ମେଟ୍ରୋ

‘ଏଥର ନବୀନଙ୍କୁ ଭୋଟ ଦେଲେ ପାଣ୍ଡିଆନ୍‌ଙ୍କ ପାଖକୁ ଯିବ’

ଭୁବନେଶ୍ୱର,୩୦।୫: ପାଣ୍ଡିଆନ୍‌ ତାଙ୍କ ଉତ୍ତରାଧିକାରୀ ନୁହଁନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିବା ପରେ ଭାଜପା ନେତା ବୈଜୟନ୍ତ ପଣ୍ଡା କାଉଣ୍ଟର କରିଛନ୍ତି। ବୈଜୟନ୍ତ କହିଛନ୍ତି, ପାଣ୍ଡିଆନ୍‌ ମୁଖ୍ୟମନ୍ତ୍ରୀଙ୍କୁ କଣ୍ଟ୍ରୋଲ କରିବା ପୂରା ରାଜ୍ୟବାସୀ ଦେଖୁଛନ୍ତି। ତାଙ୍କ ମାଇକ ଧରିବାଠାରୁ...

ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ...

ଚତୁର୍ଥ ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ୯୯.୬୧ ଲକ୍ଷ ଭୋଟର୍‌,ବୁଥ୍‌କୁ ମୋବାଇଲ ମନା

ଭୁବନେଶ୍ବର,୩୦।୫: ଆସନ୍ତା ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ସଂସଦୀୟ କ୍ଷେତ୍ର ସହ ଏହା ଅଧିନସ୍ଥ ୪୨ ବିଧାନସଭା କ୍ଷେତ୍ରରେ ମଧ୍ୟ ନିର୍ବାଚନ ହେବ। ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସବୁଠାରୁ ଅଧିକ ଭୋଟର...

ବିଧାନସଭାରେ ବହୁତ ଭଲ କରିବୁ: ନବୀନ

ଭୁବନେଶ୍ୱର,୩୦ା୫: ଚଳିତ ସାଧାରଣ ନିର୍ବାଚନରେ ଭାଜପା ଓଡ଼ିଶାରେ ସରକାର ଗଢ଼ିବ ବୋଲି କହୁଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସାକ୍ଷାତକାରରେ କିଛି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଏକ ପ୍ରଶ୍ନର ଉତ୍ତର...

କାଲି ଜାଳିଥିଲା, ଆଜି ବି ଜାଳୁଛି

ଭୁବନେଶ୍ୱର,୩୦ା୫: ରାଜ୍ୟରେ ଗୁରୁବାର ଅନୁଭୂତ ହେଉଛି ଅସହ୍ୟ ତାତି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ତାପମାତ୍ରା ୩୯ ଡିଗ୍ରୀ...

ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୦।୫: ଚନ୍ଦନ ଯାତ୍ରା ସମୟରେ ପୁରୀ ନରେନ୍ଦ୍ର ପୋଖରୀରେ ନିକଟରେ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ ହସ୍ପିଟାଲରେ ଆହାତଙ୍କୁ ଭେଟି ସେମାନଙ୍କୁ ଭେଟି ସୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ...

ପ୍ରେସମିଟ୍‌ କରି ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ, କମ୍ପନ କେଉଁଠି ହେବ ଜ୍ୟୋତିଷ କହିଛନ୍ତି…

ଭୁବନେଶ୍ୱର,୩୦।୫: ପ୍ରଧାନମନ୍ତ୍ରୀ ମୋଦି ବୁଧବାର ଓଡ଼ିଶା ଆସି ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଯାହାର କାଉଣ୍ଟର କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ପ୍ରେସମିଟ୍‌ କରି ମୋଦିଙ୍କ ଗୋଟିଗୋଟି କଟାକ୍ଷର ଜବାବ ଦେଇଛନ୍ତି ପାଣ୍ଡିଆନ। ସେ...

ଜଳୁଛି ଓଡ଼ିଶା, ସକାଳ ସାଢେ ୫ଟା ସୁଦ୍ଧା ୩୧ ଛୁଇଁଲା ପାରା

ଭୁବନେଶ୍ୱର,୩୦।୫: କିଛିଦିନ ତାତିରେ ବ୍ରେକ୍‌ ଲାଗିବା ପରେ ରାଜ୍ୟରେ ଅନୁଭୂତ ହୋଇଛି ଅସହ୍ୟ ତାତି । ମଙ୍ଗଳବାର ରାଜ୍ୟରେ ତାତି ୪୬ ଛୁଇଁଥିବାବେଳେ ଆଜି ସକାଳ ସାଡେ ୮ଟା ସୁଦ୍ଧା ପାରା ୩୯ ଛୁଇଁଛି। ଏହିକ୍ରମରେ ଭବାନୀପାଟଣାରେ ତାତି ୩୯ଡିଗ୍ରୀ...

ଏମ୍ସରେ ଆଇପିଏସ ଆଶିଷ ସିଂହ; ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୩୦।୫:ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ କରାଇବା ନିମନ୍ତେ ଗୁରୁବାର ଭୁବନେଶ୍ୱରସ୍ଥିତ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ । ECIଙ୍କ ନିର୍ଦ୍ଦେଶ କ୍ରମେ AIIMS ଭୁବନେଶ୍ୱର ପକ୍ଷରୁ ଏଥିନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠିତ ହୋଇଛି...

ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।...

ବିଜେଡି ପାଇଁ କାମ କରିବା କୁଟ୍ଟେ, ଆଶିଷ ସିଂଙ୍କ ପୁରୁଣା ଅଭ୍ୟାସ: ଭାଜପା

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ପୋଲିସ ବିଭାଗରେ ଉଚ୍ଚପଦସ୍ଥ ଅଧିକାରୀଭାବେ ଅବସ୍ଥାପିତ ଡି.ଏସ୍‌. କୁଟ୍ଟେ ଓ ଆଶିଷ ସିଂ ବିଜେଡିର ଚାମଚାଗିରି କରୁଛନ୍ତି ବୋଲି ଭାଜପା ବାରମ୍ବାର ଓଡ଼ିଶାବାସୀଙ୍କୁ ଅବଗତ କରାଇଛି। ଏହା ହେଉଛି ଏହି ୨ ପୋଲିସ ଅଧିକାରୀଙ୍କ ପୁରୁଣା ଅଭ୍ୟାସ।...

ଏଠି ଗୁମାସ୍ତାଗିରି ଶାସନ ଚାଲିଛି: ଧର୍ମେନ୍ଦ୍ର

ଅସ୍ତରଙ୍ଗ,୩୦ା୫(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ପଡ଼ିଆରେ ବୁଧବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶାସକ ଦଳ ଉପରେ ଗର୍ଜିଛନ୍ତି। ସେ କହିଛନ୍ତି, କାକଟପୁର ନିର୍ବାଚନମଣ୍ଡଳୀ ସ୍ବାଭିମାନର ମାଟି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri