କେନ୍ଦ୍ରର ପୋଲ୍ ଖୋଲିଦେଲେ ପାଣ୍ଡିଆନ
ଭୁବନେଶ୍ୱର,୨୯।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ରାଜ୍ୟରେ ପଚାର ଜୋରଦାର ଚାଲିଛି। ଉଭୟ ଭାଜପା ଏବଂ ବିଜେଡି ନେତାମାନେ ଆରୋପ-ପ୍ରତ୍ୟାରୋପ କରୁଥିବା ଦେଖାଯାଇଛି। ବୁଧବାର ଏକ ପ୍ରେସ୍ମିଟ୍ କରି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ କେନ୍ଦ୍ରର...
ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ
ଭୁବନେଶ୍ୱର,୨୯।୫(ଶର୍ମିଷ୍ଠା ପାଣିଗ୍ରାହୀ):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି। ଏ ନେଇ ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଯୋଗେ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଜୟ ଜଗନ୍ନାଥ, ବୋଧହୁଏ କୋଭିଡ୍ ପରବର୍ତ୍ତୀ...
ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଭୁବନେଶ୍ୱର,୨୯।୫: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବିରେ ଭର୍ତ୍ତି ହୋଇଛନ୍ତି। ଖୋର୍ଦ୍ଧା ଜେଲରୁ ଅଣାଯାଇ ତାଙ୍କୁ ଭୋର ୪ଟାରେ ଏସସିବିରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଓକିଲଙ୍କ ଆବେଦନ ଆଧାରରେ ପ୍ରଶାନ୍ତ ଜଗଦ୍ଦେବ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ,...
କୁଟ୍ଟେଙ୍କୁ ନିଲମ୍ବନ, ଆଶିଷଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିର୍ଦ୍ଦେଶ ସ୍ବାଗତଯୋଗ୍ୟ: ଭାଜପା
ଭୁବନେଶ୍ୱର, ୨୯ା୫(ସୁନିତ୍ ମିଶ୍ର):ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରା ମଙ୍ଗଳବାର ପ୍ରକାଶ ପାଇଥିବା ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଗଣତନ୍ତ୍ରକୁ ସୁଦୃଢ଼ କରିବ। ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ ଆଇପିଏସ୍ ଅଫିସର ଡି.ଏସ୍. କୁଟ୍ଟେଙ୍କୁ ନିଲମ୍ବନ ଓ ଆଶିଷ ସିଂଙ୍କୁ ମେଡିକାଲ...
ଓଡ଼ିଶାରେ ସରକାର ଗଢ଼ି ଇତିହାସ ରଚିବ ଭାଜପା: ନଡ୍ଡା
ଓଡ଼ିଶାରେ ଲୋକ ସଭା ଓ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଜୋରଦାର ଚାଲିଛି। ରାଜ୍ୟରେ ଭାଜପା ଅଦ୍ୟାବଧି କ୍ଷମତା ହାସଲ କରିପାରି ନ ଥିବାବେଳେ ଚଳିତ ନିର୍ବାଚନରେ କେନ୍ଦ୍ରୀୟ ନେତା ଆକଳନ କରୁଛନ୍ତି ଯେ, ସେମାନଙ୍କ ଦଳ ଏଥର ନିଶ୍ଚୟ...
ଭାଜପା କହେ, ପାରେନାହିଁ: ନବୀନ
ନୂଆଦିଲ୍ଲୀ,୨୯ା୫: ଭାରତୀୟ ଜନତା ପାର୍ଟି (ଭାଜପା) କେବଳ କହିଥାଏ, କିନ୍ତୁ ପାରି ନ ଥାଏ। ଭାଜପା ପୂର୍ବରୁ କର୍ନାଟକରେ ସରକାର ଗଢ଼ିବ ବୋଲି ଦାବି କରିଥିଲା। ହେଲେ ଏଥିରେ ବିଫଳ ହୋଇଥିଲା। ଭାଜପା ନେତାମାନେ ତେଲଙ୍ଗାନାରେ ସରକାର ଗଢ଼ିବୁ ବୋଲି...
ବିଜେଡି, ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ: ଅଜୟ କୁମାର
ଭୁବନେଶ୍ୱର, ୨୮।୫(ସୁନିତ୍ ମିଶ୍ର): ଆଉ ୨ ଦିନ ପରେ ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ହେବ। ତେଣୁ ରାଜ୍ୟବାସୀ ବିଜେଡି ଓ ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ। ନିଜ ପରିବାରର ଅଧିକାର ପାଇଁ...
କିଏ ଏହି IPS DS Kutey, ଯାହାଙ୍କୁ ନେଇ ରାଜ୍ୟରେ ଚହଳ
ଭୁବନେଶ୍ୱର,୨୮।୫: ନିଲମ୍ବିତ ହୋଇଛନ୍ତି IPS ଅଫିସର ଡିଏସ କୁଟ୍ଟେ। IPS କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର (ECI)। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ ଡିଏସ କୁଟ୍ଟେ। ପୁରା ନାଁ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ (Dhirendra...
IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଲେ ଇସିଆଇ
ଭୁବନେଶ୍ୱର,୨୮।୫: ବରିଷ୍ଠ IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର। ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଆଶିଷ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ...
IPS ଡିଏସ କୁଟ୍ଟେ ସସପେଣ୍ଡ
ଭୁବନେଶ୍ୱର,୨୮।୫: IPS ଅଫିସର ଡିଏସ କୁଟ୍ଟେ ସସପେଣ୍ଡ। IPS କୁଟ୍ଟେଙ୍କୁ ସସପେଣ୍ଡ କଲେ ଭାରତୀୟ ନିର୍ବାଚନ କମିଶନର (ECI)। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (CEO)ଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। CMOରେ ସ୍ପେଶାଲ ସେକ୍ରେଟାରୀ...
ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭୁବନେଶ୍ୱର,୨୮।୫: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଇଭିଏମ ମେସିନ ଭଙ୍ଗା ଘଟଣାକୁ ନେଇ ରାଜ୍ୟ ରାଜନୀତି...
ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ, ଜୋରଦାର କାଉଣ୍ଟର କଲେ ନବୀନ
ଭୁବନେଶ୍ୱର,୨୮।୫: ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ ଭାଇରାଲ ହେବା ପରେ ସରଗରମ ହୋଇଛି ରାଜ୍ୟ ରାଜନୀତି। ଆସାମ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପାଇଁ ଭାଜପାର ଷ୍ଟାର ପ୍ରଚାରକ ହିମନ୍ତ ବିଶ୍ୱ ଶର୍ମା ନିଜ ‘ଏକ୍ସ’ ଆକାଉଣ୍ଟରେ ନବୀନ ଏବଂ...
Archives


