ମେଟ୍ରୋ

ରଙ୍ଗ୍‌ରୁଟ୍‌ ଡ୍ରାଇଭିଂ ନେଇଛି ୪୦୨ ଜୀବନ

ଭୁବନେଶ୍ୱର,୩୧ା୫ (ସୂର୍ଯ୍ୟକାନ୍ତ ବେହେରା): ଦୁର୍ଘଟଣା ରୋକିବା ସହ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଁ ପରିବହନ ବିଭାଗ ଓ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ସହ ବ୍ୟାପକ ପଦକ୍ଷେପ ନିଆଯାଉଛି। ଗାଡି ଚାଳକଙ୍କୁ ହେଲମେଟ ପିନ୍ଧିବା, ମୋଟର ସାଇକେଲରେ ୨ଜଣରୁ ଅଧିକ...

ଜଣଙ୍କ ସାର୍ଟିଫିକେଟରେ ଅନ୍ୟ ଜଣଙ୍କ ଫଟୋ

ଭୁବନେଶ୍ୱର,୩୧।୫(ଅନୁରାଧା ମହାରଣା): ନିକଟରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିସହ ଅନ୍‌ଲାଇନ୍‌ରେ ଡିଜିଟାଲ ସାର୍ଟିଫିକେଟ ଉପଲବ୍ଧ ହେଉଛି। ତେବେ ସାର୍ଟିଫିକେଟରେ କେତେକ ତ୍ରୁଟି ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ସାର୍ଟିଫିକେଟରେ ଅନ୍ୟ କାହାର ଫଟୋ ରହିଛି। ଫଳରେ ପରବର୍ତ୍ତୀ...

ରାଉରକେଲା ସରକାରୀ ଡାକ୍ତରଖାନାରେ ୧୦ଜଣଙ୍କ ଅସ୍ବାଭାବିକ ମୃତ୍ୟୁ

ଭୁବନେଶ୍ୱର,୩୦।୫: ରାଉରକେଲା ସରକାରୀ ଡାକ୍ତରଖାନା (RGH)ରେ ଗୁରୁବାର ସାଢେ ୬ ଘଣ୍ଟା ଭିତରେ ୧୦ ଜଣଙ୍କୁ ମୃତ ଘୋଷଣା କରାଯାଇଛି। ଡାକ୍ତରଖାନାର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନଙ୍କଠାରୁ ଏହି ସୂଚନା ମିଳିଛି। ସେ କହିଛନ୍ତି, ଦିନ ସାଢେ ଗୋଟାଏରୁ...

ରାଜ୍ୟରେ ନବୀନ ବାଣ୍ଟିଛନ୍ତି କଂଗ୍ରେସ ଟିକେଟ୍‌: ଧମେନ୍ଦ୍ରଙ୍କ ବୟାନକୁ ନେଇ ରାଜନୀତିରେ ଚର୍ଚ୍ଚା

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ସମୟରେ ଅନେକ ନେତା ନବୀନଙ୍କୁ କାଉଣ୍ଟର କରୁଛନ୍ତି। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ଧମେନ୍ଦ୍ର କହିଛନ୍ତି,...

ମୁଖ୍ୟମନ୍ତ୍ରୀଙ୍କ ରୁମ୍‌ରୁ କଟାଯାଇଛି ଟେଲିଫୋନ, ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୁମ୍‌ରୁ ଟେଲିଫୋନ କଟାଯାଇଛି। ନବୀନଙ୍କ ସାକ୍ଷାତକାରରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ। ଧର୍ମେନ୍ଦ୍ର କହିଛନ୍ତି, ନବୀନ ନିବାସର ନବୀନଙ୍କ ରୁମ୍‌ରେ ଟେଲିଫୋନ ସଂଯୋଗ ନାହିଁ। ନବୀନଙ୍କ ରୁମ୍‌ରେ ଯେଉଁ ଟିଭି ଅଛି, ସେଠି...

‘କେବଳ ଏକା ପାଣ୍ଡିଆନ୍‌ କାହିଁକି ମାଇକ୍‌ ଧରୁଛନ୍ତି’, ନବୀନଙ୍କ ସାକ୍ଷାତକାର ପରେ ହିମନ୍ତଙ୍କ ବଡ଼ ବୟାନ

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାକ୍ଷାତକାର ପରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ପ୍ରତିକ୍ରିୟା ରଖିଛନ୍ତି। ହିମନ୍ତ କହିଛନ୍ତି, ନବୀନ ସାକ୍ଷାତକାରରେ ଦେଇଥିବା ଉତ୍ତର ଅଧିକ ପ୍ରଶ୍ନବାଚୀ ଛିଡା କରିଛି। କେବଳ ଏକା ପାଣ୍ଡିଆନ୍‌ କାହିଁକି ତାଙ୍କ ମାଇକ୍‌ ଧରୁଛନ୍ତି...

ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ, ୫ରୁ ଅଧିକ ଏକାଠି ହେବା, ବୁଲିବା ମନା

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ ହୋଇଛି। ଏପରିକି ନିର୍ବାଚନ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନକୁ...

ପ୍ରଚାରରୁ ଫେରିବା ବେଳେ ଯୁବ ଭାଜପା ରାଜ୍ୟ ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର,୩୦।୫: ଯୁବ ଭାଜପା ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ହୋଇଛି। ପ୍ରଚାରରୁ ଫେରିବା ବେଳେ ସସିତାଦେଇପୁର ନିକଟରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଅଭିଳାଷଙ୍କୁ କିଛି ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ବିଜେଡି କର୍ମୀଙ୍କ ଆକ୍ରମଣରେ...

ସରିଲା ପ୍ରଚାର, ଶନିବାର ଭୋଟ, ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯.୬୧ ଲକ୍ଷ ଭୋଟର

ଭୁବନେଶ୍ୱର,୩୦।୫: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜୁନ ୧ ଅର୍ଥାତ୍‌ ଶନିବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପ୍ରଚାର ଶେଷ ହୋଇଛି। ଏହି ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର...

ଘରକୁ ଘର ବୁଲି ଧଳା ଲଫାପା ବାଣ୍ଟୁଥିଲେ ବିଜେଡି ନେତ୍ରୀ, ଭିତରେ ଥିଲା…

ଭୁବନେଶ୍ୱର,୩୦।୫: ରାଜଧାନୀ ଭୁବନେଶ୍ୱର ଖାରବେଳ ନଗର ଅଞ୍ଚଳର ବିଜୟଲକ୍ଷ୍ମୀ ମହାପାତ୍ର ଓ ଦିବ୍ୟଜ୍ୟୋତି ଜେନା ବୁଧବାର ରାତିରେ ଉଦଳା ନିର୍ବାଚନମଣ୍ଡଳୀର ଗୁଧିମରା ଗାଁରେ ପହଞ୍ଚି ଘରକୁ ଘର ବୁଲି ଧଳା ଲଫାପା ବାଣ୍ଟୁଥିଲେ। ଯେଉଁ ଲଫାପାରେ ୨୦୦୦ ଟଙ୍କା ଥିଲା।...

ନିର୍ବାଚନ ସମୟରେ ଓଡ଼ିଶାରୁ ଜବତ ହେଲାଣି ୨୭୦କୋଟି

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ ହୋଇଛି। ତେବେ ମାର୍ଚ୍ଚ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ମୋଟ ୨୭୦କୋଟି...

ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଦିନ ହିଁ ହେବ ବିଜୁଳି ବିଲ୍‌ ଛାଡ଼

ସୋର,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଜିଲାର ସୋରକୁ ନିର୍ବାଚନୀ ପ୍ରଚାରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri