ମେଟ୍ରୋ

ନୀତି ଆୟୋଗ କମିଟି ସଦସ୍ୟ ମନୋନୀତ ହେଲେ ଜୁଏଲ ଓରାମ

ଭୁବନେଶ୍ୱର,୧୭।୭: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ନୀତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଜୁଏଲ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ମନୋନିତ ହୋଇଥିବା ସୂଚନା ମିଳିଛି। ତାଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍‌ଡି…

ଖୋଳତାଡ଼ ହେବ ଆମ ଓଡ଼ିଶା ନବୀନ ଓଡ଼ିଶା, ମନ୍ତ୍ରୀ କହିଲେ ପଞ୍ଚାୟତକୁ ମିଳିଥିବା…

ଭୁବନେଶ୍ୱର,୧୭।୭: ଆମ ଓଡ଼ିଶା ନବୀନ ଓଡ଼ିଶାରେ ମିଳିଥିବା ଅନୁଦାନର ହେବ ଖୋଳତାଡ଼। ଏନେଇ ବୁଧବାର ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ସୂଚନା ଦେଇ କହିଛନ୍ତି, ପଞ୍ଚାୟତକୁ ମିଳିଥିବା ୫୦ ଲକ୍ଷ ଅନୁଦାନର ଖୋଳତାଡ଼ ହେବ। କିଛି ଯୋଜନା ନ ଥିଲା, ଜେଇମାନଙ୍କ…

ସୁରେଶ ପୂଜାରୀଙ୍କ ବଡ଼ ସୂଚନା, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ…

ଭୁବନେଶ୍ୱର,୧୭।୭: ଜବରଦଖଲ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲିବ ବୁଲଡୋଜର। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ। ଆଗରୁ ଖାଲି ଗରିବଙ୍କ ଘର…

ନବୀନଙ୍କ ନାଁରେ ରୁଜୁ ହେବ ଏଫଆଇଆର! ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୧୭।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନାଁରେ ରୁଜୁ ହେବ ଏଫଆଇଆର। କେବଳ ନବୀନ ନୁହନ୍ତି, ପୂର୍ବତନ ମନ୍ତ୍ରୀ ଓ ସଚିବଙ୍କୁ ମିଶାଇ ମୋଟ ୮ ଜଣଙ୍କ ନାମରେ ଥାନାରେ ଏତଲା ଦିଆଯିବ। ମିଛ ପ୍ରତିଶ୍ରୁତି ଓ…

ଏଣିକି କଲେଜ କ୍ୟାଣ୍ଟିନ କିମ୍ବା ହଷ୍ଟେଲରେ ମିଳିବନି ଜଙ୍କଫୁଡ୍‌, ଲାଗିଲା ରୋକ୍‌

ଭୁବନେଶ୍ୱର,୧୭।୭: ସରକାରୀ ହେଉ ଅଥବା ବେସରକାରୀ ବିଶ୍ବବିଦ୍ୟାଳୟ କିମ୍ବା ଏହା ଅଧୀନସ୍ଥ ମହାବିଦ୍ୟାଳୟ; ଏବେ କେଉଁଠି ବି ବିକ୍ରି ହୋଇପାରିବନି ଜଙ୍କ୍‌ଫୁଡ୍‌ ବା ଫାଷ୍ଟଫୁଡ୍‌। ଉଚ୍ଚଶିକ୍ଷାନୁଷ୍ଠାନର କ୍ୟାମ୍ପସ, ହଷ୍ଟେଲ, କ୍ୟାଣ୍ଟିନରେ ଜଙ୍କପୁଡ କିମ୍ବା କୌଣସି ଅସ୍ବାସ୍ଥ୍ୟକର ଖାଦ୍ୟ ବିକ୍ରି ଉପରେ ଲଗାଯାଇଛି…

କିଏ ହେବେ ନୂଆ ସରକାରରେ ଆଡଭୋକେଟ ଜେନେରାଲ?ଚର୍ଚ୍ଚାରେ ଏହି ନାଁ…

ଭୁବନେଶ୍ୱର,୧୭।୭: ମୋହନ ସରକାରଙ୍କୁ ମାସେ ପୂରିଥିବା ବେଳେ ଆଡଭୋକେଟ ଜେନେରାଲ ପଦବୀ ଏବେ ଯାଏ ଖାଲି ରହିଛି। ଏଥିରେ କେବେ ନିଯୁକ୍ତି ଦିଆଯିବ ସେନେଇ ବିରୋଧୀ ପ୍ରଶ୍ନ ଉଠାଇଛି। ଅନ୍ୟପଟେ ସରକାରୀ ସରକାରୀ ସ୍ତରରେ ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ଜଣାପଡିଛି।…

ଭୁବନେଶ୍ୱରରେ ୧୦୦ ପାର୍‌ କଲା ଡେଙ୍ଗୁ ସଂକ୍ରମଣ

ଭୁବନେଶ୍ୱର, ୧୭ା୭ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ୧୦୦ ପାର୍‌ କରିଛି। ଗତ ୨୪ ଘଣ୍ଟାରେ କ୍ୟାପିଟାଲ ହସ୍ପିଟାଲରେ ୯୩ ନମୁନା ପରୀକ୍ଷଣ ହୋଇଥିବାବେଳେ ଆଉ ୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ୧୬ ତାରିଖ ସୁଦ୍ଧା ସହରରୁ…

ରାଶନ ବାଟମାରଣ ରୋକିବା ଯୋଜନା: ଓଜନ ମେଶିନ ସହ ସଂଯୋଗ ହେବ ପିଓଏସ୍‌

ଭୁବନେଶ୍ୱର,୧୭ା୭(ଅନିଲ ଦାସ): ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା(ଏସ୍‌ଏଫ୍‌ଏସ୍‌ଏସ୍‌)ରେ ଗରିବ ଲୋକମାନଙ୍କୁ ଯୋଗାଇ ଦିଆଯାଉଥିବା ଖାଦ୍ୟଶସ୍ୟ ବାଟମାରଣା ଉପରେ ରୋକ ଲାଗିବ। ଖାଦ୍ୟଶସ୍ୟ ଓଜନ କରୁଥିବା ମେଶିନ ସହ ପଏଣ୍ଟ ଅଫ୍‌ ସେଲ୍‌(ପିଓଏସ୍‌)କୁ ସଂଯୋଗ…

୧୯ରେ ଲଘୁଚାପ: ୨୨ ଯାଏ ବର୍ଷିବ

ଭୁବନେଶ୍ୱର,୧୭ା୭(ଅନିଲ ଦାସ): ଆସନ୍ତା ୨୨ ତାରିଖ ଯାଏ ରାଜ୍ୟକୁ ପ୍ରବଳ ବର୍ଷା ମିଳିବ। ସ୍ଥଳ ଭାଗ ଏବଂ ଜଳ ଭାଗରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ଗତ କିଛିଦିନ ହେବ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ର ବିଦର୍ଭ ଉପରେ ଘୂର୍ଣ୍ଣିବଳୟ…

ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ତଦନ୍ତ କରାଯାଉ

ଭୁବନେଶ୍ୱର, ୧୭।୭(ସୁନିତ୍‌ ମିଶ୍ର): ରଥଯାତ୍ରା ସମୟରେ ଯେଉଁସବୁ ଅଭାବନୀୟ ଘଟଣା ଘଟିଗଲା ତାହାକୁ ନେଇ କଂଗ୍ରେସ ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି। ମହାପ୍ରଭୁ ବଳଭଦ୍ର ଆଡ଼ପ ମଣ୍ଡପ ପହଣ୍ଡି ସମୟରେ ଚାରମାଳ ଉପରେ ମୁହଁମାଡ଼ି ପକାଇଦେବା ଘଟଣା ଅନେକ କୋଟି ଜଗନ୍ନାଥପ୍ରେମୀଙ୍କୁ…

କାହା ପାଖରେ ଅଛି ରତ୍ନଭଣ୍ଡାର ଚାବି? ବଡ଼ ବୟାନ ଦେଲେ ନିରଞ୍ଜନ

ଭୁବନେଶ୍ୱର,୧୬।୭: ରତ୍ନଭଣ୍ଡାର ଚାବିକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ। ଚାବି କାହା ପାଖରେ ଅଛି ଓ କିଏ ରଖିଛି ଏନେଇ ସେ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଗଣମାଧ୍ୟମ, ମୁଖ୍ୟମନ୍ତ୍ରୀ, ରାଜ୍ୟ ଆଇନ…

ଯୁକ୍ତ୨ ନାମଲେଖା: ଏହିଦିନ ପ୍ରକାଶ ପାଇବ ପ୍ରଥମ ମେରିଷ୍ଟ ଲିଷ୍ଟ

ଭୁବନେଶ୍ୱର, ୧୬।୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ନିମନ୍ତେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀରେ ନାମଲେଖା ପାଇଁ ଗତ ୧୨ତାରିଖରେ ଆବେଦନ ପ୍ରକ୍ରିୟା ଶେଷ ହୋଇଛି। ପ୍ରଥମ ପର୍ଯାୟ ନାମଲେଖାର ପ୍ରଥମ ମେଧା ତାଲିକା ଆସନ୍ତା ୨୦ତାରିଖରେ ପ୍ରକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri