୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍ ଚିହ୍ନଟ
ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍ବୀକାର କରିବା ସହ ଏହା…
ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…
ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ? କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ ସାଙ୍ଗକୁ ଗୁଳୁଗୁଳି ଲାଗି ରହିଛି । ଦିନର ତାପମାତ୍ରା ଯଦିଓ ସାମାନ୍ୟ ହ୍ରାସ…
ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!
ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଆଉ କିଛି ଦିନ…
ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ
ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ ଧକ୍କା ଦେଇ ଚାପି ଦେଇଥିଲା। ଫଳରେ ସ୍ତ୍ରୀ,ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ଦମ୍ପତିଙ୍କୁ…
ବିଏମ୍ସିରେ ବଢୁଛି କୁକୁର କାମୁଡ଼ା, ୨ ମାସରେ….
ଭୁବନେଶ୍ୱର,୧୫।୬ (ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)କୁ ୨୦୩୦ ସୁଦ୍ଧା ଜଳାତଙ୍କ ମୁକ୍ତ କରିବା ପାଇଁ ଜୋରଦାର ଉଦ୍ୟମ ଚାଲିଛି। ଇତିମଧ୍ୟରେ ବିଏମ୍ସି ପକ୍ଷରୁ ୭୫ ପ୍ରତିଶତ ବୁଲା କୁକୁରଙ୍କୁ ଟିକାକରଣ କରାଯାଇଥିବା କୁହାଯାଉଛି। ଏପରି କି ଏହି ତଥ୍ୟକୁ ଆଧାର…
ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର
ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା ୪ଜଣଙ୍କ ଉପରେ ମାଡି ଯାଇଥିଲା। ଏପରିକି କାର୍ଟି ଭାରସାମ୍ୟ ହରାଇ ଏକ ଅଟୋ…
୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..
ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବା ସହ ବିଭିନ୍ନ କାର୍ଯ୍ୟକ୍ରମରେ…
ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା
ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା ଛକ ନିକଟରେ ମୃତକଙ୍କ ପରିବାର ଲୋକ ଓ ଗ୍ରାମବାସୀ ରାସ୍ତାରୋକ କରିଥିଲେ। ଘଟଣାରେ…
୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…
ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୧୮ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଓ…
ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..
ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ ହାଉସିଂ ପଲିସି ଆଣିଛନ୍ତି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି…
ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…
ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ…
ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…
ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ କାଣ୍ଡ। ରଜ ସଜବାଜ ପାଇଁ କିଣାକିଣିକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ପାରିବାରିକ…

