ମେଟ୍ରୋ

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସଜାଗ ଅଛୁ କହିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୯: ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି କହିଛନ୍ତି…

ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ଟାର୍ଗେଟ୍‌, କପି କଲୁ ବୋଲି ଯେଉଁ କହୁଛନ୍ତି, ସେମାନେ ତ କାଳିଆ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ନୂଆଖାଇ ଅବସରରେ ରାଜ୍ୟର ଭାଜପା ସରକାର ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବା ସଙ୍ଗେ ସଙ୍ଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ବନ୍ଧିତ ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏହି ଯୋଜନା ଦ୍ୱାରା ଚାଷୀ ଉପକୃତ ହେବେ ବୋଲି…

ରେଷ୍ଟୁରାଣ୍ଟ ଭିତରକୁ ପଶିଆସିଲେ, ଯାହାକୁ ପାରିଲେ ତାକୁ ପିଟିଲେ: ଯିଏ ଯୁଆଡେ ପାରିଲେ …

ଭୁବନେଶ୍ୱର,୯।୯: ରେଷ୍ଟୁରାଣ୍ଟ ଭିତରକୁ ପଶିଆସିଲେ, ଯାହାକୁ ପାରିଲେ ତାକୁ ପିଟିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀର ଚନ୍ଦକା ପଥରଗଡ଼ିଆ ରସ୍ତାରେଥିବା ଏକ ରେଷ୍ଟୁରାଣ୍ଟରେ। କିଛି ଦୁର୍ବୃତ୍ତ ରେଷ୍ଟୁରାଣ୍ଟ ଭିତରକୁ ଆସିଥିଲେ। ସିଟ ନ ମିଳିବାରୁ ରେଷ୍ଟୁରାଣ୍ଟରେ ବସିଥିବା କେତେକ ଯୁବକଙ୍କୁ…

ପୁଣି ଧର୍ମେନ୍ଦ୍ରଙ୍କ ବଡ଼ ବୟାନ, କହିଲେ ବଲାଙ୍ଗୀର, ସମ୍ବଲପୁରରେ ସବୁଠୁ ଶାସନ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଜନାଦେଶ ସ୍ବୀକୃତି ପାଇଥିବା ଭାଜପା ସରକାର ବହୁତ କମ୍‌ ସମୟ ମଧ୍ୟରେ ଅନେକ କଲ୍ୟାଣକାରୀ ଯୋଜନାକୁ କାର୍ଯ୍ୟକାରୀ କରୁଛି। ଗରିବ, ଚାଷୀ, ମହିଳା, ଯୁବକ, ପଛୁଆ ତଥା ସବୁ ବର୍ଗର ଉନ୍ନତି ଡବଲ ଇଞ୍ଜିନ ସରକାରର ପ୍ରତିବଦ୍ଧତାରେ…

କାହିଁକି ଭଙ୍ଗାହେବ ଦିଲ୍ଲୀ ସ୍ଥିତ  ଓଡ଼ିଶା ଭବନ:  ରାଜ୍ୟ ସରକାର କହିଲେ…

ଭୁବନେଶ୍ୱର,୯।୯: ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ । ଏହାକୁ ରାଜ୍ୟ ସରକାର ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ,…

୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩…

ପ୍ରଥମ ଥର ମୁହଁ ଖୋଲିଲେ ମନୋଜ ମିଶ୍ରଙ୍କ ସ୍ତ୍ରୀ, କହୁ କହୁ କହିଦେଲେ ଏମିତି…

ଭୁବନେଶ୍ୱର,୮।୯: ଓଡ଼ିଆ ସିନେମାର ସ୍ଥିତି ଏବେ ଏବେ କିଛି ମାତ୍ରାରେ ସୁଧୁରିବାବେଳେ ବିବାଦ ଓ କଳି ସିନେ ଜଗତକୁ ପୁଣି ପଛକୁ ନେଇଯାଉଛି। ପାଖାପାଖି ବର୍ଷେ ତଳେ ଓଲିଉଡକୁ ନେଇ ଏକ ବଡ଼ ବିବାଦ ମୁଣ୍ଡ ଟେକିଥିଲା। ସେ କଥାର ସମାଧାନ…

ସିଏମ କିଷାନକୁ ନେଇ ଟାର୍ଗେଟ କଲେ ସମ୍ବିତ ରାଉତରାୟ, କହିଲେ ନାଁ ବଦଳାଇଦେଲେ…

ଭୁବନେଶ୍ୱର,୮।୯: ରାଜ୍ୟର ଭାଜପା ସରକାର ନୂଆଖାଇ ଅବସରରେ ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାକୁ ନେଇ ରାଜ୍ୟ ସରକାର ଚାଷୀଙ୍କ ଉପକାର ହେବ ବୋଲି କହୁଥିବା ବେଳେ ଟାର୍ଗେଟ କରିଛି ବିରୋଧୀ ବିଜେଡି। ଏହି ଯୋଜନାକୁ ନେଇ ଶାସକ…

ଧର୍ମେନ୍ଦ୍ରଙ୍କ ବିସ୍ଫୋରକ ବୟାନ, କହିଲେ ମଉଜ ପାଇ ନବୀନ-ପାଣ୍ଡିଆନ…

ସମ୍ବଲପୁର,୮।୯: ସମ୍ବଲପୁରରେ ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତେବେ ଏ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ତେବେ ଏଥିରେ ସେ ସମ୍ବୋଧନ କରି କହିଛନ୍ତି, ଓଡ଼ିଆ ଅସ୍ମିତାର ବିଜୟ…

ସମ୍ବଲପୁରରେ ହେବ ଦ୍ୱିତୀୟ ଏମ୍ସ, ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୮।୯: ରାଜ୍ୟରେ ହେବାକୁ ଯାଉଛି ଦ୍ୱିତୀୟ ଏମ୍ସ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଏମ୍ସ ସମ୍ବଲପୁରରେ ହେବାକୁ ଯାଉଛି । ରାଜ୍ୟ ସରକାର ଏନେଇ…

CM Kisan Yojana: କୃଷକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ ଖାତାକୁ ଆସିବ କେତେ ଟଙ୍କା…

ଭୁବନେଶ୍ୱର,୮।୯: ନୂଆଁଖାଇରେ ବଡ଼ ଭେଟି ଦେଲେ ସରକାର। ଆଜି ଆକାଉଣ୍ଟକୁ ଆସିବ ସିଏମ କିଷାନ ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ. କିଷାନ ଯୋଜନାର ରବିବାର ନୂଆଁଖାଇ ଅବସରରେ ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ବିନୀ ପ୍ରେକ୍ଷାଳୟରେ ଆୟୋଜିତ…

ଦୁର୍ଗା ପୂଜା ଭସାଣିରେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍‌ ମନା

କଟକ,୮।୯: ଚଳିତବର୍ଷ ଦୁର୍ଗାପୂଜା ଭସାଣି ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବାକୁ ଅଣ୍ଟା ଭିଡିଛି ଦୋୖତ ନଗରୀ ପୋଲିସ । ପୂର୍ବରୁ ଭସାଣି ସମୟରେ ଡିଜେ ନ ବଜାଇବାକୁ ନିଷ୍ପତ୍ତି ହୋଇଥିବା ବେଳେ ଏବେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?