ମେଟ୍ରୋ

ସୁଭଦ୍ରାକୁ ନେଇ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ: ୫ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ…

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି…

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର ସୁଦ୍ଧା…

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ ବୋଲି କୁହାଯାଇଛି…

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର ତାଙ୍କର ୧୦୦ ଦିନର ଉପଲବ୍ଧି ସମ୍ପର୍କରେ ଅନେକ କଥା ସାଧାରଣରେ ରଖିଛନ୍ତି। ଏହାରି ମଧ୍ୟରେ…

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି…

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏକ ଜାତୀୟ ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ଡିସିପି ମେଜର ଓ ତାଙ୍କ…

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି। ଯଦ କୌଣସି ଅଫିସରଙ୍କ ସମ୍ପୃକ୍ତ ଥିବା ପ୍ରମାଣ ମିଳେ, ଆମେ ନିଶ୍ଚିତ ତଦନ୍ତ କରିବୁ।…

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି। ପୀଡ଼ିତାଙ୍କ କଥା ଠିକ ନା ଡିସିପିଙ୍କ କଥା ଠିକ ତାକୁ ନେଇ ଚର୍ଚ୍ଚା ହେଉଛି।…

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଓଡ଼ିଶା ସମେତ ଭୁବନେଶ୍ୱର ସହରରେ ପ୍ରମୁଖ ସମସ୍ୟା ସୃଷ୍ଟି କରୁଥିବା ଓ…

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି।…

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏହାକୁ ନିନ୍ଦନୀୟ କହିବା ସହ ବିଚାର ବିଭାଗୀୟ ତଦନ୍ତ ଦାବି…

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା ପାଇଁ ସର୍ଭେଲାନ୍ସ ବଢାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସଂକ୍ରମଣ ରୋକିବା ପାଇଁ ଯଥେଷ୍ଟ ସତର୍କତା ଅବଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?