ମେଟ୍ରୋ

ମେଟଲ୍‌ ମିଟ୍‌ ୨୦୨୪: ସିନିୟର ବିଭାଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ୍‌

ଭୁବନେଶ୍ୱର,୪ା୮(ଅସମାପିକା ସାହୁ) ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ କ୍ରିଷ୍ଟାଲ କ୍ରାଉନ୍‌ ହୋଟେଲରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଷଷ୍ଠ ସଂସ୍କରଣ ‘ମେଟଲ୍‌ ମିଟ୍‌ ୨୦୨୪’ର ରବିବାର ଶେଷ ହୋଇଛି । ଗ୍ରାଣ୍ଡ ଫିନାଲେରେ ସିନିୟର ବିଭାଗର…

ଜୁନିୟର ଗ୍ରୁପ୍‌ରେ ବାଜି ମାରିଲା ଭୁବନେଶ୍ୱରର ଡିଏଭି

ଭୁବନେଶ୍ୱର,୪ା୮(ଅସମାପିକା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ ମିଟ-୨୦୨୪’ର ଗ୍ରାଣ୍ଡ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍‌ରେ ରବିବାର ଅନୁଷ୍ଠିତ ହୋଇଥିଲା। ଗ୍ରାଣ୍ଡ ଫିନାଲେରେ ଜୁନିୟର ଓ…

ଏହି ଦେଶର କୋଚ ହେବେ ରାହୁଲ ଦ୍ରାବିଡ! ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୪।୮: ରାହୁଲ ଦ୍ରାବିଡଙ୍କ କୋଚିଂର ଚାହିଦା ଦିନକୁ ଦିନ ବୃଦ୍ଧି ପାଉଛି। ନିକଟରେ ଦ୍ରାବିଡ଼ ରାଜସ୍ଥାନ ରୟାଲ୍ସର ମୁଖ୍ୟ କୋଚ ହେବା ନେଇ କଳ୍ପନାଜଳ୍ପନା ମଧ୍ୟରେ ଏବେ ଦ୍ରାବିଡ ଇଂଲଣ୍ଡ କ୍ରିକେଟ ଦଳର ମୁଖ୍ୟ କୋଚ ହେବା ନେଇ ଗୁଜବ ଆରମ୍ଭ…

ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ,୪୯ ଜଣଙ୍କ ପ୍ରେମିକ: ଖୋଲିବ ଗୁମର

ଭୁବନେଶ୍ୱର,୪।୮: ୫ ସ୍ତ୍ରୀଙ୍କ ସ୍ବାମୀ ସତ୍ୟଜିତ ସାମଲଙ୍କୁ କମିସନରେଟ ପୋଲିସ ରିମାଣ୍ଡରେ ନେବ। କମିସନରେଟ ପୋଲିସ ତାଙ୍କୁ ଅଧିକ ପଚରାଉଚରା କରିବା ପାଇଁ ରିମାଣ୍ଡରେ ନେଉଥିବା ଜଣାପଡ଼ିଛି। ପରେ ଠକ ପ୍ରେମିକର କେଳେଙ୍କାରୀର ଗୁମର ଖୋଲିବ । ସୂଚନାଯୋଗ୍ୟ, ରାଜଧାନୀରେ ୫…

ମେଟଲ୍‌ ମିଟ୍‌-୨୦୨୪: ଆରମ୍ଭ ହେଲା ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୪ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୨୪’ର ଗ୍ରାଣ୍ଡ୍‌ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍‌ରେ ରବିବାର ଆରମ୍ଭ ହୋଇଛି। ଗ୍ରାଣ୍ଡ୍‌ ଫିନାଲେରେ ଜୁନିୟର ଓ ସିନିୟର…

ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ କହିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ

ବାରିପଦା,୪।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବିଭାଗୀୟ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି। ଚାଷୀଙ୍କୁ କୁଇଣ୍ଟାଲ ପିଛା ଧାନର ଏମ୍‌ଏସ୍‌ପି ୩୧ଶହ…

ଅଗଷ୍ଟ ୯ରୁ ‘ଧନ୍ୟବାଦ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ’

ଭୁବନେଶ୍ୱର୪।୮(ଅନିଲ ଦାସ): ଭାଜପା ରାଜ୍ୟର ସମସ୍ତ ଗ୍ରାମାଞ୍ଚଳରେ ଚାଷୀ ସମାବେଶ କରି ‘ଧନ୍ୟବାଦ ପ୍ରଧାନମନ୍ତ୍ରୀ ଓ ଧନ୍ୟବାଦ ମୁଖ୍ୟମନ୍ତ୍ରୀ’ କାର୍ଯ୍ୟକ୍ରମ କରିବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନା ଉପରେ ଚାଷୀମାନଙ୍କୁ ଅବଗତ କରାଯିବ। ଆସନ୍ତା…

ମମତା ମହାନ୍ତଙ୍କୁ ନେଇ ବିଜେଡି-ଭାଜପାରେ କଥା କଟାକଟି

ଭୁବନେଶ୍ୱର,୪।୮(ଅନିଲ ଦାସ): ମମତା ମହାନ୍ତଙ୍କ ଇସ୍ତଫାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି। ମୋରଡ଼ାର ପୂର୍ବତନ ବିଧାୟକ ରାଜକିଶୋର ଦାସ କହିଛନ୍ତି, ମମତା ମହାନ୍ତ ସେମିତି ବଡ଼ ବ୍ୟକ୍ତିତ୍ୱର ଅଧିକାରୀ ନୁହଁନ୍ତି। ନା ସେ ତାଙ୍କ ସମ୍ପ୍ରଦାୟ ପାଇଁ ନା ଦଳ…

ଆଜି ଶ୍ରୀମନ୍ଦିରରେ ଚିତାଲାଗି

ପୁରୀ,୪ା୮(ଅଜିତ୍‌ ମହାନ୍ତି): ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ରବିବାର ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି…

୬ରୁ ଭୁବନେଶ୍ୱରରେ ଅଟୋ ସେବା ବନ୍ଦ ଡାକରା

ଭୁବନେଶ୍ୱର,,୪ା୮(ଅନୁରାଧା ମହାରଣା): ବିଭିନ୍ନ ସମସ୍ୟା ଓ ଦାବି ନେଇ ଓଡ଼ିଶା ପରିବହନ ବିଭାଗକୁ ଅବଗତ କରାଯାଇଥିଲେ ମଧ୍ୟ କିଛି ସୁଫଳ ମିଳୁନି। ବାରମ୍ବାର ଦାବି ଓ ଆନ୍ଦୋଳନ ସତ୍ତ୍ୱେ ଦାବି ପୂରଣ ହେଉ ନ ଥିବାରୁ ଶେଷରେ ସ୍ମାର୍ଟସିଟି ଅନଲାଇନ୍‌ ଅଟୋ…

୨୦୩୦ ମସିହା ସୁଦ୍ଧା ରାଜ୍ୟକୁ ଜଳାତଙ୍କ ମୁକ୍ତ କରିବା ସରକାରଙ୍କ ଲକ୍ଷ୍ୟ; ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୮: ରାଜ୍ୟକୁ ୨୦୩୦ ମସିହା ସୁଦ୍ଧା ଜଳାତଙ୍କମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ୍‍ କହିଛନ୍ତି । ସେ କହିଛନ୍ତି, ଏହି ଲକ୍ଷ୍ୟ ହାସଲ କରିବାପାଇଁ ବୁଲାକୁକୁରଙ୍କୁ ଟିକ ଦିଆଯିବା ନେଇ ବ୍ୟବସ୍ଥା…

‘ମେଟଲ୍‌ ମିଟ୍‌-୨୦୨୪’ ପ୍ରିଲିମ୍ସ ଫିନାଲେକୁ ଗଲେ ୧୬ ଟିମ୍‌

ଭୁବନେଶ୍ୱର, ୩।୮(ଅସମାପିକା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ସ୍ଥାନୀୟ ଏକ ହୋଟେଲରେ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌- ୨୦୨୪’ର ଷଷ୍ଠ ସଂସ୍କରଣ ଆରମ୍ଭ ହୋଇଯାଇଛି। ଚଳିତବବର୍ଷ ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟରୁ ମୋଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri