ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ ହୋଇଥିବାବେଳେ ଘଷିପୁରାର ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଦ୍ବିତୀୟ ବଡ଼ ଧନୀ ପ୍ରାର୍ଥୀ।...
୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୪ ଅବପାତ!
ଭୁବନେଶ୍ୱର,୧୮।୫: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ...
ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି
ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ମେ ୧୯ରେ ମୋଦି ଭୁବନେଶ୍ୱରରେ ପହଞ୍ଚିବେ।...
ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ
ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତଦାନ କରିବାକୁ ଯାଉଛନ୍ତି। ସେଥିମଧ୍ୟରେ ୧୮ରୁ ୧୯ ବର୍ଷର ପ୍ରଥମ...
ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ
ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳଙ୍କ ଏନେଇ ସୂଚନା ଦେଇଛନ୍ତି। ନଗଦ ଟଙ୍କା ସହ ୩୧ ଲକ୍ଷ ଲିଟର...
ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍
ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ ଦାସଙ୍କ କୋଲାବିରା ଘରେ ଏହି ରେଡ କରାଯାଇଛି। ୨ ଜଣିଆ ଆୟକର ଟିମ...
ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ
ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା ଧରି ଜେରା କରିଛି। ଶୁକ୍ରବାର ଆୟକର ବିଭାଗ ବିଶାଳଙ୍କୁ ଝାରସୁଗୁଡାର ଏକ ଘରୋଇ...
୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର
ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ନିର୍ବାଚନ ପ୍ରଚାର ଶେଷଦିନରେ ବହୁ କେନ୍ଦ୍ରୀୟ ନେତା ପ୍ରଚାର କରିବେ।...
ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ
ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଉରକେଲାର ନିର୍ବାଚନୀ ସଭାରେ...
ଏମ୍ବିକେ, ଆଶାକର୍ମୀଙ୍କୁ ଧମକ ଦେଉଛନ୍ତି ଭାଜପା ନେତା
ଭୁବନେଶ୍ୱର, ୧୮।୫ (ବନ୍ଦନା ସେଠୀ): ସମ୍ବଲପୁରରେ ଭାଜପା ନେତା ମହିଳାଙ୍କୁ ଡରାଇବା, ଖରାପ ଭାଷାରେ ଗାଳିଗୁଲଜ କରିବା ଓ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ ହୋଇଛି ବିଜେଡି। ଦଳର ବରିଷ୍ଠ ନେତ୍ରୀ ସୁଲତା ଦେଓ, ମଧୁସ୍ମିତା ନାୟକ,...
ଆଜି ଆସିବେ ସଚିନ ପାଇଲଟ
ଭୁବନେଶ୍ୱର, ୧୮।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ...
ଜୁଲାଇ ୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର, ୧୮ା୫(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୪) ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାରଠାରୁ ଆବେଦନ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...
Archives


