ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ’
ଭୁବନେଶ୍ୱର୪।୮(ଅନିଲ ଦାସ): ଭାଜପା ରାଜ୍ୟର ସମସ୍ତ ଗ୍ରାମାଞ୍ଚଳରେ ଚାଷୀ ସମାବେଶ କରି ‘ଧନ୍ୟବାଦ ପ୍ରଧାନମନ୍ତ୍ରୀ ଓ ଧନ୍ୟବାଦ ମୁଖ୍ୟମନ୍ତ୍ରୀ’ କାର୍ଯ୍ୟକ୍ରମ କରିବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନା ଉପରେ ଚାଷୀମାନଙ୍କୁ ଅବଗତ କରାଯିବ। ଆସନ୍ତା…
ମମତା ମହାନ୍ତଙ୍କୁ ନେଇ ବିଜେଡି-ଭାଜପାରେ କଥା କଟାକଟି
ଭୁବନେଶ୍ୱର,୪।୮(ଅନିଲ ଦାସ): ମମତା ମହାନ୍ତଙ୍କ ଇସ୍ତଫାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି। ମୋରଡ଼ାର ପୂର୍ବତନ ବିଧାୟକ ରାଜକିଶୋର ଦାସ କହିଛନ୍ତି, ମମତା ମହାନ୍ତ ସେମିତି ବଡ଼ ବ୍ୟକ୍ତିତ୍ୱର ଅଧିକାରୀ ନୁହଁନ୍ତି। ନା ସେ ତାଙ୍କ ସମ୍ପ୍ରଦାୟ ପାଇଁ ନା ଦଳ…
ଆଜି ଶ୍ରୀମନ୍ଦିରରେ ଚିତାଲାଗି
ପୁରୀ,୪ା୮(ଅଜିତ୍ ମହାନ୍ତି): ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ରବିବାର ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି…
୬ରୁ ଭୁବନେଶ୍ୱରରେ ଅଟୋ ସେବା ବନ୍ଦ ଡାକରା
ଭୁବନେଶ୍ୱର,,୪ା୮(ଅନୁରାଧା ମହାରଣା): ବିଭିନ୍ନ ସମସ୍ୟା ଓ ଦାବି ନେଇ ଓଡ଼ିଶା ପରିବହନ ବିଭାଗକୁ ଅବଗତ କରାଯାଇଥିଲେ ମଧ୍ୟ କିଛି ସୁଫଳ ମିଳୁନି। ବାରମ୍ବାର ଦାବି ଓ ଆନ୍ଦୋଳନ ସତ୍ତ୍ୱେ ଦାବି ପୂରଣ ହେଉ ନ ଥିବାରୁ ଶେଷରେ ସ୍ମାର୍ଟସିଟି ଅନଲାଇନ୍ ଅଟୋ…
୨୦୩୦ ମସିହା ସୁଦ୍ଧା ରାଜ୍ୟକୁ ଜଳାତଙ୍କ ମୁକ୍ତ କରିବା ସରକାରଙ୍କ ଲକ୍ଷ୍ୟ; ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୮: ରାଜ୍ୟକୁ ୨୦୩୦ ମସିହା ସୁଦ୍ଧା ଜଳାତଙ୍କମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ୍ କହିଛନ୍ତି । ସେ କହିଛନ୍ତି, ଏହି ଲକ୍ଷ୍ୟ ହାସଲ କରିବାପାଇଁ ବୁଲାକୁକୁରଙ୍କୁ ଟିକ ଦିଆଯିବା ନେଇ ବ୍ୟବସ୍ଥା…
‘ମେଟଲ୍ ମିଟ୍-୨୦୨୪’ ପ୍ରିଲିମ୍ସ ଫିନାଲେକୁ ଗଲେ ୧୬ ଟିମ୍
ଭୁବନେଶ୍ୱର, ୩।୮(ଅସମାପିକା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍ ମିଟ୍- ୨୦୨୪’ର ଷଷ୍ଠ ସଂସ୍କରଣ ଆରମ୍ଭ ହୋଇଯାଇଛି। ଚଳିତବବର୍ଷ ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟରୁ ମୋଟ…
କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ୍ ପ୍ଲାଣ୍ଟ୍, ୫ ବର୍ଷରେ ନିଯୁକ୍ତି ହେବେ ୩.୫ ଲକ୍ଷ ଲୋକ: ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ଟାସ୍କଫୋର୍ସ ଗଠନ ହେବ। ଶିଳ୍ପ ପ୍ରକଳ୍ପର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି…
ଆଗକୁ ବିଜେଡିରେ ବିସ୍ଫୋରଣ ହେବ: କାହିଁକି ଏମିତି କହିଲେ ବିଧାୟକ ସରୋଜ ପାଢ଼ୀ
ଭୁବନେଶ୍ୱର,୩ା୮: ବିଜେଡିରୁ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଇସ୍ତଫା ଦେଇଥିବା ବେଳେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏହାକୁ ନେଇ ରାଜନୀତି ପାଣିପାଗ ବେଶ୍ ସରଗରମ ହୋଇଉଠିଛି। ଉଭୟ ଦଳ ନେତା ପରସ୍ପରକୁ ଆକ୍ଷେପ ପ୍ରତି ଆକ୍ଷେପ କରୁଛନ୍ତି। ଏଥିରେ…
ମେଟଲ୍ ମିଟ୍ ୨୦୨୪: ଗ୍ରାଣ୍ଡ୍ ଫିନାଲେକୁ ଗଲେ ସିନିୟର ୮ ଟପ୍ ଟିମ୍
ଭୁବନେଶ୍ୱର,୩ା୮(ଅସମାପିକା ସାହୁ): ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ମେଗା କୁଇଜ ଇଭେଣ୍ଟ ‘ମେଟଲ୍ ମିଟ-୨୦୨୪’ ଶନିବାର ହୋଟେଲ କ୍ରିଷ୍ଟାଲ କ୍ରାଉନରେ ଆୟୋଜିତ ହୋଇଛି। ମେଟଲ…
ମେଟଲ୍ ମିଟ୍ ୨୦୨୪: ଗ୍ରାଣ୍ଡ୍ ଫିନାଲେକୁ ଗଲେ ଜୁନିୟର ୮ ଟପ୍ ଟିମ୍
ଭୁବନେଶ୍ୱର,୩ା୮(ଅସମାପିକା ସାହୁ): ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ ‘ମେଟଲ୍ ମିଟ୍-୨୦୨୪’ର ଜୁନିୟର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍-୮’ ଟିମ୍। ଜୁନିୟର ବର୍ଗରେ ମୋଟ୍ ୪୧ ଟିମ୍ ଭାଗ ନେଇଥିବା ବେଳେ ସେଥିମଧ୍ୟରୁ…
Archives


