ମୋଦିଙ୍କ ନେତୃତ୍ୱକୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୩। ୭(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଇନୋଭେଶନକୁ ପ୍ରୋତ୍ସାହିତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଅଟଳ ଇନୋଭେଶନ ମିଶନ ଏବଂ ୱିପୋ(ୱାଲର୍ଡ୍ ଇଣ୍ଟେଲେକ୍ଚ୍ୟୁଆଲ୍ ପ୍ରପର୍ଟି ଅର୍ଗାନାଇଜେଶନ) ମଧ୍ୟରେ ଏକ…
କଂଗ୍ରେସ ବିଧାୟକ ଦଳ ବୈଠକରେ ତାରାଙ୍କ ଅନୁପସ୍ଥିତି ନେଇ ଚର୍ଚ୍ଚା
ଭୁବନେଶ୍ୱର, ୨୩। ୭(ସୁନିତ୍ ମିଶ୍ର): କଂଗ୍ରେସ ବିଧାୟକ ଦଳ ବୈଠକ ସୋମବାର ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଛି। ନୂତନ ଭାବେ ନିଯୁକ୍ତ ହୋଇଥିବା ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ନେତୃତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ…
ସରକାରଙ୍କ ବଡ଼ ଘୋଷଣା: ସରୋଜ ପ୍ରଧାନ ହେଲେ ସରକାରୀ ଦଳ ମୁଖ୍ୟ ସଚେତକ ଉପମୁଖ୍ୟ ସଚେତକ ଦାୟିତ୍ୱ ମିଳିଲା…
ଭୁବନେଶ୍ୱର,୨୨।୭(ଅସମାପିକା ସାହୁ): ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ସରକାରୀ ଦଳ ଉପମୁଖ୍ୟ ସଚେତକ ଦାୟିତ୍ୱ ଦିଆଯାଇଛି। ଏନେଇ ସୋମବାର ରାଜ୍ୟ ସଂସଦୀୟ ବ୍ୟାପାର…
ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ପ୍ରତ୍ୟାହାର କଲା କ୍ରୀଡ଼ା ବିଭାଗ
ଭୁବନେଶ୍ୱର,୨୨।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ସୋମବାର କ୍ରୀଡ଼ା ବିଭାଗ ବିଧିବଦ୍ଧ ଭାବେ ପ୍ରତ୍ୟାହାର କରିନେଇଛି। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳରେ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ରହିବ ବୋଲି ଗତ ୧୯ ତାରିଖରେ…
ପାଣ୍ଡିଆନଙ୍କ ବାବଦରେ ପ୍ରକାଶିତ ଖବରକୁ ନେଇ କ୍ଷମା ମାଗିଲା ଇଂରାଜୀ ଦୈନିକ
ଭୁବନେଶ୍ୱର,୨୨।୭: ପାଣ୍ଡିଆନଙ୍କ ବାବଦରେ ପ୍ରକାଶିତ ଖବରକୁ ନେଇ କ୍ଷମାପ୍ରାର୍ଥନା କଲା ଦୈନିକ ଇଂରାଜୀ ଖବରକାଗଜ। ବିଜେଡିକୁ ଦି ଫାଳ କରିବାକୁ ପାଣ୍ଡିଆନ ଉଦ୍ୟମ କରୁଥିବା ଖବର ପ୍ରକାଶ ପାଇଥିଲା। ଏଥିସହ ଭାଜପା ସ୍ବାର୍ଥରେ କାମ କରିବାକୁ ପାଣ୍ଡିଆନ ଉଦ୍ୟମ କରୁଥିବା ମଧ୍ୟ…
ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ପିତାମ୍ବର ଆଚାର୍ଯ୍ୟ
ଭୁବନେଶ୍ବର,୨୨।୭: ରାଜ୍ୟ ଆଡଭୋକେଟ ଜେନେରାଲ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପିତାମ୍ବର ଆଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିତାମ୍ବର ଆଚାର୍ଯ୍ୟଙ୍କୁ ତାଙ୍କ ନୂତନ ଦାୟିତ୍ୱ…
୨୪ ବର୍ଷ ପରେ ବିଧାନସଭାରେ ବଦଳିଲା ନବୀନଙ୍କ ଆସନ, ବସିଲେ ଏହି ନେତାଙ୍କ ସିଟ୍ରେ
ଭୁବନେଶ୍ୱର,୨୨।୭: ୨୪ ବର୍ଷ ପରେ ବିଧାନସଭାରେ ନବୀନ ପଟ୍ଟନାୟକଙ୍କ ଆସନ ବଦଳିଛି। ୫ ଥରର ମୁଖ୍ୟମନ୍ତ୍ରୀ ଥିବା ନବୀନ ଆଜି ବିରୋଧୀ ଆସନରେ ବସିଛନ୍ତି। ନବୀନ ପୂର୍ବତନ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆସନରେ ବସିଛନ୍ତି। ନବୀନ ପଟ୍ଟନାୟକଙ୍କ ସିଟ୍ରେ…
ଶାଶୁ, ସ୍ତ୍ରୀଙ୍କୁ ଶାବଳ ଭୁସି ମାରିଦେଲେ: ଦେଢ଼ ବର୍ଷର ପୁଅକୁ ଧରି ଥାନାରେ ପହଞ୍ଚିଲେ
ଭୁବନେଶ୍ୱର,୨୨।୭: ଶାଶୁ ଓ ସ୍ତ୍ରୀଙ୍କୁ ହତ୍ୟା ପରେ ଦେଢ଼ ବର୍ଷର ପୁଅକୁ ଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି ଜ୍ୱାଇଁ। ସୋମବାର ଏପରି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଅଞ୍ଚଳରେ। ଜ୍ୱାଇଁ ମିଥୁନ ସାହୁ କହିଛନ୍ତି, ୪ ବର୍ଷ…
ବିଧାନସଭାରେ ନବୀନ କହିବା ବେଳେ ବନ୍ଦ କରିଦେଲେ ମାଇକ! ବିଜେଡି କହିଲା…
ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ୨୪ ବର୍ଷ ଧରି ଶାସନ କାଳରେ ବିଜେଡି ଆଜି ପ୍ରଥମ ଥର ପାଇଁ ବିରୋଧୀ ଆସନରେ ବସିଛି। ଭାଜପା ସରକାର ବିରୋଧରେ ରଣନୀତି ପ୍ରସ୍ତୁତ କରିବା ଲାଗି ବିଜେଡି ପ୍ରସ୍ତୁତ…
ବର୍ଷିଲେ ପ୍ରମିଳା, କହିଲେ ରାଜନୀତି ଛାଡି ଜ୍ୟୋତିଷ ହୋଇଗଲେଣି କି ଜୟନାରାୟଣ…
ଭୁବନେଶ୍ୱର,୨୨।୭: ଭାଜପା ନେତା ଜୟନାରାୟଣ ମିଶ୍ର ବିଜେଡ଼ିକୁ ନେଇ ଭବିଷ୍ୟବାଣୀ କରି କହିଛନ୍ତି, ବିଜେଡିର ଆୟୁଷ ବହୁତ କମ୍। ବିଜେଡ଼ି ସରକାରକୁ ଫେରିବ ବୋଲି କହୁଛି, ହେଲେ ସେ ସେତେବେଳ ଯାଏ ସେ ବଞ୍ଚିଥିବେ ତ ସରକାରକୁ ଫେରିବ। ତେବେ ଏହାକୁ…
୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ
ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବଜେଟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣ ପରେ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ଜୟନାରାୟଣଙ୍କ ବଡ଼ ଭବିଷ୍ୟବାଣୀ, କହିଲେ ବିଜେଡି ସରକାରକୁ ଫେରିବା ପାଇଁ ହେଲେ…
ଭୁବନେଶ୍ୱର,୨୨।୭: ଭାଜପା ନେତା ଜୟନାରାୟଣ ମିଶ୍ର ବିଜେଡିକୁ ଟାର୍ଗେଟ୍ କରିଛନ୍ତି। ଜୟନାରାୟଣ କହିଛନ୍ତି, ବିଜେଡିର ଆୟୁଷ ବହୁତ କମ୍। ସରକାରକୁ ଫେରିବା ପାଇଁ ହେଲେ ସେ ସେତେବେଳେ ପର୍ଯ୍ୟନ୍ତ ବଞ୍ଚିଥିଲେ ତ। ବିଜେଡିକୁ ରାଜନୈତିକ ଶିଷ୍ଠାଚାର ଜଣାନଥିଲା ଆମେ ଶିଷ୍ଠାଚାର ବିହୀନ…
Archives


