ମେଟ୍ରୋ

ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ଭାଜପା ମିଛ କହିବାର ସବୁ ସୀମା ଟପିଯାଇଛି: ନବୀନ

ଭୁବନେଶ୍ୱର,୨୪।୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ଗୋଟିଏ ସୀମା ଥାଏ। ଭାଜପା ମିଛ କହିବାର ସବୁ ସୀମା ଟପି ଯାଇଛି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି,...

ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମୁତୟନ ହେବେ ୩୫ ହଜାର ପୋଲିସ

ଭୁବନେଶ୍ୱର,୨୪।୫: ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ କରାଯିବା ପାଇଁ ପୋଲିସ ବ୍ୟବସ୍ଥା କରାଯାଇଛି। ଏନେଇ ଡିଜିପି ସୂଚନା ଦେଇଛନ୍ତି। ତୃତୀୟ ପର୍ଯ୍ୟାୟରେ ୧୦, ୫୫୧ ବୁଥ୍‌ , ୨୦% ସମ୍ବେଦନଶୀଳ ବୁଥ୍‌...

ନିର୍ବାଚନ ପୂର୍ବରୁ ଅପରାଜିତାଙ୍କୁ ଗ୍ରାସିଲା ଭୟ: ଲେଖିଲେ ଚିଠି

ଭୁବନେଶ୍ୱର,୨୪।୫:ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି। ଶନିବାର ଅନେକ ହେଭିଓ୍ବେଟ୍‌ଙ୍କ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏଥିରେ ସାମିଲ ଅଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ। ତାଙ୍କୁ ଟକ୍କର ଦେଉଛନ୍ତି ବିଧାୟକ ସୁର ରାଉତରାୟଙ୍କ ପୁଅ...

ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ, କଳା ବାଘ, ଶିମିଳିପାଳ ଅଭୟାରଣ୍ୟରୁ ଆସିଲା ଏଭଳି ଦୃଶ୍ୟ

ଭୁବନେଶ୍ୱର,୨୪।୫: ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ ଓ କଳା ବାଘ। ଶିମିଳିପାଳ ଅଭୟାରଣ୍ୟରେ ଏମିତି ଦୃଶ୍ୟ ସାମ୍ନାକୁ ଆସିଛି। ବନ ବିଭାଗ କ୍ୟାମେରାରେ ଟ୍ରାପ ହୋଇଛି ବିରଳ ଦୃଶ୍ୟ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏନେଇ ସୂଚନା ଦେଇଛନ୍ତି ପିସିସିଏଫ୍‌...

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ: ବୋର୍ଡ ପକ୍ଷରୁ ସୂଚନା

କଟକ,୨୪।୫(କାର୍ତ୍ତିକ ସାହୁ):ଆସନ୍ତା ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ୨୬ ତାରିଖ ସକାଳ ୧୦.୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧.୩୦ ସୁଦ୍ଧା ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ମିଳିବ। www.bseodisha.ac.inରେ ଲଗ ଇନ କରି...

ପାଣ୍ଡିଆନ୍‌ ଦେଲେ ବଡ଼ ବୟାନ, କହିଲେ ଭାଜପାର ଟାର୍ଗେଟ୍‌ ହେଉଛି…

ଭୁବନେଶ୍ୱର,୨୪।୫: ଭାଜପାର ଇଣ୍ଟରନାଲ ଟାର୍ଗେଟ୍‌ ହେଉଛି ୩୦ ବିଧାନସଭା ଆସନ। ପ୍ରେସମିଟରେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଏଭଳି ଦୃଢୋକ୍ତି ପ୍ରକାଶ କରିଛନ୍ତି। ପାଣ୍ଡିଆନ୍‌ କହିଛନ୍ତି, ରାଜ୍ୟବାସୀ ଦେଖିବେ ଭାଜପା ୩୦ରୁ କେତେ ପାଉଛନ୍ତି । ରାଜ୍ୟ ଭାଜପାରେ କେହି ଏପରି ନେତା...

ପାଣ୍ଡିଆନ୍‌ଙ୍କୁ ଏମିତି କହିଲେ ପୁରୀ ଏମ୍‌ପି ପ୍ରାର୍ଥୀ ଅରୂପ ପଟ୍ଟନାୟକ

ଭୁବନେଶ୍ୱର,୨୪।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶନିବାର ହେବ ମତଦାନ। ତେବେ ଭୋଟର ଦିନକ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ସରିଛି। ପ୍ରଚାରର ଶେଷଦିନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ ଓ ପୁରୀ ଏମ୍‌ପି ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କ କଥାବାର୍ତ୍ତାର...

୨୬ ତାରିଖ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ସମ୍ଭାବ୍ୟ ବାତ୍ୟା ‘ରେମଲ’

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ସକ୍ରିୟ ରହିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି। ଅବପାତ ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ...

ନବୀନ ବାବୁ ବିରୋଧୀଙ୍କୁ କେବେ କହିବେନି ଚୋର-ଚଣ୍ଡାଳ : ସମୀର ମହାନ୍ତି

ଭୁବନେଶ୍ୱର,୨୪।୫(ଶର୍ମିଷ୍ଠା ପାଣିଗ୍ରାହୀ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବନ୍ଧନ କରି ରଖାଯାଇଛି। ବିଗତ କିଛି ଦିନ ହେଲା ବିଜେଡି ଦ୍ୱାରା ସାମାଜିକ ଗଣମାଧ୍ୟମରେ ଛଡ଼ା ଯାଉଥିବା ଭିଡିଓଗୁଡ଼ିକୁ ଦେଖିବା ପରେ ଏହା ସ୍ପଷ୍ଟ ହୋଇଛି, ମୁଖ୍ୟମନ୍ତ୍ରୀଙ୍କୁ କେଉଁ ଭଳି ଭାବେ ଲୋକଙ୍କ ପାଖରେ...

ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟା, ଓଡ଼ିଶା ଉପରେ ପ୍ରଭାବ ପଡ଼ିବ କି ନାହିଁ ହେଲା ସ୍ପଷ୍ଟ

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି। ଶନିବାର ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି...

ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟବାସୀଙ୍କ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି

ଭୁବନେଶ୍ୱର,୨୪ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି। ବାହାରୁ ବଡ଼ ବଡ଼ ନେତାମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକଙ୍କୁ ଆପଣ ମୁହଁତୋଡ଼ ଜବାବ...

ବୈଠକ ପରେ ନଡ୍ଡା କଲେ ବଡ଼ ଘୋଷଣା, କହିଲେ ଆମେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିଛନ୍ତି। ବୈଠକରେ ନିର୍ବାଚନ ପରିଚାଳନାର ସମୀକ୍ଷା ସହ ପରାମର୍ଶ ଦେଇଛନ୍ତି ନଡ୍ଡା। ନଡ୍ଡା କହିଛନ୍ତି, ଆଲୋଚନାରୁ ନିଷ୍କର୍ସ ବାହାରିଲା ଯେ, ୧୦୦ରୁ ଊଦ୍ଧର୍‌ବ ସିଟ ଜିତିବୁ। ୧୦୦ରୁ ଊଦ୍ଧର୍‌ବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri