ମେଟ୍ରୋ

ସ୍କୁଲର କେୟାରଟେକରଙ୍କୁ ଦସ୍ତଖତ ଶିଖାଇଥିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଜୀବନ ସଂଘର୍ଷମୟ ଥିଲା। ୫ଦଶନ୍ଧି ତଳେ ରାଜ୍ୟର ଗମନାଗମନ କ୍ଷେତ୍ର ବିଶେଷ ନ ଥିବା ସତ୍ତ୍ୱେ ୧୯୭୪ରେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରୁ ଆସି ଭୁବନେଶ୍ବର ୟୁନିଟ-୨ସ୍ଥିତ ରାଜଧାନୀ ବାଳିକା...

ଦିଲ୍ଲୀ ଗଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ଗୁରୁବାର ସକାଳ ୯.୪୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ ହୋଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ସହଯୋଗ କାମନା କରିଛନ୍ତି।...

ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩ ଆକ୍ରାନ୍ତ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୨୯ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ...

ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସତର୍କ...

ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।...

ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ନିବେଦନ କଲେ ନବୀନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ  ନିବେଦନ କରିଛନ୍ତି। ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମଥର ପାଇଁ...

୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି। ଏହି ନୂତନ ପଦବୀ ଗୁଡିକ...

ଦ୍ରୌପଦୀଙ୍କୁ ପ୍ରାର୍ଥୀ କରି ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଦେଇଛନ୍ତି ମୋଦି: ଭାଜପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଓଡ଼ିଶାକୁ ବାରମ୍ବାର ସମ୍ମାନିତ କରାଯାଇଛି। ଏବେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରି ମୋଦି ସରକାର ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଛାଡ଼ିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ଭାଜପା ପକ୍ଷରୁ...

ଟୁଇନ୍‌ସିଟିରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା। ବୁଧବାର ରାଜଧାନୀ ଭୁବନେଶ୍ବର, କଟକରେ ଆକାଶରେ ପ୍ରବଳ ମେଘ ଘୋଟି ରହିଥିବା ବେଳେ ବର୍ଷା ହେଉଛି। ଫଳରେ ଲୋକମାନଙ୍କୁ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି। ଅପରପକ୍ଷେ ରାଜ୍ୟରେ ସକ୍ରିୟ...

ଆସିଲା ରଶ୍ମିରେଖାଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖାଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ରିପୋର୍ଟରେ ସେ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଛି। ଶ୍ୱାସରୁଦ୍ଧ ହେବା ଯୋଗୁ ତାଙ୍କ ମୃତ୍ୟୁ ହୋଇଛି। ବ୍ୟବଚ୍ଛେଦ ହେବାର ୨୪ରୁ ୩୬ ଘଣ୍ଟା ପୂର୍ବରୁ ରଶ୍ମୀରେଖାଙ୍କ...

ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର(ବ୍ୟୁରୋ)/ରୋମ,୨୨।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବିଶ୍ୱର ସର୍ବପୁରାତନ ସହର ରୋମରେ ପୋପଙ୍କୁ ଭେଟଛନ୍ତି। ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପ ଫ୍ରାନ୍‌ସିସ୍‌ଙ୍କୁ ଭେଟିଛନ୍ତି। ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିବାର ସୁଯୋଗ ପାଇଛନ୍ତି ସେ ।...

ଯଦି ସନ୍ତୋଷ ଭୁଲ କରିନାହାନ୍ତି କାହିଁକି ସେ ସାମ୍ନାକୁ ଆସୁନାହାନ୍ତି’

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ତାଙ୍କ ସାଙ୍ଗ ଓ ସାଥୀ କଳାକାର । ରଶ୍ମିଙ୍କ ସାଥୀ କଳାକାର ଡାନି କହିଛନ୍ତି, ରଶ୍ମି ଖୁବ ଭଲ ପିଲା ଥିଲେ। ତାଙ୍କ ମୃତ୍ୟୁ ହୋଇଯାଇଥିବା ସହଜରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri