କାର୍ରେ ଯାଉଥିବାବେଳେ ଭାଜପା ଜିଲା ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ
ଭୁବନେଶ୍ୱର,୨୭।୫: ଗଞ୍ଜାମ ଜିଲା ଭାଜପା ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଚାନ୍ଦବାଲି ନିର୍ବାଚନମଣ୍ଡଳୀ ତୋଟାପଡ଼ାରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ସୁବାସ ଓ ତାଙ୍କ ୫ ସାଥୀଙ୍କୁ ପୋଲିସ ଉପସ୍ଥିତିରେ ଆକ୍ରମଣ ହୋଇଛି। ଗାଡ଼ି ଭଙ୍ଗାରୁଜା...
ଓଡ଼ିଶାର ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି: ମୋଟ ସମ୍ପତ୍ତି ଜାଣିଲେ ଉଡିଯିବ ହୋଶ୍
ଭୁବନେଶ୍ୱର,୨୭।୫: ୧୪୭ ବିଧାନସଭାର ସମସ୍ତ ୧୨୮୫ ପ୍ରାର୍ଥୀଙ୍କୁ ନେଇ ଏଡିଆର୍ ସୋମବାର ରିପୋର୍ଟ ପ୍ରକାଶ କରିଛି। ୧୨୮୫ ପ୍ରାର୍ଥୀଙ୍କ ମଧ୍ୟରେ ୩୨% ଅର୍ଥାତ୍ ୪୧୨ ଜଣ କୋଟିପତି ପ୍ରାର୍ଥୀ ଥିବା ଜଣାପଡିଛି। ରାଉଲକେଲାର ଭାଜପା ବିଧାୟକ ପ୍ରାର୍ଥୀ ଦିଲୀପ ରାୟ...
ପୁଅର ଚିକିତ୍ସା ପାଇଁ ଆଣିଥିବା ଅର୍ଥ ମୋ ବସ୍ରୁ ଚୋରି
ଭୁବନେଶ୍ୱର,୨୭।୫ (ସୂର୍ଯ୍ୟକାନ୍ତ ବେହେରା): ପୁଅର ଚିକିତ୍ସା ପାଇଁ ବହୁ କଷ୍ଟରେ ଟଙ୍କା ସଂଗ୍ରହ କରି ଆଣିଥିଲେ ବାପା। ଗଞ୍ଜାମରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ହେଲେ ମୋ ବସ୍ରେ ହସ୍ପିଟାଲକୁ ଯାଉଥିବାବେଳେ ସବୁ ଟଙ୍କା ଚୋରି ହୋଇଗଲା। ଏମିତି ଘଟଣା ଘଟିଛି...
ଖରାପ ପାଗ ଯୋଗୁ ୫ ନିର୍ବାଚନମଣ୍ଡଳୀରେ ପ୍ରଚାର କରିପାରିଲେନି ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୭।୫(ସୁନିତ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ମୟୂରଭଞ୍ଜ ଲୋକ ସଭା କ୍ଷେତ୍ରର ୬ଟି ନିର୍ବାଚନମଣ୍ଡଳୀରେ ଭାଜପା ପକ୍ଷରୁ ଆୟୋଜିତ ‘ବିଜୟ ସଂକଳ୍ପ ସଭା’ ସମେତ ବାରିପଦା ସହରରେ ରୋଡ୍ ଶୋ’ରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। ମାତ୍ର ଖରାପ...
ବିଜେଡିକୁ ଚିନ୍ତା ନିମାପଡ଼ା, ଚାନ୍ଦବାଲି
ଭୁବନେଶ୍ୱର,୨୭ା୫(ଅନିଲ ଦାସ): ରାଜ୍ୟରେ ଆସନ୍ତା ଜୁନ ୧ ତାରିଖରେ ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ହେବାକୁ ଥିବା ଭଦ୍ରକ ଜିଲାର ଚାନ୍ଦବାଲି ଓ ନିମାପଡା ବିଧାନସଭା ଆସନ ବିଜେଡି ପାଇଁ ଚିନ୍ତାର କାରଣ ହୋଇଛି। ନିମାପଡ଼ାର...
କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ସହ ଓଡ଼ିଶାରେ ସରକାର ଗଢିବ ଭାଜପା
ଭୁବନେଶ୍ୱର, ୨୬।୫: ଓଡ଼ିଶାରେ ୩ୟ ପର୍ଯ୍ୟାୟ ନିର୍ବାଚନ ସରିଛି। ଏଥର ଭାଜପା ଦୁଇ ତୃତୀୟାଂଶ ସଂଖ୍ୟା ଗରିଷ୍ଠତାରେ ସରକାର ଗଢ଼ିବାକୁ ଯାଉଛି ବୋଲି ଗଣମାଧ୍ୟମ ଏବଂ ଜନମତର ଆଭିମୁଖ୍ୟରୁ ଜଣାପଡ଼ିଛି। ଜୁନ୍ ୪ରେ ଏହା ସ୍ପଷ୍ଟ ହୋଇଯିବ ବୋଲି ଦୃଢୋକ୍ତି...
ମାନସିକ ସ୍ଥିତି ହରାଇ ବସିଲେଣି ମୋଦି: କାହିଁକି ଏମିତି କହିଲେ କଂଗ୍ରେସ ପ୍ରଭାରୀ
ଭୁବନେଶ୍ୱର, ୨୬।୫: ପରାଜୟ ଭୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନସିକ ସ୍ଥିତି ହରାଇ ବସିଲେଣି। ସେଥିପାଇଁ ସେ ଅତ୍ୟନ୍ତ ନିମ୍ନରୁଚିର କଥାବାର୍ତ୍ତା କରୁଛନ୍ତି। ଆଶାରାମ ବାପୁ, ରାମ ରହିମଙ୍କ ଭଳି ଭଣ୍ଡ ବାବାଙ୍କ ପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ...
୨୯ରେ ଖାର୍ଗେ, ୩୦ରେ ରାହୁଲ ଆସିବେ ଓଡ଼ିଶା
ଭୁବନେଶ୍ୱର,୨୬।୪: ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଆସନ୍ତା ୨୯ରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୩୦ରେ ଏମ୍ପି ରାହୁଲ ଗାନ୍ଧୀ...
ବିଜେଡି ସରକାର ଗଠନ କରିସାରିଛି, ବିରୋଧୀ ହାଓ୍ବା କରୁଛନ୍ତି: ପାଣ୍ଡିଆନ
ଭୁବନେଶ୍ୱର,୨୬ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ରହିଛି। ଭାଜପା ସରକାର ଗଠନ କରିବ ବୋଲି କହୁଥିବା ବେଳେ ବିଜେଡି ମଧ୍ୟ ଜୋର୍ ଦେଇ କହୁଛି ସେ ସରକାର ଗଠନ କରିବ। ଏନେଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ...
କହିଦେଲେ ଧର୍ମେନ୍ଦ୍ର, କାହାକୁ ଦେଲେ ଭୋଟ୍
ଭୁବନେଶ୍ୱର,୨୬।୫: ଓଡିଶା ସମେତ ସାରା ଦେଶରେ ଗଣତନ୍ତ୍ରର ବଡ଼ ପର୍ବ ନିର୍ବାଚନ ଚାଲିଛି। ରାଜ୍ୟରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ପୁରୀ, ଭୁବନେଶ୍ୱର, କଟକ ଓ ସମ୍ବଲପୁର ସମେତ କେତକ ଜିଲାରେ ଭୋଟ ପଡିଛି।...
ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ
ଭୁବନେଶ୍ୱର,୨୬।୫: ରାଜ୍ୟରେ +୨ ପରୀକ୍ଷାଫଳ ପ୍ରକାଶ ପାଇଛି। ରବିବାର ଭୁବନେଶ୍ୱରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) କାର୍ଯ୍ୟାଳୟରେ ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଭଲ...
ସ୍ମୃତି ଇରାନୀଙ୍କୁ ପାଣ୍ଡିଆନଙ୍କ କଡ଼ା ଜବାବ, କହିଲେ ସାହସ ଅଛି…
ଭୁବନେଶ୍ୱର,୨୬।୫: ଏକ ସାଧାରଣ ସଭାରେ ଯୋଗ ଦେଇ ସ୍ମୃତି ଇରାନୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶନିବାର ସ୍ମୃତି ଓଡ଼ିଶା ଆସି ସରକାରଙ୍କୁ ନିନ୍ଦା କରିବା ଦୋଷ ଗଣାଇଥିଲେ। ଯାହାକୁ ସମାଲୋଚନା କରିଛନ୍ତି ପାଣ୍ଡିଆନ।...
Archives


