୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ
ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା ଦେଇ ଗତି କରୁଛି। ଏହା ଆଗକୁ ବଢ଼ିବା ପାଇଁ ପାଗ ଅନୁକୂଳ ଥିବାରୁ…
ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି
ଭୁବନେଶ୍ୱର,୧୪।୬(ସୁନିତ୍ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍ ଅଫିସରଙ୍କ ତାଲିକା ୧୨ ଜୁନ୍ ୨୦୨୬ରେ ପ୍ରକାଶ ପାଇଛି। ଆପଏଣ୍ଟମେଣ୍ଟ କମିଟି ଅଫ କ୍ୟାବିନେଟ୍ ଦ୍ୱାରା ଏହି…
ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ
ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ କରିଛନ୍ତି। କେନ୍ଦ୍ରର ମଡେଲ ଟେନାନ୍ସି ଆକ୍ଟକୁ ଆଧାର କରି ପ୍ରସ୍ତୁତ ଏହି ଚିଠା…
ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…
ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ ବିଷୟରେ କହିଛନ୍ତି। ସେ କହିଛନ୍ତି, ବିଜେଡିର ଓଭର କନ୍ଫିଡେନ୍ସରୁ ହାରିଛି। ଆମେ ଭାବିଥିଲୁ…
ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା ଏକ ମାସ ମଧ୍ୟରେ ରାଜ୍ୟରେ ଥିବା ପ୍ରତିଷ୍ଠାନଗୁଡ଼ିକର ନାମ ସଠିକ୍ ଭାବେ ଲେଖାଯିବ…
ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍ଙ୍କୁ …
ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି ଡିସିପି ନିଜ ପ୍ରତିକ୍ରିୟାରେ କହିଛନ୍ତି। ଡିସିପି କହିଛନ୍ତି, ଲାପଟପ, ଟାବଲେଟ ଜବତ ହୋଇଛି,…
ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…
ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ସମ୍ପତ୍ତି ସଂକ୍ରାନ୍ତୀୟ ମିଥ୍ୟା ତଥ୍ୟ…
ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍ ୨ ଜଣଙ୍କୁ ମିଳିଲା…
ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି। DG ପାହ୍ୟାକୁ ଯାଇଛନ୍ତି ଓଡ଼ିଶା କ୍ୟାଡରର୍ ୨ ବରିଷ୍ଠ IPS ସୁଧାଂଶୁ ଷଡଙ୍ଗୀ…
୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି
ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ରାଜ୍ୟର ପର୍ଯ୍ୟଟନ, ଭିତ୍ତିଭୂମି ବିକାଶ, ରାଜସ୍ୱ ପ୍ରଶାସନ ଓ ଜଳସମ୍ପଦ କ୍ଷେତ୍ରରେ ଏହି…
ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …
ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ ପ୍ରଦାନ କରାଯାଇଛି। ଏହି ସ୍ମାର୍ଟ ଫୋନ୍ ରେ ମହିଳା ଓ ଶିଶୁ ବିକାଶ…
‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’
ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ, କେନ୍ଦ୍ରର । ବୈଷୟିକ ତ୍ରୁଟି ଯୋଗୁ ଭତ୍ତା ପ୍ରଦାନରେ ବିଳମ୍ବ ହୋଇଛି। ୧୦…
ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ୫ କେଜି ବଦଳରେ ମିଳିବ ଏତେ କେଜି ମାଗଣା ଚାଉଳ
ଭୁବନେଶ୍ୱର,୧୨।୬: ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା। ଏହି ଯୋଜନାରେ ହିତାଧିକାରୀଙ୍କୁ ଆହୁରି ମାଗଣା ଚାଉଳ ମିଳିବ । ପୂର୍ବରୁ…

