ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…
ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା…
କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ
ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ପ୍ରଭାବିତ ଅଞ୍ଚଳର ଏରିଅଲ ସର୍ଭେ (ଆକାଶମାର୍ଗରୁ ପରିଦର୍ଶନ) କରିବେ। ଗଭୀର ଅବପାତ ପ୍ରଭାବରେ…
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା
ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟର କୃଷକମାନଙ୍କୁ ପ୍ରାଥମିକ କୃଷି ସମବାୟ ସମିତି…
ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ
ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ ରଖି ସମ୍ପୃକ୍ତ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମିଳିଥିବା…
ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!
ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଆସନ୍ତା…
ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା
ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦ ଲକ୍ଷ ୩୩ ହଜାର ୯୫୯ ହିତାଧିକାରୀ ରହିଛନ୍ତି । ଏମାନେ ସମସ୍ତେ ଇନ୍ଦିରା…
୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଉଭୟଙ୍କ ନିଲମ୍ବନ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ଦାବି କରାଯାଇଛି। ରାଜ୍ୟ ବାଣିଜ୍ୟ ଓ…
୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…
ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ସୂଚନା ମିଳିଛି। ନବ…
କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ୬ ଜିଲାରେ ଆଉ ଗୋଟିଏ ଦିନ ଛୁଟି ବୃଦ୍ଧି…
BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…
ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ କାର୍ଯ୍ୟରେ ନିୟୋଜିତ ସମସ୍ତ BLOଙ୍କୁ ଏହି ସମ୍ମାନ ଭତ୍ତା ପ୍ରଦାନ କରାଯିବ, ଯେଉଁଥିରେ…
ତାୱାରେ ପିଟି ସ୍ତ୍ରୀଙ୍କୁ ହତ୍ୟା: ଦେଢ଼ବର୍ଷ ତଳେ କରିଥିଲେ ପ୍ରେମ ବିବାହ
ଭୁବନେଶ୍ୱର,୨୪।୯ (ପ୍ରସନଜିତ୍ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ ନାଁ ହେଲା ବନସ୍ମିତା ସାଇଁ(୨୬)। ଘଟଣାସ୍ଥଳରେ ଜୋନ୍ ୫ ଏସିପି ବିଶ୍ୱରଞ୍ଜନ ସେନାପତିଙ୍କ…
ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଜାରି ରହିଥିଲା। ଏହି ସମୟରେ…

