ମୁଖ୍ୟମନ୍ତ୍ରୀଙ୍କ ପାଇଁ କେନ୍ଦୁଝରରୁ କେନ୍ଦୁ ଆଣିଥିଲେ ଜଣେ ବ୍ୟକ୍ତି: ଏହା ଦେଖିବା ପରେ ହଠାତ୍…
ଭୁବନେଶ୍ୱର,୪।୮:ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝି ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖଦୁଃଖ ହେଉଛନ୍ତି ଏବଂ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଆଶ୍ୱାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ…
ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ କଲେ ମୁଖ୍ୟମନ୍ତ୍ରୀ, ଯୁଦ୍ଧକାଳୀନ ଭିତ୍ତିରେ ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ଦେଲେ ନିର୍ଦ୍ଦେଶ
ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ। ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି କାର୍ଯ୍ୟ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଣ୍ଠୁ…
‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’
ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା…
ଆଜିଠୁ ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ
ଭୁବନେଶ୍ୱର,୪।୭: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ…
କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା
କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ ଅପେକ୍ଷା କରିଛନ୍ତି ଏହି ଦିନକୁ। ହେଲେ ଦେବସ୍ନାନ ପୂର୍ଣ୍ଣିମା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଣସର ବା…
ଥମୁନି ବିଜେଡି କର୍ପୋରେଟର ବିବାଦ
ଭୁବନେଶ୍ୱର, ୪।୭(ଅନିଲ ଦାସ/ବନ୍ଦନା ସେଠୀ)ଗତ ସାଧାରଣ ନିର୍ବାଚନ ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମର ୨ ବିଜେଡି କର୍ପୋରେଟର ଅମରେଶ ଜେନା ଓ ବିରଞ୍ଚି ନାରାୟଣ ମହାସୁପକାର ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ଏକାମ୍ର ବିଧାୟକ ଅଶୋକ ପଣ୍ଡାଙ୍କ…
ବିଜେଡି ଅମଳରେ ଦରଦାମ୍ ଥିଲା ଆକାଶ ଛୁଆଁ: ଭାଜପା
ଭୁବନେଶ୍ୱର, ୪।୭(ସୁନିତ୍ ମିଶ୍ର)ଦରଦାମ ନିୟନ୍ତ୍ରଣ କରିବା ପାଇଁ ପ୍ରଳାପ କରୁଥିବା ବିଜେଡି ଗତ ୨୫ ବର୍ଷରେ ଏଥିପାଇଁ କୌଣସି ପଦକ୍ଷେପ ନେଇ ନ ଥିଲା। ଫଳରେ କିଛିବର୍ଷ ହେବ ପରିବା ଦର ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଭାଜପା ମାତ୍ର ୨୧ ଦିନ…
ଦୃଢ଼ହେବ ବନ୍ୟପ୍ରାଣୀ ଅପରାଧ ମାମଲା
ଭୁବନେଶ୍ୱର, ୪।୭(ଅସମାପିକା ସାହୁ)ଦେଶରେ ନୂଆ ଆପରାଧିକ ଆଇନ ଲାଗୁ ହୋଇଛି। ତେବେ ବନ୍ୟପ୍ରାଣୀ(ସଂରକ୍ଷଣ) ଆଇନରେ ସେପରି ପରିବର୍ତ୍ତନ ହୋଇ ନ ଥିଲେ ମଧ୍ୟ ଓଡ଼ିଶା ବନ ବିଭାଗ ରାଜ୍ୟରେ ବନ୍ୟପ୍ରାଣୀ ଶିକାର, ଚୋରା ଚାଲାଣ ସହ ବିଭିନ୍ନ ଅପରାଧ ରୋକିବାକୁ ନୂଆ…
୫ ମହାନଗର ପାଇଁ ଆସିବ ୪୦୦ ଇ-ବସ୍
ଭୁବନେଶ୍ୱର,୪।୭ (ଅନିଲ ଦାସ)ପ୍ରଧାନମନ୍ତ୍ରୀ ଇ-ବସ୍ ସେବା ଯୋଜନାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ପାଇଁ ୪୦୦ ଇ-ବସ୍ ଅଣାଯିବ। ଭୁବନେଶ୍ୱର, କଟକ ଓ ରାଉରକେଲା ସହର ପାଇଁ ୧୦୦ ଲେଖାଏ ଏବଂ ସମ୍ବଲପୁର ଓ ବ୍ରହ୍ମପୁର ସହର ପାଇଁ ୫୦ଟି…
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମୀର ଦାଶଙ୍କୁ ମିଳିଲା ନିଯୁକ୍ତି
ଭୁବନେଶ୍ୱର, ୩।୭(ସୁନିତ୍ ମିଶ୍ର): ଓଏଏସ୍ ଅଫିସର ତଥା ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁବିକାଶ ବିଭାଗର ଅଣ୍ଡର ସେକ୍ଟ୍ରେଟାରି ସମୀର ଦାଶ ଯିଏ କି ପୂର୍ବରୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସରରେ ନିଯୁକ୍ତି ପାଇଥିଲେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନୂଆ…
ଗର୍ଭ ଧାରଣ କଲା ଧଳା ବାଘୁଣୀ ମୌସୁମୀ, ନନ୍ଦନକାନନ ପାଇଁ ଆଶା ସଞ୍ଚାର
ଭୁବନେଶ୍ୱର,୩।୭: ନନ୍ଦନକାନନ ପାଇଁ ନୂଆ ଅଶାର ସଞ୍ଚାର ସୃଷ୍ଟି କରିଛି ଧଳା ବାଘୁଣୀ ମୌସୁମୀ। ଅଗଷ୍ଟ ୫, ୨୦୧୬ ରେ ଜନ୍ମ ହୋଇଥିବା ମୌସୁମୀ ଗର୍ଭଧାରଣ ସହିତ ବାଘ ସଂରକ୍ଷଣରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏକ ମହତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି।…
Archives


