ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରାଯିବ
ଭୁବନେଶ୍ୱର,୧୬।୭(ଅସମାପିକା ସାହୁ): ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି କରାଯିବ । ଏହାସହିତ ସାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରାଯିବ…
ମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅର୍ଡରର ୪୮ ଘଣ୍ଟାରେ ପହଞ୍ଚାଅ ଗ୍ୟାସ, ନ ହେଲେ …
ଭୁବନେଶ୍ୱର,୧୬।୭: ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି। ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଗ୍ୟାସ ଅର୍ଡରର ୪୮ ଘଣ୍ଟା ମଧ୍ୟରେ ଘରେ ସିଲିଣ୍ଡର ପହଞ୍ଚିବା ଦରକାର। ଧାର୍ଯ୍ୟ…
ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଦେଲେ ସାଂଘାତିକ ବୟାନ, ଡୁପ୍ଲିକେଟ ଚାବି ମିଛ…
ପୁରୀ,୧୬।୭: ରତ୍ନଭଣ୍ଡାର ଚାବି ନେଇ ସାଂଘାତିକ ବୟାନ ଦେଇଛନ୍ତି ଜଗନ୍ନାଥଙ୍କ ବାଡ଼ଗ୍ରାହୀ । ମଙ୍ଗଳବାର ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ଓରଫ ଜଗୁନି କହିଛନ୍ତି, ଡୁପ୍ଲିକେଟ ଚାବି ସେ ତାଲାର ନୁହେଁ । ଡୁପ୍ଲିକେଟ ଚାବି କଥା ମିଛ, ଯଦି…
କଂଗ୍ରେସ କାର୍ଯ୍ୟାଳୟ ଆଗରେ ହାଇଡ୍ରାମା: ବାଟ ଓଗାଳିଲେ…
ଭୁବନେଶ୍ୱର,୧୬।୭: କଂଗ୍ରେସ କାର୍ଯ୍ୟାଳୟ ଆଗରେ ହାଇଡ୍ରାମା। ପିସିସି ସଭାପତିଙ୍କ ବାଟ ଓଗାଳିଲେ ନିଲମ୍ବିତନେତ୍ରୀ । ଆଜି ଖବରଦାତା ସମ୍ମିଳନୀ ପାଇଁ ଯାଉଥିବାବେଳେ କଂଗ୍ରେସ ଭବନ ବାହାରେ ବାଟ ଓଗାଳିଥିଲେ ନିଲମ୍ବିତ ନେତ୍ରୀ ଶ୍ରୀୟାସ୍ମିତା ପଣ୍ଡା। ଏହାକୁ ନେଇ ଅନେକ ସମୟ ପର୍ୟ୍ୟନ୍ତ…
ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼: ନବୀନ ସରକାରଥିଲେ ଦୋଷୀଙ୍କୁ…
ଭୁବନେଶ୍ୱର,୧୬।୭: ଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ଲେଖାଶ୍ରୀ। ମଙ୍ଗଳବାର ଲେଖାଶ୍ରୀ ଖବରଦାତା ସମ୍ମିଳନୀ କରିବା ସହିତ ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଏଥି ସହ ସେ କହିଛନ୍ତି ରାଜ୍ୟ ସରକାର ଓଡ଼ିଆ ଅସ୍ମିତା…
ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼: ରାଗିଗଲେ ଲେଖାଶ୍ରୀ କହିଲେ, ଗଭର୍ନର ପୁଅ ବୋଲି କଣ ସାତ ଖୁନ ମାଫ
ଭୁବନେଶ୍ୱର,୧୬।୭: ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି। ସେ ରାଜ୍ୟପାଳଙ୍କ ପୁଅଙ୍କୁ ତୁରନ୍ତ ଗିରଫ…
୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ
ଭୁବନେଶ୍ୱର,୧୬।୭: ଆସନ୍ତା ୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି। ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି…
ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଯୁବପିଢିଙ୍କ ପାଇଁ ଖୋଲାଯିବ…
ଭୁବନେଶ୍ୱର, ୧୬ା୭(ଅସମାପିକା ସାହୁ):ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା। ଆଗାମୀ ବଜେଟରେ ଆମେ ଦକ୍ଷତା କ୍ଷେତ୍ରରେ ଗୁଣାତ୍ମକ ଉନ୍ନତି ଉପରେ ଗୁରୁତ୍ୱ ଦେଉଛୁ। ଭିତ୍ତିଭୂମି କ୍ଷେତ୍ରରେ ପୁଞ୍ଜିନିବେଶ ବଢୁଥିବାରୁ ଦକ୍ଷ ମାନବ ସମ୍ବଳର ଚାହିଦା ଦ୍ରୁତଗତିରେ ବୃଦ୍ଧି…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଜାଣନ୍ତୁ କ’ଣ ରହିଛି କାରଣ
ଭୁବନେଶ୍ୱର, ୧୬।୭(ସୁନିତ୍ ମିଶ୍ର): ସାବରମତୀ, କାଶୀ ଓ ବାରାଣସୀ ଭଳି ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ଅଧୀନରେ ବିକଶିତ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି…
ଯୁକ୍ତ୩ ନାମଲେଖା: ଆଜି ତୃତୀୟ ମେଧା ତାଲିକା
ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧୮ ତାରିଖ ସକାଳ ୯ଟାରୁ ୨୨ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ ଲେଖାଇବେ।…
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୭ରୁ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଏଏସ୍ଓ: ମାଡ଼ଖାଇ ବଦଳି
ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ କରିଥିବା ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସଂସଦୀୟ ବ୍ୟାପାର ବିଭାଗର ଏଏସ୍ଓ ବୈକୁଣ୍ଠନାଥ ରାଜ୍ୟପାଳଙ୍କ ସେକ୍ରେଟେରିଏଟରେ ନିୟୋଜିତ ଥିବାବେଳେ ତାଙ୍କୁ ଗୃହ ବିଭାଗକୁ…
Archives


