ଖର୍ଚ୍ଚ ବାବଦ ମାସକୁ ୧୪ ଲକ୍ଷ ଟଙ୍କା ଗଣୁଛି ବିଏମ୍ସି
ଭୁବନେଶ୍ୱର,୧୦।୭(ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳକୁ ସ୍ବଚ୍ଛ ଓ ସୁନ୍ଦର କରିବା ପାଇଁ ବିଏମ୍ସି ୨୦୨୩ରେ ‘ଟିମ୍ ସାଇନ୍’ (ସାନିଟେସନ ହାଇଜିନ୍ ଇନ୍ସ୍ପେକ୍ସନ ଫର୍ ନିଟ୍ ଏନଭାୟରନ୍ମେଣ୍ଟ) ଗଠନ କରିଥିଲା। ସ୍ବଚ୍ଛତା ନେଇ ଜନସାଧାରଣଙ୍କୁ ସଚେତନ କରିବା ଏବଂ…
ଅଡୁଆରେ ଅଭିନେତ୍ରୀ ରିୟା ଦେ : ଥାନାରେ ପହଞ୍ଚିଲା ମାମଲା ପୂରା ଘଟଣା ଜାଣିଲେ…
ଭୁବନେଶ୍ୱର,୧୦।୭(ସତ୍ୟଜିତ୍ ରାଉତ): ଓଡ଼ିଆ ସିନେ ଅଭିନେତ୍ରୀ ରିୟା ଦେ ଅଡୁଆରେ ପଡ଼ିଛନ୍ତି। ଘରୋଇ ସହାୟିକାଙ୍କୁ ରିୟା ଓ ତାଙ୍କ ସ୍ବାମୀ ସୁନୀଲ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ପୀଡ଼ିତା ବର୍ଷା ବେହେରା (୧୯) ମଙ୍ଗଳବାର ଚନ୍ଦ୍ରଶେଖରପୁର ଥାନାରେ ଏତଲା ଦେଇଛନ୍ତି।…
ରାଜ୍ୟ କ୍ୟାବିନେଟ୍: ଜାଣନ୍ତୁ କେବେହେବ ସୁଭଦ୍ରା ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର,୧୦।୭(ଅନିଲ ଦାସ): ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ପୂର୍ବାହ୍ନ ୧୧ଟା ୩୦ ମିନିଟରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୫ଟି ପ୍ରସ୍ତାବ ଉପରେ ଆଲୋଚନା…
୬୭ବର୍ଷୀୟ ରିଟାର୍ଡ ଅଫିସରଙ୍କୁ ପୁଣି ନିଯୁକ୍ତି, ସ୍କୁଲ ଓ ଗଣଶିକ୍ଷା ବିଭାଗରେ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୧୦।୭: ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଜଣେ ୬୭ବର୍ଷୀୟ ରିଟାର୍ଡ ଅଫିସରଙ୍କୁ ପୁନଃନିଯୁକ୍ତି ମିଳିଛି। ରିଟାର୍ଡ ଓଏଏସ ଅଫିସର ଖଗେନ୍ଦ୍ର କୁମାର ପାଢୀଙ୍କୁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ଲିଗାଲ ପ୍ରୋଜେକ୍ଟ ମ୍ୟାନେଜମେଣ୍ଟ ୟୁନିଟର ଲିଗାଲ କନସଲଟାଂଟ…
‘ଲକ୍ଷ୍ମୀ ବସ୍ରେ ରଙ୍ଗ ଲାଗି ନ ଥିଲା, ଷ୍ଟିକର ଲାଗିଥିଲା’
ଭୁବନେଶ୍ୱର, ୯।୭(ସୁନିତ୍ ମିଶ୍ର): ‘ଲକ୍ଷ୍ମୀ’ ବସ୍ରେ ଲାଗି ନ ଥିଲା ରଙ୍ଗ। କେବଳ ଷ୍ଟିକର ଲଗାଯାଇଥିଲା। ନିର୍ବାଚନ ପରେ ଷ୍ଟିକର ବାହାରି କରିଦେଇଥାଆନ୍ତେ। ସେହି ଯୋଜନାକୁ ବନ୍ଦ କରିଦେଇଥାନ୍ତେ। ଯଦି ଲକ୍ଷ୍ମୀ ବସ୍ ଚଲାଇଥାଆନ୍ତେ, ତେବେ ରଙ୍ଗ ଲଗାଇ ଥାଆନ୍ତେ। ଲକ୍ଷ୍ମୀ…
ପହଣ୍ଡିବେଳେ ବଡ଼ ଅଘଟଣ: କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ପୁରୀ,୭।୯: ଆଡ଼ପ ମଣ୍ଡପ ବିଜେ ବେଳେ ଘଟିଯାଇଛି ବଡ଼ ଘଟଣା। ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର । ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୁଖ୍ୟମନ୍ତ୍ରୀ ମୋହନ, ଆଇନ ମନ୍ତ୍ରୀଙ୍କୁ ତୁରନ୍ତ ପୁରୀ ଯାଇ…
ପହଣ୍ଡି ବିଜେବେଳେ ରଥରୁ ଖସି ପଡିଲେ ବଡ଼ ଠାକୁର, ତା’ ପରେ…
ପୁରୀ,୭।୯: ଆଡପ ପହଣ୍ଡିରେ ଘଟିଛି ବଡ଼ ଅଘଟଣ । ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର । ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ଟାହିଆ ଲାଗି ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ ଠାକୁର କିଛିବାଟ ଆସିବା ପରେ ତଳକୁ…
ମୁଖ୍ୟମନ୍ତ୍ରୀଙ୍କ କାରକେଡ ଆଗରେ ମହିଳାଙ୍କ ହାଇଡ୍ରାମା ଘଟଣା: ବଡ ସୂଚନା ଦେଲେ ପୋଲିସ କମିଶନର
ଭୁବନେଶ୍ୱର,୯।୭: ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାରକେଡ ଆଗରେ ମହିଳାଙ୍କ ହାଇଡ୍ରାମା ଘଟଣାକୁ ନେଇ ବଡ଼ ସୂଚନା ଦେଇଛନ୍ତି ପୋଲିସ କମିଶନର। ପୋଲିସ କମିଶନର ସଂଜୀବ ପଣ୍ଡା କହିଛନ୍ତି, ରସୁଲଗଡ ରାସ୍ତାରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ ଅଟକି ନାହିଁ। ମହିଳା ଜଣକ ଆଡ଼ଭାନ୍ସ ଟିମ…
ରସୁଲଗଡରେ ହାଇଡ୍ରାମା, ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା
ଭୁବନେଶ୍ୱର,୭।୯: ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାରକେଡ ଅଟକାଇଦେଲେ ମହିଳା। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱରର ରସୁଲଗଡ ଛକରେ। ମହିଳା ଜଣକ ଆସି ମୁଖ୍ୟମନ୍ତ୍ରୀଙ୍କ କାର ସାମ୍ନାରେ ଠିଆ ହୋଇ ରହିବାରୁ କିଛି ସମୟ ପାଇଁ କାରକେଡ ଅଟକି ରହିଥିଲା। ଏହାପରେ…
ରତ୍ନଭଣ୍ଡାର ନେଇ ବିଜୟଙ୍କ ତେରେଚ୍ଛା ବାଣ: କହୁକହୁ କହିଦେଲେ…
ଭୁବନେଶ୍ୱର,୯।୮: ରତ୍ନଭଣ୍ଡାରକୁ ନେଇ ତେରେଚ୍ଛା ବାଣ ମାରିଛନ୍ତି ବରିଷ୍ଠ ନେତା ବିଜୟ ମହାପାତ୍ର । ରତ୍ନଭଣ୍ଡାର ଖୋଲି ଯାଞ୍ଚ କରିବା ନେଇ ଗଠିତ ନୂଆ କମିଟିକୁ ସେ ସ୍ବାଗତ କରିଛନ୍ତି । ମାତ୍ର ପୁରୁଣା କମିଟି ଯେଉଁପରି ଭାଙ୍ଗିଦିଆଗଲା ତାହା ଠିକ୍…
ଇସ୍ତଫା ଦେଲେ ବିଜେଡି ଏମପି ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର,୭।୯: ଇସ୍ତଫା ଦେଲେ ବିଜୁ ଜନତା ଦଳ ଏମପି ଦେବାଶିଷ ସାମନ୍ତରାୟ। FAO ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ ସାମନ୍ତରାୟ। ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ…
ଦେବାଶିଷଙ୍କ ମନ୍ତବ୍ୟକୁ ନେଇ ବଡ଼ ପ୍ରତିକ୍ରିୟା ଦେଲେ ଦାମଙ୍କ ପୁଅ ସମ୍ବିତ, କହିଲେ…
ଭୁବନେଶ୍ୱର,୯।୭: ବିଜେଡି ରାଜ୍ୟ ସଭା ଏମ୍ପି ଦେବାଶିଷ ସାମନ୍ତରାୟଙ୍କ ପ୍ରତ୍ୟାଖ୍ୟାନ ମନ୍ତବ୍ୟ ପରେ ଦାମୋଦର ରାଉତଙ୍କ ପୁଅ ତଥା ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ୨୦୧୯ରେ ୭୦ ହଜାର ଭୋଟ ପାଇଥିଲି, ଏଥର ପତ୍ନୀ ୭୦…
Archives


