ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଜନଶୁଣାଣି ଓ୍ବେବ୍‌ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରାଯାଉଛି।…

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ସମବାୟ ମନ୍ତ୍ରଣାଳୟର ଜଣେ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଫେରସ୍ତ…

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ ୫ଦିନ ବିତିଲାଣି। ସମୟ ଯେତିକି ଗଡ଼ିଚାଲିଛି ନୂଆ କଥା ସବୁ ସାମ୍ନାକୁ ଆସିବାରେ ଲାଗିଛି।…

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍ଗ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର ବିଳମ୍ବିତ ରାତିରୁ ରବିବାର ଭୋର୍‌ ପର୍ଯ୍ୟନ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ କିପରି ଭାବେ…

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ ଠକେଇର ଶିକାର ହୋଇଥିବା ଯୁବକ ରାୟଗଡ ଗୁଣପୁରର ମନୋଜ କୁମାର ଭକ୍ତ ବୋଲି ଜଣାପଡିଛି।…

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା। ଅନୁଗୋଳ ଜିଲା ଯୋଜନା ଓ ମନିଟରିଂ ୟୁନିଟ(ଡିପିଏମୟୁ)ରେ ଭାବେ କାର୍ଯ୍ୟରତ ଲମ୍ବୋଦର ବେହେରାଙ୍କୁ ଦୁର୍ନୀତି…

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି। ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀ ମାମଲାର ଶୁଣାଣି କରି ସାତ…

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ତାଙ୍କର ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା…

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା…

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତା ଯୋଗ ଦେଇଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ…

ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା। ଶ୍ରୀମନ୍ଦିର ପାଇଁ ୫୦୦…

ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ ରହିଛନ୍ତି। ତାଙ୍କ ସହ କେତେଜଣ ଭାରତୀୟ ଅଧିକାରୀ ରହିଛନ୍ତି। ଏହି ପରିଦର୍ଶନ ସମୟରେ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?