ମେଟ୍ରୋ

ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼: ନବୀନ ସରକାରଥିଲେ ଦୋଷୀଙ୍କୁ…

ଭୁବନେଶ୍ୱର,୧୬।୭: ଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ଲେଖାଶ୍ରୀ। ମଙ୍ଗଳବାର ଲେଖାଶ୍ରୀ ଖବରଦାତା ସମ୍ମିଳନୀ କରିବା ସହିତ ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଏଥି ସହ ସେ କହିଛନ୍ତି ରାଜ୍ୟ ସରକାର ଓଡ଼ିଆ ଅସ୍ମିତା…

ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼: ରାଗିଗଲେ ଲେଖାଶ୍ରୀ କହିଲେ, ଗଭର୍ନର ପୁଅ ବୋଲି କଣ ସାତ ଖୁନ ମାଫ

ଭୁବନେଶ୍ୱର,୧୬।୭: ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର  ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି। ସେ ରାଜ୍ୟପାଳଙ୍କ ପୁଅଙ୍କୁ ତୁରନ୍ତ ଗିରଫ…

୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୧୬।୭: ଆସନ୍ତା ୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି। ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଯୁବପିଢିଙ୍କ ପାଇଁ ଖୋଲାଯିବ…

ଭୁବନେଶ୍ୱର, ୧୬ା୭(ଅସମାପିକା ସାହୁ):ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା। ଆଗାମୀ ବଜେଟରେ ଆମେ ଦକ୍ଷତା କ୍ଷେତ୍ରରେ ଗୁଣାତ୍ମକ ଉନ୍ନତି ଉପରେ ଗୁରୁତ୍ୱ ଦେଉଛୁ। ଭିତ୍ତିଭୂମି କ୍ଷେତ୍ରରେ ପୁଞ୍ଜିନିବେଶ ବଢୁଥିବାରୁ ଦକ୍ଷ ମାନବ ସମ୍ବଳର ଚାହିଦା ଦ୍ରୁତଗତିରେ ବୃଦ୍ଧି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଜାଣନ୍ତୁ କ’ଣ ରହିଛି କାରଣ

ଭୁବନେଶ୍ୱର, ୧୬।୭(ସୁନିତ୍‌ ମିଶ୍ର): ସାବରମତୀ, କାଶୀ ଓ ବାରାଣସୀ ଭଳି ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ଅଧୀନରେ ବିକଶିତ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି…

ଯୁକ୍ତ୩ ନାମଲେଖା: ଆଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧୮ ତାରିଖ ସକାଳ ୯ଟାରୁ ୨୨ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ ଲେଖାଇବେ।…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୭ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

ଏଏସ୍‌ଓ: ମାଡ଼ଖାଇ ବଦଳି

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ କରିଥିବା ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସଂସଦୀୟ ବ୍ୟାପାର ବିଭାଗର ଏଏସ୍‌ଓ ବୈକୁଣ୍ଠନାଥ ରାଜ୍ୟପାଳଙ୍କ ସେକ୍ରେଟେରିଏଟରେ ନିୟୋଜିତ ଥିବାବେଳେ ତାଙ୍କୁ ଗୃହ ବିଭାଗକୁ…

ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଏଏସଓ ଅଫିସରଙ୍କ ବଦଳି

ଭୁବନେଶ୍ୱର,୧୫।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ ଆଣି ଚର୍ଚ୍ଚାରେ ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର(ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି…

ଅଭିଯୋଗ ଶୁଣାଣିକୁ ନେଇ ମନମୋହନ କହିଲେ, ପ୍ରତି ସୋମବାର…

ଭୁବନେଶ୍ୱର,୧୫।୭: ଅଭିଯୋଗ ପ୍ରକୋଷ୍ଠରେ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ତେବେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣିକୁ ସ୍ବାଗତ କରିଛନ୍ତି । ସେ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି…

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଏବେ ଏହି ବିଭାଗରେ…

ଭୁବନେଶ୍ୱର,୧୫।୭: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସୋମବାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଆହୁଜାଙ୍କ ଓଡ଼ିଶା ଷ୍ଟେଟ୍‌ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ଚେୟାରମ୍ୟାନର ଦାୟିତ୍ୱ ମିଳିଛି। ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ ଅଫିସରମନୋଜ ଆହୁଜା ଜୁନ୍‌ ୩୦ରେ ଓଡ଼ିଶା ରାଜ୍ୟ…

ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର, ମିଳିଲା ଏହି ଦାୟିତ୍ୱ

ଭୁବନେଶ୍ୱର,୧୫।୭: ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଇଛନ୍ତି ସରକାର। ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri