ଏଣିକି ବଦଳିବ ସ୍ବାସ୍ଥ୍ୟକେନ୍ଦ୍ରର ନାମ: କ’ଣ ରହିବ ଜାଣନ୍ତୁ
ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖି କହିଛନ୍ତି, ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ…
୨୦୨୯ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବ ୩.୫ ଲକ୍ଷରୁ ଅଧିକ ନିଯୁକ୍ତି: ରାଜ୍ୟପାଳ
ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭହ ହୋଇଥିବା ବିଧାନସଭା ଅଧିବେଶନରେ ରାଜ୍ୟପାଳ ରଘୁବର ଦାସ ଗୃହରେ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ୱାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦେବା ନେଇ କହିଛନ୍ତି। ଆସନ୍ତା ୨୦୨୯ ସୁଦ୍ଧା ରାଜ୍ୟରେ…
ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ଛିଡ଼ାହୋଇ ପ୍ରତିବାଦ କଲେ ନବୀନ, ବିଜେଡି, କଂଗ୍ରେସ ବିଧାୟକ କଲେ କକ୍ଷତ୍ୟାଗ
ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି। ଭାଜପା…
‘ମୋ ସରକାର ନିରପେକ୍ଷତାର ସହ କାମ କରିବ’
ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ଦେଇଛନ୍ତି। ରାଜ୍ୟପାଳ କହିଛନ୍ତି, ମୋର ସରକାର ନିରପେକ୍ଷତାର ସହ କାମ କରିବ। ଯୁବକଙ୍କୁ ରୋଜଗାର ଦେବା ମୋ ସରକାରର ପ୍ରାଥମିକତା ଅଟେ।…
ବିଧାୟକଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ: କହିଲେ, ଏହି ପ୍ରସଙ୍ଗରେ…
ଭୁବନେଶ୍ୱର,୨୨।୭: ଆଜିଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି।…
ଆଜି ଶ୍ରାବଣର ପ୍ରଥମ ସୋମବାର
ଭୁବନେଶ୍ୱର,୨୨ା୭(ସୂର୍ଯ୍ୟକାନ୍ତ ବେହେରା):ଶ୍ରାବଣ ମାସର ପ୍ରଥମ ସୋମବାର। ଶୈବପୀଠରେ ଜଳଲାଗି ପାଇଁ ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁଙ୍କ ଆଗମନ ଲାଗି ରହିବ। ଜଳ ଉଠାଇବାଠାରୁ ଠାକୁରଙ୍କ ଜଳଲାଗି ପର୍ଯ୍ୟନ୍ତ ସବୁକିଛି କିପରି ସୁରକ୍ଷିତ ତଥା ଶୃଙ୍ଖଳିତ ଭାବେ ହେବ ସେଥିପାଇଁ କମିଶନରେଟ ପୋଲିସ ପକ୍ଷରୁ…
ଆଜିଠୁ ଯୁକ୍ତ୨ ନାମଲେଖା
ଭୁବନେଶ୍ୱର,୨୨ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ସୋମବାରଠାରୁ ଆରମ୍ଭ ହେବ। ମୋଟ ୪,୨୬,୪୭୨ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ ହୋଇଛନ୍ତି। ଛାତ୍ରୀଛାତ୍ରମାନେ ୨୭ ତାରିଖ ମଧ୍ୟରେ ନାମ ଲେଖାଇବେ। ପ୍ରତି ଘଣ୍ଟାରେ କଲେଜରେ ୧୫ଜଣଙ୍କର…
୨୫ରେ ରାଜ୍ୟ ବଜେଟ: ବସିଲା ସର୍ବଦଳୀୟ ବୈଠକ
ଭୁବନେଶ୍ୱର, ୨୨। ୭(ସୁନିତ୍ ମିଶ୍ର):ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏହା ପୂର୍ବରୁ ରବିବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ…
ଅଧିବେଶନ ପୂର୍ବରୁ ଶାସକ-ବିରୋଧୀ ପ୍ରସ୍ତୁତ:ବିରୋଧୀଙ୍କୁ ପାଲଟା ଆକ୍ରମଣ ପାଇଁ ଭାଜପାର ରଣନୀତି
ଭୁବନେଶ୍ୱର, ୨୨। ୭(ସୁନିତ୍ ମିଶ୍ର):ବିଧାନସଭା ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ସୋମବାରଠାରୁ ଆରମ୍ଭ ହେବାକୁ ଥିବା ୨୭ ଦିନିଆ…
ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର, ୨୨ା୭(ଅସମାପିକା ସାହୁ): ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି। ଭୁବନେଶ୍ୱର ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ହେଉଥିବାବେଳେ ୨୨ ତାରିଖ ସୋମବାର ଏହା ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ…
ଏଣିକି ଯାଞ୍ଚ ହେବ ସ୍କୁଲ ବସ୍, ଖିଲାପ ଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୧ା୭: ଏଣିକି ସ୍କୁଲ ବସ୍ରେ ନିୟମିତ ଯାଞ୍ଚ ହେବ। ସ୍କୁଲ ବସ୍ରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ବସ୍ ଭିତରେ ଅଗ୍ନି ନିରାପତ୍ତା ନିୟମ ଠିକ୍ ଭାବରେ…
ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୨୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତି ସୋମବାରରେ ଜନସାଧାରଣଙ୍କ ଅଭିଯୋଗ ଶୁଣୁଥିଲେ। ତେବେ ଆସନ୍ତାକାଲି ଏହି ଜନଶୁଣାଣି ବନ୍ଦ ରହିବ ବୋଲି ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କାରଣ କାଲିଠାରୁ…
Archives


