୬ ମାସରେ ଦବିଲା ଡୁମଡୁମା ଫ୍ଲାଏଓଭର ରାସ୍ତା: ଫସିରହିଛି ମିନିଟ୍ରକ୍
ଭୁବନେଶ୍ୱର,୮।୭: ରାଜଧାନୀ ଭୁବନେଶ୍ୱରରେ ଏନଏଚ୍ ଫ୍ଲାଏଓଭର ରାସ୍ତା ଦବିଯାଇଛି। ପ୍ରବଳ ବର୍ଷା ଫଳରେ ଡୁମଡୁମା ଫ୍ଲାଏଓଭର ଏହି ରାସ୍ତାଟିି ପ୍ରାୟ ୩ ଫୁଟ ଦବିଯାଇଥିବା ସୂଚନା ମିଳିଛି। ଯାତୀୟ ରାଜପଥ-୧୬ ଫ୍ଲାଏ ଓଭର ରାସ୍ତାରେ ଏକ ମିନିଟ୍ରକ୍ ଫସିରହିଛି। ଟ୍ରକ୍ଟିର ଚକା…
୧୧ରୁ ପୁଣି ଛେଚିବ ବର୍ଷା
ଭୁବନେଶ୍ୱର,୮।୭: ଆଗାମୀ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ମାତ୍ର କାଲିଠୁ ବର୍ଷା ପରିମାଣ କମିବ ଏବଂ ଉପକୂଳରେ ଘଡଘଡି ବିଜୁଳି ସହ ବର୍ଷା ହେବ । ତେବେ ୧୧…
ଶାସନକୁ ଆସିବା ପରେ ରାଜ୍ୟ ଭାଜପାର ପ୍ରଥମ କାଯ୍ୟକାରିଣୀ ବୈଠକ, ଜାଣନ୍ତୁ କେବେ ବସିବ…
ଭୁବନେଶ୍ୱର,୮।୭: ରାଜ୍ୟ ଭାଜପାର କାର୍ଯ୍ୟକାରିଣୀ ବୈଠକ ଜୁଲାଇ ୧୯ ଓ ୨୦ ତାରିଖରେ ବସିବ। ଏହି ବୈଠକରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାମିଲ ହେବେ। ଶାସନକୁ ଆସିବା ପରେ ଏହା ଭାଜପାର ପ୍ରଥମ କାଯ୍ୟକାରିଣୀ ବୈଠକ। ଏହି ଦୁଇ…
‘ଦରକାର ବେଳେ ପାଣ୍ଡିଆନ୍, ବବିଙ୍କ ପାଖକୁ ଦୌଡୁଥିଲେ, ଆଉ ଏବେ…’ ପ୍ରଭାତଙ୍କୁ ନେଇ ଭିତିରି କଥା କହିଦେଲେ ଦେବାଶିଷ
ଭୁବନେଶ୍ୱର,୮।୭: ବିଜେଡି ଶୋଚନୀୟ ପରାଜୟକୁ ନେଇ ଦଳର ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ପ୍ରଣବ ପ୍ରକାଶ ଦାସ (ବବି )ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଥିଲେ। ଯାହାକୁ ନେଇ ଏବେ ରାଜ୍ୟ ସଭା ଏମ୍ପି ଦେବାଶିଷ ସାମନ୍ତରାୟ ମୁହଁ ଖୋଲିଛନ୍ତି। ସେ…
ପରାଜୟ ପାଇଁ ପାଣ୍ଡିଆନ୍-ବବି ନୁହନ୍ତି, ଏହି ହେଉଛନ୍ତି ବଡ଼ ଦାୟୀ: ବିଜେଡି ସାଂସଦ ଦେବାଶିଷଙ୍କ ବଡ଼ ବୟାନ
ଭୁବନେଶ୍ୱର,୮।୭: ବିଜେଡି ପରାଜୟ ନେଇ କାର୍ତ୍ତିକ ପାଣ୍ଡିଆନ୍ ଏବଂ ପ୍ରଣବ ପ୍ରକାଶ ଦାସ (ବବି)ଙ୍କୁ କ୍ଲିନ ଚିଟ୍ ଦେଲେ ବିଜେଡି ରାଜ୍ୟ ସଭା ଏମ୍ପି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ବିଜେଡି ପରାଜୟ ପାଇଁ ଏ ଦୁହେଁ ଆଦୌ ଦାୟୀ ନୁହନ୍ତି…
ହ୍ୟୁମାନ ସାଗର-ରୁକୁ ସୁନାଙ୍କ ବିରୋଧରେ ବଡ଼ ଅଭିଯୋଗ: ମାମଲା ରୁଜୁ
ଭୁବନେଶ୍ୱର,୮।୭: ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ପୁଣି ଅଡୁଆରେ ପଡିଛନ୍ତି। ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଥିବା ଅଭିଯୋଗରେ ହ୍ୟୁମାନ ସାଗର ଏବଂ ରୁକୁ ସୁନାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ବାଇଁ ଏହି…
ରାଜ୍ୟ ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ, ଲୋକଙ୍କ ସ୍ବର ସରକାରଙ୍କ ପାଖରେ ପହଞ୍ଚିବ: ବିଜେଡି
ଭୁବନେଶ୍ୱର,୮।୭: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଦଳର ରୂପରେଖକୁ ପରିବର୍ତ୍ତନ କରିଛନ୍ତି । ରାଜ୍ୟ ପଦାଧିକାରୀ କମିଟିକୁ ଭାଙ୍ଗିବା ସହ ନିଜର ରାଜନୈତିକ ସଚିବ, ଲୋକ ସମ୍ପର୍କ ଅଧିକାରୀ, ଦଳର ମୁଖପାତ୍ର, ଜାତୀୟ ମୁଖପାତ୍ରର ନୂଆ ଟିମ୍ ଘୋଷଣା କରିଛନ୍ତି।…
ସରକାରୀ ଜମିରୁ ତୁରନ୍ତ ହଟିବ ବେଆଇନ ଜବରଦଖଲ: ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ…
ପ୍ୟାରିସ୍ ଅଲିମ୍ପିିକ୍ସ ପାଇଁ କିଶୋର ଜେନା,ଅମିତ ରୋହିଦାସଙ୍କୁ ପ୍ରୋତ୍ସାହନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୮ା୭: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫…
ସୋସିଆଲ ମିଡିଆରେ ନବୀନଙ୍କ ଫଟୋ ଶେୟାର କଲେ ପାଣ୍ଡିଆନ, ଲେଖିଲେ ଏମିତି…
ଭୁବନେଶ୍ୱର,୮ା୭: ସାଧାରଣ ନିର୍ବାଚନ ପରଠାରୁ ବିଜେଡିର ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନ କେଉଁଆଡ଼େ ଉଭାନ ହୋଇଯାଇଛନ୍ତି। ଯାହାକୁ ନେଇ ରାଜ୍ୟରେ ଚର୍ଚ୍ଚା ଚାଲିଛି। ପାଣ୍ଡିଆନ କେଉଁଠି ଅଛନ୍ତି ବୋଲି ଅନେକ ପ୍ରଶ୍ନ କରୁଛନ୍ତି। ସେ କେଉଁଠି ଅଛନ୍ତି ଯଦିଓ ସଠିକ୍ ଜଣାପଡ଼ିନାହିଁ…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୮ା୭(ଅସମାପିକା ସାହୁ):ରାଜ୍ୟରେ ଏବେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର କୋରାପୁଟ, ରାୟଗଡ଼ା, ଗଜପତିରେ…
୮ ତାରିଖର ପିଜି ପ୍ରବେଶିକା ପରୀକ୍ଷା ଘୁଞ୍ଚିଲା
ଭୁବନେଶ୍ୱର, ୮ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୦୨୪) ଗତ ୩ ତାରିଖରୁ ଆରମ୍ଭ ହୋଇଛି। ତେବେ ୮ ତାରିଖ ସୋମବାର ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ରଥଯାତ୍ରା ପାଇଁ ସରକାର ଛୁଟି ଘୋଷଣା…
Archives


