ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ: ରାଗିଯାଇ ଏମିତି କହିଲେ ପ୍ରମିଳା
ଭୁବନେଶ୍ୱର,୫।୭: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା, ଅଳଙ୍କାର ଗୁଡ଼ିକର ଗଣନା ପାଇଁ ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟ ପୂର୍ବତନ ବିଚାରପତି ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରିଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ପୂର୍ବରୁ ଗଠିତ କମିଟି ଭଙ୍ଗାଯାଇ ରାଜ୍ୟ ସରକାର…
ଜଣେ ଓଡ଼ିଆ ହେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଜାଣନ୍ତୁ ସେ କିଏ, ଯାହାଙ୍କ ନାଁରେ ହେଉଛି ଚର୍ଚ୍ଚା
ଭୁବନେଶ୍ୱର,୫।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୦୬ ବ୍ୟାଚ ଆଇଏଏସ ମନୋଜ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇପାରେ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଏହାକୁ ନେଇ ଏବେ ସ୍ପଷ୍ଟ ହୋଇନାହିଁ। ସୂଚନା ଅନୁସାରେ, ଏଜିଏମୟୁଟି କ୍ୟାଡର ୨୦୦୬…
ଲାଇସେନ୍ସକୁ ନେଇ ବଡ଼ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ, ଏଣିକି ଦିନକରେ ମିଳିବ…
ଭୁବନେଶ୍ୱର,୫।୭: ଏଣିକି ଦିନକରେ ମିଳିବ ପ୍ରୋଭିଜିନାଲ ଟ୍ରେଡ ଲାଇସେନ୍ସ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ନଗର ଉନ୍ନୟନ ବିଭାଗର ୫ଟି ସେବାକୁ ଓଡ଼ିଶା ଲୋକସେବା ଅଧିକାର ଆଇନ-୨୦୧୨ରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି…
ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୭: ପୁରୀ ଜିଲା କାକଟପୁର ନିର୍ବାଚନ ମଣ୍ଡଳୀର ପୂର୍ଵତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି, ସ୍ବର୍ଗତ ନାୟକ ଜଣେ…
୬ରୁ ବର୍ଷା ପରିମାଣ ବଢ଼ିବ
ଭୁବନେଶ୍ୱର,୫।୭(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଛି। ପ୍ରାୟ ସମସ୍ତ ଜିଲାରେ ବର୍ଷା ହେଉଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେଉଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି। ତେବେ ବଙ୍ଗୋପସାଗରରେ ଏବେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆସନ୍ତା…
ପରପାରିରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ
ଭୁବନେଶ୍ୱର,୫।୭: କାକଟପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। …
ତାଗିଦ ପରେ ବି ମୁହଁ ଖୋଲିଲେ ବିଜେଡି କର୍ପୋରେଟର୍
ଭୁବନେଶ୍ୱର, ୫।୭ (ବନ୍ଦନା ସେଠୀ):ଭୁବନେଶ୍ୱର ବିଜେଡିର ସାଙ୍ଗଠନିକ ଜିଲା ସଭାପତି ସୁଶାନ୍ତ ରାଉତଙ୍କ ତାଗିଦା ପରେ ବି ମୁହଁ ବନ୍ଦ କରିପାରିନାହାନ୍ତି ବିଜେଡି କର୍ପୋରେଟର ବିରଞ୍ଚତ୍ ନାରାୟଣ ମହାସୁପକାର। ଗଣମାଧ୍ୟମକୁ ବିବୃତ୍ତି ଦେଇ ସେ କହିଛନ୍ତି, ଦଳର ସଭାପତି ନବୀନ ପଟ୍ଟନାୟକ…
ବିଜେଡି କର୍ପୋରେଟରଙ୍କୁ ଦଳୀୟ କଟକଣା
ଭୁବନେଶ୍ୱର, ୫।୭ (ବନ୍ଦନା ସେଠୀ):ଭୁବନେଶ୍ୱର ମହାନଗର ନିଗମ ବିଜେଡିରେ ଫାଟ ସୃଷ୍ଟିକୁ ନେଇ ଚର୍ଚ୍ଚା ଲାଗିରହିଛି। ଏପରିସ୍ଥିତିରେ ଏହାକୁ ନେଇ ବିଜେଡି କର୍ପୋରେଟରଙ୍କ ବୈଠକ ଏବଂ ପରସ୍ପରକୁ ଆରୋପ ପ୍ରତ୍ୟାରୋପ ପରେ ଦଳ ପକ୍ଷରୁ କଟକଣା ଜାରି ହୋଇଛି। ଏଣିକି ଦଳର…
ଏ ବର୍ଷ ବଦଳିବନି ସ୍କୁଲ ପୋଷାକ: ଜଣକ ପିଛା ମିଳିବ ୫୦୦ ଟଙ୍କା
ଭୁବନେଶ୍ୱର,୪।୭(ଅସମାପିକା ସାହୁ): ଶିକ୍ଷାବର୍ଷ ୨୦୨୪-୨୫ ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଣକ ପିଛା ୫୦୦…
ନକଲି ଚେକ୍ରେ ଡିଏମ୍ଏଫ୍ ଆକାଉଣ୍ଟରୁ ୯.୬ କୋଟି ହଡ଼ପ ମାମଲା: ଆହୁଜା ଆଣ୍ଡ୍ ଆସୋସିଏଟ୍ସ ମାଲିକ ଗିରଫ
ଭୁବନେଶ୍ୱର,୫।୭(ସତ୍ୟଜିତ୍ ରାଉତ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ)ରେ ଥିବା ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍ଏଫ୍)ର ଆକାଉଣ୍ଟରୁ ନକଲି ଚେକ୍ ଜରିଆରେ ୯.୬ କୋଟି ଟଙ୍କା ହଡ଼ପ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଆଉ ଜଣେ…
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ବଢିବ ଓଡ୍ରାଫ୍ ୧୦ ୟୁନିଟ୍
ଭୁବନେଶ୍ୱର,୪ା୭(ଅନିଲ ଦାସ): କଟକ, ଭୁବନେଶ୍ୱର ଓ ଅନ୍ୟାନ୍ୟ ସହରାଞ୍ଚଳରେ ବନ୍ୟା ପରିଚାଳନା ପାଇଁ ଆଇଆଇଟି ଦିଲ୍ଲୀର ବୈଷୟିକ ସହାୟତା ନିଆଯାଇ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ। ରାଜ୍ୟ, ଜିଲା ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍ କାର୍ଯ୍ୟ…
ସରକାରଙ୍କ ବଡ଼ ନିଷ୍ପତ୍ତି: ଓଡ଼ିଆରେ ହେବ ଡାକ୍ତରୀ ପାଠପଢ଼ା
ଭୁବନେଶ୍ୱର,୫ା୭(ବନ୍ଦନା ସେଠୀ):ରାଜ୍ୟରେ ଓଡ଼ିଆ ଭାଷାରେ ଡାକ୍ତରୀ ପାଠ ପଢାଯିବ। ଏଥିପାଇଁ କେଉଁସବୁ ବ୍ୟବସ୍ଥା ଆପଣାଯିବ ତାହା ସ୍ଥିର କରିବା ପାଇଁ ରାଜ୍ୟ ସରକାର ଏକ ୨୨ଜଣିଆ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଏମ୍ବିବିଏସ୍ କୋର୍ସ ପାଇଁ ଆବଶ୍ୟକ ପାଠ୍ୟପୁସ୍ତକକୁ ଓଡ଼ିଆରେ ଅନୁବାଦ…
Archives


