ମେଟ୍ରୋ

ରଥଯାତ୍ରାରେ ପ୍ରବଳ ବର୍ଷା, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୫।୭: ବର୍ଷାରେ ଭିଜିବେ ମହାପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ…

ବିଜେଡି ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ଦମଦାର୍‌ ଭାଷଣ, ପ୍ରଶଂସା କଲେ ଧନକର, ଟାର୍ଗେଟରେ ଥିଲେ ମୋଦି

ଭୁବନେଶ୍ୱର,୫।୭: ରାଜ୍ୟ ସଭାରେ ବଦଳିଛି ବିଜୁ ଜନତା ଦଳର ଆଭିମୁଖ୍ୟ। ଆକ୍ରାମଣତ୍ମକ ଢଙ୍ଗରେ ଶାସକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରୁଛନ୍ତି ବିଜେଡି ଏମପି। ପୂର୍ବରୁ ସବୁ ପ୍ରସଙ୍ଗରେ ବିଜେଡିକୁ ସାଥ୍‌ ଦେଉଥିବା ଏହି ଦଳ ଏବେ କିନ୍ତୁ ବିରୋଧୀଙ୍କ ସ୍ବରରେ…

ଓଡ଼ିଶା ପାଇଁ ପ୍ରଭାରୀ ନିଯୁକ୍ତ କଲା ଭାଜପା, ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୫।୭: ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ଭାରତୀୟ ଜନାତା ପାର୍ଟି। ଓଡ଼ିଶାରେ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଏଥିସହ ଲତା ଉସେଣ୍ଡିଙ୍କୁ ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ସେହିପରି ଏମପି ଅପରାଜିତା ଷଡ଼ଙ୍ଗୀଙ୍କୁ…

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ

ଭୁବନେଶ୍ବର,୫।୭: ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶରୁ…

ସୁରେନ୍ଦ୍ରନାଥଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ, ଚାଲିକି ଯାଇ…

ଭୁବନେଶ୍ୱର,୫।୭: କାକଟପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ  ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ…

ବବି ଦାସଙ୍କ ନାମରେ ଏତଲା

ଭୁବନେଶ୍ୱର,୪ା୭: ବିଜେଡି ସଂଗଠନର ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ନାମରେ ଶୁକ୍ରବାର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିବା ଜଣାପଡ଼ିଛି। ବବି ଅନୁମତି ନ ନେଇ ସରକାରୀ ବାସଭବନରେ ନିର୍ମାଣ କାର୍ଯ୍ୟ କରିଥିବା ଅଭିଯୋଗ କରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି…

ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଲେ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୫।୭: ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଛନ୍ତି। ସୁଡା ପ୍ରକଳ୍ପ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ଏବଂ ପୌର ନିର୍ଦ୍ଦେଶକ ଥିବା ସଂଗ୍ରାମଜିତ୍‌ ନାୟକଙ୍କ ହଟାଯାଇଛି। ସାରଦାଙ୍କ ସ୍ଥାନରେ ରବୀନ୍ଦ୍ର କୁମାର ସାହୁ ସୁଡା ନିର୍ଦ୍ଦେଶକ…

ପିଲାଙ୍କ ପାଇଁ ଆସିଲା ଖୁସିଖବର: ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର, କେବେଠୁ ହେବ ଲାଗୁ

ଭୁବନେଶ୍ୱର,୫।୭: ସ୍କୁଲ ପିଲାଙ୍କ ପାଇଁ ଆସିଲା ଖୁସିଖବର। ଏଣିକି ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ । ଅପହଞ୍ଚ ଅଞ୍ଚଳରେ ପିଲାଙ୍କ ଶିକ୍ଷା ପାଇଁ ସରକାର ଯୋଜନା କରୁଛନ୍ତି। ସ୍କୁଲ ଦୂରରେ ଥିବାରୁ ସମସ୍ୟାର ସମ୍ମୁଖୀନ…

ଦାରିଙ୍ଗବାଡ଼ିରେ ଲାଗିବ ଜାପାନ ଚେରି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୭: ରାଜ୍ୟରେ ୫ କୋଟି ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ବୃକ୍ଷରୋପଣରେ ଓଡ଼ିଶା ଦେଶରେ ଏକ ନମ୍ବର ହେବ। ‘ଏକ୍‌ ପେଡ୍‌ ମାଆ କେ ନାମ୍‌’ କାର୍ଯ୍ୟକ୍ରମରେ ୧ ଲକ୍ଷ ୪୫ ହଜାର ଗଛ ଲାଗିଛି।…

ରତ୍ନଭଣ୍ଡାର ପ୍ରସଙ୍ଗ: ପ୍ରମିଳାଙ୍କୁ ଏମିତି କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ…

ଭୁବନେଶ୍ୱର,୫।୭: ରତ୍ନଭଣ୍ଡାର ଖୋଲିବା ନେଇ ପୂର୍ବରୁ ଗଠିତ କମିଟି ଭଙ୍ଗାଯାଇ ରାଜ୍ୟ ସରକାର ୧୬ ଜଣିଆ ନୂତନ କମିଟି ଗଠନ କରିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ନିଜର ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ମନ୍ଦ…

ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ: ରାଗିଯାଇ ଏମିତି କହିଲେ ପ୍ରମିଳା

ଭୁବନେଶ୍ୱର,୫।୭: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା, ଅଳଙ୍କାର ଗୁଡ଼ିକର ଗଣନା ପାଇଁ ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟ ପୂର୍ବତନ ବିଚାରପତି ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରିଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ପୂର୍ବରୁ ଗଠିତ କମିଟି ଭଙ୍ଗାଯାଇ  ରାଜ୍ୟ ସରକାର…

ଜଣେ ଓଡ଼ିଆ ହେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଜାଣନ୍ତୁ ସେ କିଏ, ଯାହାଙ୍କ ନାଁରେ ହେଉଛି ଚର୍ଚ୍ଚା

ଭୁବନେଶ୍ୱର,୫।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୦୬ ବ୍ୟାଚ ଆଇଏଏସ ମନୋଜ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇପାରେ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଏହାକୁ ନେଇ ଏବେ ସ୍ପଷ୍ଟ ହୋଇନାହିଁ। ସୂଚନା ଅନୁସାରେ, ଏଜିଏମୟୁଟି କ୍ୟାଡର ୨୦୦୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri