ମେଟ୍ରୋ

ସଂସଦରେ ଓଡ଼ିଶା ସମସ୍ୟା ଉଠାଅ

ଭୁବନେଶ୍ୱର,୧୭।୭(ବ୍ୟୁରୋ): କିଛିଦିନ ହେଲା ଭାଜପାର କେତେକ ନିଷ୍ପତ୍ତି ଏବଂ ଅନେକ କିଛି ରାଜନୈତିକ ଘଟଣାକ୍ରମ ସହ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିଜେଡିର ସମର୍ଥନ ଆଦି କଥାକୁ ନେଇ ବିଜେଡି ସହ ରାଜ୍ୟ ମୁଖ୍ୟ ବିରୋଧୀ ଦଳ ସମ୍ପର୍କ ବାବଦରେ ଭିନ୍ନ...

ମଦ ପିଇ ମରିଛନ୍ତି ୫୦ ଜଣ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ବିଷାକ୍ତ ମଦ ପିଇବା ଦ୍ୱାରା ରାଜ୍ୟରେ କେତେଜଣଙ୍କ ଜୀବନ ଯାଇଛି ବୋଲି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଜାଣିବାକୁ ଚାହିଁଥିଲେ। ବିଧାନସଭାରେ ସାଲୁଜା ପଚାରିଥିବା ଏହି ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଥିଲେ, ୨୦୧୦ରୁ ୨୦୨୨...

ଆଉ ୨ଦିନ ବର୍ଷିବ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏପରିକି କେତେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁ ଯାତାୟାତ ଠପ୍‌ ହୋଇଯାଇଛି ଓ ନଦୀରେ ପାଣି ମଧ୍ୟ ବଢ଼ିଛି। ଆସନ୍ତା ୨ଦିନ ଏହିଭଳି...

ଆଜି ଆଇସିଏସ୍‌ଇ ଦଶମ ରେଜଲ୍ଟ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ଅପରାହ୍ନ ୫ଟାରେ ପ୍ରକାଶ ପାଇବ। ଏ ନେଇ ଶନିବାର ସିଆଇଏସ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ରମାନେ ଓ୍ବେବ୍‌ସାଇଟ୍‌...

ଦ୍ରୌପଦୀ ମୁର୍ମୁଙ୍କ ବିଜୟ କାମନା ଲାଗି ପୂଜାର୍ଚ୍ଚନା କରିବ ଭାଜପା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ କାମନା କରି ରବିବାର ରାଜ୍ୟର ସମସ୍ତ ମନ୍ଦିରରେ ରାଜ୍ୟ ଭାଜପା ପକ୍ଷରୁ ପୂଜାର୍ଚ୍ଚନା କରାଯିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଭାଜପାର...

ବୀମା କମ୍ପାନୀ ଚକ୍ରବୂ୍ୟହରେ ଚାଷୀ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଚାଷୀମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ପାଉନାହାନ୍ତି। ବୀମା କମ୍ପାନୀ ଓ ସରକାରୀ ଅଧିକାରୀଙ୍କ ମଧୁଚନ୍ଦ୍ରିକାରେ ଚାଷୀମାନେ ଫସି ଯାଇଛନ୍ତି। ଘରୋଇ କମ୍ପାନୀ ଲାଭ ଖାଉଛନ୍ତି। କେବଳ ବୀମା ନୁହେଁ, ଚାଷୀମାନେ ଋଣ ମଧ୍ୟ ପାଇ ପାରୁନାହାନ୍ତି। ଅଧିକ...

ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ସମସ୍ୟା ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ୟୁକ୍ରେନ୍‌-ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଭୀଷିକାରେ ୟୁକ୍ରେନର ବିଭିନ୍ନ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠ ପଢ଼ୁଥିବା ଛାତ୍ରୀଛାତ୍ରଙ୍କର ଭବିଷ୍ୟତ ଆଜି ଅନିଶ୍ଚିତତା ମଧ୍ୟରେ ଗତି କରୁଛି ା ୟୁକ୍ରେନ ଫେରନ୍ତା ଓଡ଼ିଶାର ଛାତ୍ରୀଛାତ୍ର ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର...

କଠୋର ହେଲା ବିଏମ୍‌ସି: ଏଣିକି ମାସ୍କ ନ ପିନ୍ଧିଲେ କିଛି ମିଳିବ ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେଥିରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ କଡା ନିର୍ଦ୍ଦେଶନାମା ଜାରି କରିଛି। ତଦନୁଯାୟୀ ଏଣିକି...

କାଶୀପୁର ଝାଡ଼ାବାନ୍ତି ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପି ଜୀବନ ହାନି ଘଟିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୫୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୨୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

କୋଣାର୍କ ଏକ୍ସପ୍ରେସରେ ଲାଗିଲା ନିଆଁ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଭୁବନେଶ୍ବରରୁ ମୁମ୍ବାଇ ଯାଉଥିବା କୋଣାର୍କ ଏକ୍ସପ୍ରେସରେ ନିଆଁ ଲାଗିଯାଇଥିଲା। ଫଳରେ ଯାତ୍ରୀମାନେ ଆତଙ୍କିତ ହୋଇପଡ଼ିଥିଲେ। ସୂଚନାନୁଯାୟୀ, ଭୁବନେଶ୍ୱର ଷ୍ଟେଶନରୁ ଅପରାହ୍ନ ୩ଟା ୨୦ରେ କୋଣାର୍କ ଏକ୍ସପ୍ରେସ ଛାଡ଼ିଥିଲା। କିଛି ବାଟ ଯିବା ପରେ ଏସି ବଗିର ତଳେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri