ମେଟ୍ରୋ

ପାହାଡ଼ ଉପରେ ପିଲା ପଢୁଛନ୍ତି ପାଠ: ୩୦୯୩ ଗାଁରେ ନିର୍ମାଣ ହେବ ୪୮୩ ଟେଲିଫୋନ ଟାୱାର

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଗାଁଗୁଡ଼ିକରେ ଟେଲିଫୋନ୍‌ ଟାୱାର ନ ଥିବାରୁ ବିଧାନସଭାରେ ଉଭୟ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବର୍ତ୍ତମାନ ପ୍ରତ୍ୟେକ କାମ ଇଣ୍ଟରନେଟ୍‌ ଜରିଆରେ କରାଯାଉଛି। ଟେଲିଫୋନ ଟାଓ୍ବାର ନ ଥିବାରୁ ପିଲାମାନଙ୍କୁ ପାହାଡ଼ ଉପରକୁ ଯିବାକୁ ପଡୁଥିଲା। ଏବେ...

ବାଲୁକାକଳାରେ ନୂତନ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା

ପୁରୀ ଅଫିସ,୨୧।୭: ଭାରତର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ନିର୍ବାଚନରେ ମୁର୍ମୁଙ୍କ ମହାବିଜୟ ହୋଇଥିବା ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ମୁର୍ମୁଙ୍କ ଏହି ଐତିହାସିକ ବିଜୟରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ...

ନୂଆ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ମୁର୍ମୁଙ୍କ ବିଜୟ ପରେ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟପାଳ ଗଣେଶୀ ଲାଲ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶା...

ଦ୍ରୌପଦୀଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ, ୨୩ରେ ଯିବେ ଦିଲ୍ଲୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ସେ ଆସନ୍ତା ୨୫ ତାରିଖରେ ଶପଥ ଗ୍ରହଣ କରିବେ। ତେବେ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଆସନ୍ତା ୨୩...

ରାଜ୍ୟରୁ ସୁସ୍ଥ ହେଲେ ୧୦୨୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୦୨୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ରାଜ୍ୟରେ ୧୨,୮୭,୯୪୧ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ...

ଆସନ୍ତା ୨୫ରୁ ଗଡ଼ିବ କଟକ-ପାରାଦୀପ ମେମୁ ଟ୍ରେନ୍‌

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଆସନ୍ତା ୨୫ ତାରିଖରୁ ପାରାଦୀପରୁ କଟକ ଓ କଟକରୁ ପାରାଦୀପ ଦୁଇଟି ମେମୁ ଟ୍ରେନ ଯାତାୟାତ କରିବ। ପ୍ରତି ଦିନ କଟକରୁ ଦିନ ୧୧ଟା ୩୦ରେ ଏହି ଟ୍ରେନ ଛାଡ଼ି ଥିବା ବେଳେ ପାରାଦୀପରୁ ଅପରାହ୍ନ ୨ଟାରେ କଟକ...

ରାତି ସୁଦ୍ଧା ସବୁ ଜିଲାରେ ପହଞ୍ଚିବ ଟିକା

ଭୁବନେଶ୍ବର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଟିକାକରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏହାକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ଓଡ଼ିଶାରେ ଏବେ ତିନି ପ୍ରକାର ଟିକାକରଣ ପ୍ରକ୍ରିୟା...

କଂଗ୍ରେସ କର୍ମୀ-ପୋଲିସ ମୁହାଁମୁହିଁ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ସୋନିଆ ଗାନ୍ଧୀଙ୍କୁ ଇଡି ସମନ ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ଭବନରୁ ଶତାଧିକ କଂଗ୍ରେସ କର୍ମୀ ଶୋଭାଯାତ୍ରାରେ ବାହାରିଥିଲେ। ରାଜମହଲ ଛକରେ ପୋଲିସ ଅଟକାଇବାରୁ କଂଗ୍ରେସ କର୍ମୀ-ପୋଲିସ ମୁହାଁମୁହିଁ ହୋଇଥିଲେ। ସୂଚନାଯୋଗ୍ୟ, ନ୍ୟାଶନାଲ...

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ବିଧାନସଭା ଅଧିବେଶନରେ ଉଠିଲା ଇଡିର ଜେରା ପ୍ରସଙ୍ଗ । ଏହାକୁ ନେଇ ବିଧାନସଭାରେ ଭାଜପା ଓ କଂଗ୍ରେସ ସଦସ୍ୟଙ୍କ ହୋହାଲ୍ଲା ଓ ହଟ୍ଟଗୋଳ ଯୋଗୁ ବାଚସ୍ପତି ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ସୂଚନାନୁଯାୟୀ, ବିଧାନସଭା...

ଶପିଂମଲ୍‌ରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ କରୋନା ମାଡ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଟିକାକରଣକୁ ବ୍ୟାପକ କରିଛି। ରାଜଧାନୀର ବିଭିନ୍ନ ମଲ୍‌ରେ ବୁଷ୍ଟର ଡୋଜ୍‌ ବ୍ୟବସ୍ଥା କରିଛି ବିଏମ୍‌ସି। ଆଜି ପାତ୍ରପଡ଼ା ଡିଏନ ରେଗାଲିଆ ମଲ୍‌, ହଂସପାଳ ସିମ୍ଫୋନି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ଆର୍‌.ମାଧବନ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ବଲିଉଡ୍‌ ଓ ସାଉଥ ଫିଲ୍ମ ଦୁନିଆର ପ୍ରସିଦ୍ଧ ଅଭିନେତା ଆର. ମାଧବନ ଏବଂ ତାଙ୍କ ପରିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବୁଧବାର ଭେଟିଥିଲେ। ଏହି ସାକ୍ଷାତ ସମୟରେ ମାଧବନ ମୁଖ୍ୟମନ୍ତ୍ରୀଙ୍କୁ ଖୁବ୍‌ ପ୍ରଶଂସା କରିଥିଲେ। ନବୀନ ମଧ୍ୟ ମାଧବନଙ୍କ...

ଓଟିଡିସି ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଭୁବନେଶ୍ୱର ହୋଟେଲ ‘ନିମନ୍ତ୍ରଣ’ରେ ଅର୍ଥ ହେରଫେର ଅଭିଯୋଗରେ ଓଟିଡିସି ମ୍ୟାନେଜର ଓ ଠିକା କର୍ମଚାରୀ ଗିରଫ ହୋଇଛନ୍ତି। ମ୍ୟାନେଜର ରାଜ ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି ଓ ଠିକା କର୍ମଚାରୀ ସୁନୀଲ ଘଡ଼େଇ ୬ ମାସରେ ୧୭ ଲକ୍ଷ ୫୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri