ମେଟ୍ରୋ

୨ ବର୍ଷରେ ପୋଲିସ ଉପରେ ୧୫ରୁ ଊର୍ଦ୍ଧ୍ୱ ଆକ୍ରମଣ

ଭୁବନେଶ୍ୱର,୩।୬(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ହତ୍ୟା, ଛିନତାଇ, ଚୋରି, ଡକାୟତି, ଆକ୍ରମଣ ଆଦି ଆପରାଧିକ ଘଟଣା ବଢିବାରେ ଲାଗିଛି। ଘରେ ହେଉ କି ବାହାରେ, ସବୁଠି ଲୋକେ ନିଜକୁ ଅସରୁକ୍ଷିତ ଅନୁଭବ କରୁଛନ୍ତି। କେତେବେଳେ କିଏ ଆସି...

କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା

ଭୁବନେଶ୍ୱର, ୨।୬: ସାଧାରଣ ନିର୍ବାଚନ ୨୦୨୪ ପାଇଁ ମତଦାନ ଶେଷ ହୋଇସାରିଛି। ତେବେ ଆସନ୍ତା ୪ ତାରିଖରେ ସମସ୍ତ ପର୍ଯ୍ୟାୟ ନିର୍ବାଚନର ଭୋଟ ଗଣତି କରାଯିବ। ହେଲେ ଏହା ପୂର୍ବରୁ ବିଭିନ୍ନ ଜାତୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକ୍‌ଜିଟ ପୋଲ୍‌...

ଓଡ଼ିଶାରେ କିଏ ଗଢିବ ସରକାର? ଆସିଲା ଏକ୍‌ଜିଟ୍‌ ପୋଲ୍‌

ଭୁବନେଶ୍ୱର,୨।୬: ସାଧାରଣ ନିର୍ବାଚନ ୨୦୨୪ ପାଇଁ ସମସ୍ତ ପର୍ଯ୍ୟାୟ ଭୋଟଗ୍ରହଣ ଶେଷ ହୋଇଛି। ଆସନ୍ତା ୪ରେ ଭୋଟ ଫଳାଫଳ ପ୍ରକାଶ ପାଇବ। ଏହାପର୍ବୂରୁ ବିଭିନ୍ନ ଗଣମାଧ୍ୟମ ଏବଂ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ ତଥ୍ୟ ପ୍ରକାଶ ପାଇଛି। ଏହି...

ମେଣ୍ଟ ନ କରି କ୍ଷତି ସହିଲା ବିଜେଡି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨।୬: ସରିଛି ୨୦୨୪ ଲୋକ ସଭା ନିର୍ବାଚନ। ନିର୍ବାଚନ ସରିବାର କେଇ ଘଣ୍ଟା ପରେ ଏକଜିଟ ପୋଲ ବା ଭୋଟ ବାହୁଡା ମତ ପ୍ରକାଶ ପାଇଛି। ବିଭିନ୍ନ ଏଜେନ୍ସି ଓ ନ୍ୟୁଜ ଚ୍ୟାନେଲ ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର...

ଗାଡ଼ି ଚଳାଇବା ବେଳେ ଫୋନ୍‌ରେ ଗପିଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଗାଡ଼ି ସହ ଜବତ ହେବ ମୋବାଇଲ

ଭୁବନେଶ୍ୱର,୨ା୬: ରାଜଧାନୀରେ ସଡ଼କ ଦୁର୍ଘଟଣା ଥମିବାର ନାଁ ନେଉନି। ପୋଲିସର ସେଫ୍‌ ସିଟି ଡ୍ରାଇଭ୍‌ କାର୍ଯ୍ୟକ୍ରମ େହେଉଥିଲେ ମଧ୍ୟ ଅମାନିଆଙ୍କ ଯୋଗୁ ରାସ୍ତା ଦୁର୍ଘଟଣା ବଢ଼ିଚାଲିଛି। ପ୍ରତିଦିନ ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଅମାନିଆଙ୍କୁ ଜରିମାନା କରାଯାଉଛି, ଗାଡ଼ି ଜବତ...

ପୁରୀ ଗୁଣ୍ଡିଚା ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ପୁରୀ,୧।୬: ପୁରୀରେ ପୁଣି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଏପରି ଘଟଣା ଦେଖିବାକୁ ମିଳିଛି। ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। କେହି ଦୁର୍ବୃତ୍ତ ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା...

ପଦ୍ମଶ୍ରୀ ମାଗୁଣି ଚରଣଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୬): ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁଝର ଜିଲାର ଗୁରୁ ମାଗୁଣି କୁଅଁରଙ୍କର ଓଡ଼ିଶାର ଲୁପ୍ତପ୍ରାୟ କଣ୍ଢେଇ ନାଚ...

ସାଇକେଲରେ ଆସି ଭୋଟ ଦେଲେ ପ୍ରତାପ ଷଡଙ୍ଗୀ

ଭୁବନେଶ୍ୱର,୧।୬: ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜାରି ରହିଛି। ଏହି କ୍ରମରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଭୋଟ ଦେଇଛନ୍ତି। ଏଥର ଚାନ୍ଦବାଲି ଆସନରୁ ଲଢୁଛନ୍ତି ମନମୋହନ। ସେହିପରି ବାଲେଶ୍ୱର ବିଜେଡି ଏମ୍‌ପି ପ୍ରାର୍ଥୀ...

୯ଟା ସୁଦ୍ଧା ୭.୬୯% ଭୋଟିଂ, ଜାଣନ୍ତୁ କେଉଁଠି କେତେ ପ୍ରତିଶତ

ଭୁବନେଶ୍ୱର,୧।୬: ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳ ୯ଟା ସୁଦ୍ଧା ୭.୬୯% ଭୋଟିଂ ହୋଇଛି। ବାଲେଶ୍ବରରେ ୭.୪୬%, ଭଦ୍ରକରେ ୭.୭୯%, ଯାଜପୁରରେ ୭.୭୪%, ଜଗତସିଂହପୁରରେ ୮.୫୪% ଓ କେନ୍ଦ୍ରାପଡ଼ାରେ ୭.୨୭% ଭୋଟିଂ ହୋଇଥିବା...

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

ଭୁବନେଶ୍ୱର,୧।୬: କଣ୍ଟାବାଞ୍ଜି ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ଟ୍ରାକ କାମ ଚାଲିଛି। ତେବେ ବଗି ଲାଇନଚ୍ୟୁତ ହେବାରୁ ୨ଟି ଏକ୍ସପ୍ରେସ ବାତିଲ କରାଯାଇଛି। ରାୟପୁର-ଟିଟିଲାଗଡ଼, ଜୁନାଗଡ଼ ରୋଡ-ରାୟପୁର ଏକ୍ସପ୍ରେସ ବାତିଲ ହୋଇଛି।...

ଏକ୍ସରେ ଧର୍ମେନ୍ଦ୍ରଙ୍କୁ ବଡ଼ କଥା କହିଦେଲେ ପ୍ରଣବ, ଲେଖିଲେ ଏମିତି…

ଭୁବନେଶ୍ୱର,୧।୬: ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ୍‌ କଲେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଟୁଇଟ୍‌ କରି ପ୍ରଣବ ପ୍ରକାଶ କହିଛନ୍ତି, ଧମେନ୍ଦ୍ର ପ୍ରଧାନ ଜାଣିସାରିଲେଣି ତିନି ଚତୁର୍ଥାଂଶ ସଂଖ୍ୟା ଗରିଷ୍ଠତା ସହ ବିଜେଡି ନିର୍ବାଚନ ଜିତୁଛି, ସେଥିପାଇଁ...

ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ

ଭୁବନେଶ୍ୱର,୧।୬: ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନଙ୍କର ଭିଡ ଆରମ୍ଭ ହୋଇଗଲାଣି। ଆଜି ୬଼ ଲୋକ ସଭା ସମେତ ଏହା ଅଧୀନରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri