ମେଟ୍ରୋ

ଏବେ ଯାଏ ଆସିନି ସୁଭଦ୍ରା ଟଙ୍କା? ପୁନର୍ବାର କରିପାରିବେ କି ଆବେଦନ, ଜାଣିନିଅନ୍ତୁ ବଡ଼ ଅପଡେଟ୍‌…

ଭୁବନେଶ୍ୱର,୨୪।୯: ପ୍ରଥମ କିସ୍ତିରେ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ତେବେ…

ସରକାର ଦେଲେ ଚେତାବନୀ, ଆନ୍ଦୋଳନ କଲେ…

ଭୁବନେଶ୍ୱର,୨୪।୯: ଓଡ଼ିଶା ନର୍ସିଙ୍ଗ କର୍ମଚାରୀ ସଂଘଙ୍କ ଦ୍ୱାରା ଆସନ୍ତକାଲି ଆନ୍ଦୋଳନ ପାଇଁ ଡକରା ହୋଇଥିଲା। ଯାହାର ଗୋଟିଏ ଦିନ ପୂର୍ବରୁ ସବୁ CDMO ଓ ସରକାରୀ ମେଡିକାଲ କଲେଜଙ୍କୁ ଚିଠି ଲେଖିଛନ୍ତି ସରକାର। ଆନ୍ଦେଳନ ଉପରେ ରୋକ୍‌ ଲଗାଇବା ସହ କୌଣସି…

ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ୱାର୍ଲଡ ସ୍କିଲ କମ୍ପିଟେସନରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଏବଂ ଗେଡେଲା…

ନବୀନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ବଦ୍ରି ପାତ୍ର: ବିଜେଡି ହାରିବାର କାରଣ…

ଭୁବନେଶ୍ୱର,୨୪।୯:ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ନିର୍ବାଚନ ହାରିବା ପରେ ବିଜେଡିରେ ବିଦ୍ରୋହ ମୁଣ୍ଡ…

ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି। ନବରଙ୍ଗପୁର ଓ କଳାହାଣ୍ଡି ଜିଲା ସାଙ୍ଗଠନିକ ବିଜେଡି…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଏହି ୧୫ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୪।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟୁଇଟ୍‌ କରି ଏହି ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ…

ଶେଷରେ ଭରତପୁର ଥାନାରେ ଲାଗିଲା ସିସିଟିଭି

ଭୁବନେଶ୍ୱର,୨୪।୯: ଆର୍ମି କ୍ୟାପଟେନ ଓ ବାନ୍ଧବୀଙ୍କୁ ଭରତପୁର ଥାନାରେ ଦୁର୍ବ୍ୟବହାର, ମାଡ଼ ସହ ନାନା ନିର୍ଯାତନା ଦିଆଯିବା ଘଟଣାରେ କମିଶନରେଟ୍‌ ପୋଲିସ ବିବାଦ ଘେରକୁ ଆସିଛି। ଏସବୁ ବିବାଦ ମଧ୍ୟରେ ମଙ୍ଗଳବାର ଭରତପୁର ଥାନାରେ ସିସିଟିଭି ଲଗାଯାଇଛି। ୨୫ ସିସିଟିଭି ଲାଗିବାର…

କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

ଭୁବନେଶ୍ୱର,୨୪।୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ…

ବ୍ଲାକ୍‌ ଲିଷ୍ଟେଡ୍‌ କମ୍ପାନୀକୁ ପରୀକ୍ଷା ପରିଚାଳନା ଦାୟିତ୍ୱ…

ଭୁବନେଶ୍ୱର,୨୪ା୯ (ଅନୁରାଧା ମହାରଣା): ରାଜ୍ୟରେ ସରକାରୀ ପଦପଦବୀରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଛି ଦୁର୍ନୀତି ବିରୋଧୀ ଛାତ୍ର ସଂଗଠନ। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଗଠନର ଆବାହକ ବିଶ୍ୱ ଭୂଷଣ ମହାପାତ୍ର କହିଛନ୍ତି, ଏଠି ଟଙ୍କା ଦେଲେ ସରକାରୀ ଚାକିିରି ମିଳୁଛି।…

ପୋଲିସ ମେଳି ପ୍ରସଙ୍ଗ, ଅଡୁଆରେ ଅଫିସର

ଭୁବନେଶ୍ୱର,୨୪ା୯(ସତ୍ୟଜିତ୍‌ ରାଉତ): ଭରତପୁର ଥାନା ନିର୍ଯାତନା ଘଟଣାରେ ଏକପାଖିଆ ନିଷ୍ପତ୍ତି ନିଆଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅଭିଯୋଗ ଉଠାଇ ଏହା ପ୍ରତିବାଦରେ ଗତ ୨୧ ତାରିଖ ଅପରାହ୍ନରେ ଭୁବନେଶ୍ୱର ରିଜର୍ଭ ପୋଲିସ ପଡିଆରେ ଶତାଧିକ ପୋଲିସ ମେଳି ବାନ୍ଧିଥିଲେ। କନ୍‌ଷ୍ଟେବଲଠୁ ଆରମ୍ଭ କରି,…

ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୪।୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା ମୌସୁମୀ ଫେରିବା ଆରମ୍ଭ କରିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଥିବାବେଳେ…

ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ କାର୍ଯ୍ୟକାରୀ କରିବେ, ଯେଉଁଥିରେ ଶିଶୁ ଅଶ୍ଳୀଳ ଚିତ୍ର ଦେଖିବା ଏବଂ ଡାଉନଲୋଡ୍ କରିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?