ମେଟ୍ରୋ

‘ମୁଖ୍ୟମନ୍ତ୍ରୀଙ୍କୁ କିଭଳି ନିୟନ୍ତ୍ରଣ କରାଯାଉଛି ଦେଖି ହତଚକିତ ହୋଇଯାଉଛି’; ଭିଡିଓ ଶେୟାର କରି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ…

ଭୁବନେଶ୍ୱର,୨୮।୫: ଚଳିତ ନିର୍ବାଚନରେ ଓଡ଼ିଶାରେ ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ଗୋଟିଏ ପଟେ ଦୀର୍ଘ ୨୫ ବର୍ଷର ଶାସନ କ୍ଷମତା ସହ ବିଜେଡି ପୁଣିଥରେ କ୍ଷମତାକୁ ଫେରିବାର ଆଶା ରଖିଥିବା ବେଳେ ଭାଜପା ଏହାକୁ...

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ, ଜଣାପଡ଼ିଲା ପ୍ରଶାନ୍ତ ଜଗଦ୍ଦେବଙ୍କ ସାଂଘାତିକ ସତ

ଭୁବନେଶ୍ୱର,୨୮।୫, EVM ଭାଙ୍ଗିବା ଅଭିଯୋଗ ମାମଲାରେ ଅଭିଯୁକ୍ତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ପ୍ରଶାନ୍ତ ଇଭିଏମ ଭାଙ୍ଗିଛନ୍ତି କି ନାହିଁ ତାକୁ ନେଇ ସାଂଘାତିକ ସତ ଜଣାପଡିଛି। ପ୍ରଶାନ୍ତ ଜଗଦ୍ଦେବ କାଉଁରିପାଟଣା ବୁଥରେ ଭୋଟ ଦେଉଥିବା...

ତୃତୀୟ ମହଲା ନିର୍ଦ୍ଦେଶରେ ପ୍ରଶାନ୍ତଙ୍କୁ କରାଯାଇଛି ଗିରଫ: ଅପରାଜିତା

ଭୁବନେଶ୍ୱର,୨୮।୫:ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି, ବିଧାୟକଙ୍କ ବିରୋଧରେ ଅଭିଯୋଗ ନଥିବା ସତ୍ତ୍ୱେ ତାଙ୍କୁ ଗିରଫ କରାଯାଇଛି। ଜଣେ...

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର,୨୮।୫: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଙ୍ଗଳବାର ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଶ୍ୱାସ ନେବାରେ ଅସୁବିଧା ହେବା ସହ ଅସୁସ୍ଥ ଅନୁଭବ କରିବାରୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି...

ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଆସନ୍ତ ଜୁନ୍‌ ୧ ଭୋଟ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏକ ଗଣମାଧ୍ୟମକୁ ମୋଦି ସାକ୍ଷାତକାର ଦେଇ ଓଡ଼ିଶା ରାଜନୀତି ବିଷୟରେ ଅନେକ କିଛି...

ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି...

ଡ୍ରାଇଭିଂବେଳେ ଫୋନ୍‌ ବ୍ୟବହାର, ଯାଇଛି ୧୬୩ ଜୀବନ

ଭୁବନେଶ୍ୱର,୨୮।୫(ସୂର୍ଯ୍ୟକାନ୍ତ ବେହେରା):ଗାଡ଼ି ଚଳାଇବାବେଳେ ଡ୍ରାଇଭରମାନେ ମୋବାଇଲ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ରହିଛି। ହେଲେ ଏହାକୁ ଅଧିକାଂଶ ମାନୁ ନ ଥିବାରୁ ଦୁର୍ଘଟଣା ବଢ଼ୁଛି। ଗାଡି ଚାଳନାବେଳେ ମୋବାଇଲ ବ୍ୟବହାର ଯୋଗୁ ୨୦୨୩ରେ ରାଜ୍ୟରେ ୪୩୩ ସଡ଼କ ଦୁର୍ଘଟଣା ଘଟିଛି।...

ପରାଜୟ ଜାଣି ବିଜେଡି ଅଧିକ ଟଙ୍କା ବାଣ୍ଟୁଛି: ଭାଜପାର ଗୁରୁତର ଅଭିଯୋଗ

ଭୁବନେଶ୍ୱର, ୨୮।୫(ବ୍ୟୁରୋ):ଚଳିତ ନିର୍ବାଚନର ୩ୟ ପର୍ଯ୍ୟାୟ ଶେଷ ପରେ ବିଭିନ୍ନ ସଂସ୍ଥାର ଆକଳନ ଭାଜପା ସପକ୍ଷରେ ଯାଉଥିବା ଜାଣିପାରି ଶାସକ ବିଜେଡି ୪ର୍ଥ ପର୍ଯ୍ୟାୟ ନିର୍ବାଚନକୁ ନିଜ ସପକ୍ଷରେ ଆଣିବା ପାଇଁ ସବୁ ପ୍ରକାର କଳବଳ କୌଶଳ ପ୍ରୟୋଗ କରୁଛି।...

୧୦୩ ବିଧାୟକଙ୍କ ସମ୍ପତ୍ତି ୫ ବର୍ଷରେ ୭୩% ବଢ଼ିଛି

ଭୁବନେଶ୍ୱର,୨୮ା୫(ଅନିଲ ଦାସ):୨୦୨୪ ସାଧାରଣ ନିର୍ବାଚନରେ ବିଭିନ୍ନ ଦଳର ୧୦୩ ଜଣ ବିଧାୟକ ପୁଣି ନିର୍ବାଚନ ଲଢ଼ୁଛନ୍ତି। ସେମାନଙ୍କର ହାରାହାରି ସମ୍ପତ୍ତି ପରିମାଣ ୫ ବର୍ଷରେ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଅର୍ଥାତ୍‌ ସମ୍ପତ୍ତି ୭୩% ବୃଦ୍ଧି ପାଇଛି। ଏଥିରୁ ବିଜେଡିରୁ...

ଆଜିଠୁ ଭୁବନେଶ୍ୱର-କୁଆଲାଲମ୍ପୁର ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର,୨୮ା୫(ଅସମାପିକା ସାହୁ):ଭୁବନେଶ୍ୱର-କୁଆଲାଲମ୍ପୁର ମଧ୍ୟରେ ସିଧାସଳଖ ବିମାନସେବା ମଙ୍ଗଳବାରଠାରୁ ଆରମ୍ଭ ହେବ। ଏୟାର ଏସିଆ ଏହି ବିମାନସେବା ପ୍ରଦାନ କରିବ। ବିମାନଟି କୁଆଲାଲମ୍ପୁରରୁ ରାତି ୧୦ଟା ୧୦ରୁ ବାହାରି ଭୁବନେଶ୍ୱରରେ ରାତି ୧୧ଟା ୨୦ରେ ପହଞ୍ଚତ୍ବ। ସେହିପରି ଭୁବନେଶ୍ୱରରୁ ବିମାନ ପୁଣି...

ବିଜେଡି ପ୍ରାର୍ଥୀଙ୍କ ବାଇକ ରାଲି ଉପରେ ଗାଡି ଚଢାଇଦେଲେ ପୂର୍ବତନ ସରପଞ୍ଚ

ଭୁବନେଶ୍ୱର,୨୭।୫: ଧର୍ମଶାଳାର ବିଜେଡି ପ୍ରାର୍ଥୀ ତଥା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବାଇକ ରାଲି ଉପରେ ଜଣେ ପୂର୍ବତନ ସରପଞ୍ଚ ସ୍କର୍ପିଓ ଚଢାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଏକାଧିକ ବାଇକ କ୍ଷତିଗ୍ରସ୍ତ ହୋଇଛନ୍ତି।...

ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲାରେ ନୂଆ ମୋଡ, ଡ୍ରାଇଭର କଲେ ଆଶ୍ଚର୍ଯ୍ୟଜନକ ଖୁଲାସା

ଭୁବନେଶ୍ୱର,୨୭।୫: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା ନୂଆ ମୋଡ ନେଇଛି। ପ୍ରଶାନ୍ତ ଜଗଦ୍ଦେବଙ୍କୁ ନେଇ ଯାଉଥିବା ଗାଡି ଡ୍ରାଇଭର ବନମାଳି ବେହେରା ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍‌ ଭାଙ୍ଗିଥିବା ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri