ମେଟ୍ରୋ

ପଦ୍ମ ଧରିଲେ ସୁଜିତ

ଭୁବନେଶ୍ୱର,୬।୯:ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ।ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଥିଲା । ତେବେ ଏମ୍‌ପି…

ବିଜେଡିରୁ ବହିଷ୍କାର ପରେ ଭାଜପା ଅଫିସରେ ପହଞ୍ଚିଲେ ସୁଜିତ: ଆଜି ଧରିବେ କି ପଦ୍ମ ?

ଭୁବନେଶ୍ୱର,୬।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି । ତେବେ ଏମ୍‌ପି ପଦରୁ ଇସ୍ତଫା ଦେବା ପରେ…

ପୁଣି ନାଲିଆଖି ଦେଖାଇଲେ ମମତା, ଆଳୁ ପରେ ଏବେ…

ଭୁବନେଶ୍ୱର,୬।୯: ପୁଣି ନାଲିଆଖି ଦେଖାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ। ଆଳୁ ପରେ ଏବେ କୁକୁଡ଼ାକୁ ନେଇ ମମତା ବାନାର୍ଜୀଙ୍କ ହାକିମାତି ଦେଖିବାକୁ ମିଳିଛି । ଓଡ଼ିଶାକୁ ଆଳୁ ଯୋଗାଣ ବନ୍ଦ କରି ଯେଉଁ ଆଳୁ ସଙ୍କଟ ସୃଷ୍ଟି କରିଥିଲେ, ତାକୁ…

ପାଣ୍ଡିଆନଙ୍କ ପାଇଁ ହାରିଲା ବିଜେଡି, ବାପି ସର୍ଖେଲଙ୍କ ଏଭଳି ବୟାନଙ୍କୁ ନେଇ ବଢ଼ୁଛି ଚର୍ଚ୍ଚା

ଭୁବନେଶ୍ୱର,୬।୯: ‘ପାଣ୍ଡିଆନଙ୍କ ପାଇଁ ହାରିଲା ବିଜେଡି’ ଏଭଳି କହିଛନ୍ତି ବିଜେଡି ନେତା ବାପି ସର୍ଖେଲ । କାର୍ତ୍ତିକ ପାଣ୍ଡିଆନଙ୍କ ବିରୋଧରେ ଏମିତି ଅସନ୍ତୋଷ ଜନକ କଥା କହିଛନ୍ତି ବାପି । ସେ କହିଛନ୍ତି, ୨୦୨୪ ପରାଜୟ ପାଇଁ ପାଣ୍ଡିଆନ ଦାୟୀ। ପାଣ୍ଡିଆନଙ୍କ…

ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ବିଜେଡିରୁ ବିଦା ହେଲେ ସୁଜିତ କୁମାର

ଭୁବନେଶ୍ୱର,୬।୯: ରାଜ୍ୟ ସଭାରୁ ଇସ୍ତଫା ଦେଲେ ବିଜେଡି ଏମ୍‌ପି ସୁଜିତ କୁମାର। ରାଜ୍ୟ ସଭା ଚେୟାରମ୍ୟାନଙ୍କୁ ସେ ତାଙ୍କ ଇସ୍ତଫା ପତ୍ରପଠାଇଛନ୍ତି। ଇସ୍ତଫା ଦେବାର କିଛି ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଦଳ ବିରୋଧୀ…

ପୋଲିସ ଏସ୍‌ଆଇଙ୍କ ଘରେ କଳାକନା ବୁଲାଇଲେ ଚୋର

ଭୁବନେଶ୍ୱର,୬ା୯(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ କମିଶନରେଟ୍‌ ପୋଲିସକୁ ଚୋରମାନେ ଖୋଲା ଚ୍ୟାଲେଞ୍ଜ ଦେଇ ଗୁରୁବାର ସ୍ପଷ୍ଟ ଦିବାଲୋକରେ ଚୋରି କରିଛନ୍ତି। ଏହି ଚୋରି ଜଣେ ସାଧାରଣ ଲୋକଙ୍କ ଘରୁ ନୁହେଁ। ବରଂ ଚୋରି ହୋଇଛି, ଜନସାଧାରଣଙ୍କୁ ସୁରକ୍ଷା ଯୋଗାଉଥିବା ଜଣେ ପୋଲିସ ଏସ୍‌ଆଇଙ୍କ ଘରୁ।…

କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଏଣିକି ସହଜ ହେବ ଟିକସ ପଇଠ

ଭୁବନେଶ୍ୱର, ୬।୯(ଅନିଲ ଦାସ):ଓଡ଼ିଶା ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ଅଧିନିୟମରେ ଥିବା ବ୍ୟବସ୍ଥାଗୁଡ଼ିକୁ ସରଳ କରିବା ଏବଂ କରଦାତାମାନଙ୍କୁ ଅଧିକ ସୁବିଧା ଦେବା ଲାଗି ଓଡ଼ିଶା ଦ୍ରବ୍ୟ ଓ ସେବାକର ଅଧିନିୟମ,୨୦୧୭ରେ ସଂଶୋଧନ କରାଯାଇଛି। ଅର୍ଥ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ:ପିପିପି ମୋଡ୍‌ରେ ଖୋଲାଯିବ ଶୀତଳଭଣ୍ଡାର

ଭୁବନେଶ୍ୱର, ୬।୯(ସୁନିତ୍‌ ମିଶ୍ର):କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୨୦୨୪-୨୫ ଆର୍ଥିକ ବର୍ଷର ଖର୍ଚ୍ଚଦାବିକୁ ଗୁରୁବାର ବିଧାନସଭାରେ ଅନୁମୋଦନ ମିଳିଛି। ଏହି ବିଭାଗର ଆଲୋଚନା ପରେ ଏହା ଉପରେ ଉତ୍ତର ରଖିବା ସମୟରେ ବିଭାଗୀୟ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ବିରୋଧୀଙ୍କ ଉପରେ…

ସୁଭଦ୍ରା ଯୋଜନା ଅପଡେଟ୍‌: ଗାଇଡ୍‌ଲାଇନରେ ପରିବର୍ତ୍ତନ ଆଣିଲେ ସରକାର, ଏଣିକି ଏହି ଆଧାରରେ ହେବ ଆବେଦନ

ଭୁବନେଶ୍ୱର,୬।୯: ରାଜ୍ୟରେ ଆରମ୍ଭ ହୋଇଯାଇଛି ସୁଭଦ୍ରା ଯୋଜନା ପାଇଁ ଆବେଦନ ପ୍ରକ୍ରିୟା । ଏହି ସମୟରେ ରାଜ୍ୟ ସରକାର ଏବେ ଏହି ଯୋଜନାର ନିୟମକୁ ସାମାନ୍ୟ କୋହଳ କରିଛନ୍ତି । ଆଧାର ନମ୍ବର ସହିତ ମୋବାଇଲ ଫୋନ ନମ୍ବର ଲିଙ୍କ ହୋଇନଥିଲେ…

ତାମିଲବାବୁଙ୍କୁ ଧନ୍ୟବାଦ ଦେଲେ ଭାଜପା ନେତା: କହୁ କହୁ କହିଦେଲେ….

ଭୁବନେଶ୍ୱର, ୬।୯(ସୁନିତ୍‌ ମିଶ୍ର):କୃଷି ଓ କୃଷକ ଶସକ୍ତୀକରଣ ବିଭାଗର ଖର୍ଚ୍ଚଦାବି ଆଲୋଚନା ବେଳେ ବିରୋଧୀ ଓ ଶାସକ ଦଳ ସଦସ୍ୟମାନେ କଥା କଟାକଟି ହେବା ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଆଲୋଚନା ସମୟରେ ଶାସକ ଦଳ ସଦସ୍ୟ ବିଭୂତି ଭୂଷଣ ପ୍ରଧାନଙ୍କ…

ରେଭେନ୍‌ଶାଙ୍କ ପରେ ଫକୀରମୋହନଙ୍କ ପାଳି

ଭୁବନେଶ୍ୱର,୬।୯(ଅନିଲ ଦାସ): ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତି ଭାଜପା ଯୁବମୋର୍ଚ୍ଚାର ସଭାପତି ଯେଉଁଭଳି କଟୁ ଓ ନିମ୍ନରୁଚିର ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଜେଡି ଦୃଢ ନିନ୍ଦା କରିଛି। ଶଙ୍ଖଭବନଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଓ…

ଆକ୍ସନ ମୋଡ୍‌ରେ ନବୀନ: ସିଧାସିଧା କହିଦେଲେ ୱକଫ୍‌ ବିଲ୍‌କୁ ବିରୋଧ କରିବ ବିଜେଡି

ଭୁବନେଶ୍ୱର,୬।୯(ଅନିଲ ଦାସ):ଏ ଦେଶ ଆମର, ଏ ମାଟି ଆମର। ଏହି ଭାବନା ନେଇ ଭାରତ ତଥା ପ୍ରିୟ ଓଡ଼ିଶାର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟାଲଘୁ କର୍ମକର୍ତ୍ତାଙ୍କୁ ଆହ୍ବାନ ଦେଇଛନ୍ତି। ଗୁରୁବାର ଶଙ୍ଖ ଭବନଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri