ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ
ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍ ଫେରାଇ ନେଇଥିଲା। ଯାହା ପରେ ସେ...
ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…
ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର ପ୍ରଚାର ଗାଡ଼ି ଆସିଯିବାରୁ ଖାର୍ଗେ ରାଗିଯାଇ କହିଛନ୍ତି, ଏ କଣ ହେଉଛି, ପୋଲିସ...
+୯୨ ନମ୍ବରରୁ କଲ୍ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍…
ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ନମ୍ବର ହ୍ବାଟ୍ସଆପ କଲ ଆସିଲେ ସାବଧାନ ରହିବାକୁ ପରାମର୍ଶ...
ଖାର୍ଗେ ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ ବିଜେଡି-ଭାଜପା…
ଭୁବନେଶ୍ୱର,୧୬।୫: ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ବିଜେଡି ଓ ଭାଜପା ଉପରେ ବର୍ଷଛନ୍ତି। ଖାର୍ଗେ କହିଛନ୍ତି, ଓଡ଼ିଶାରେ ବିଜେଡି ୨୪ ବର୍ଷ ଶାସନ କଲେ ମଧ୍ୟ ଏଠାକାର ଲୋକଙ୍କ କିଛି ବି ବିକାଶ ହୋଇନି।...
ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…
ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ ଲେଖିଛନ୍ତି, ମୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମନେ...
‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’
ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ ରହି ନାହିଁ। ତାହା ଏବେ ପାଣ୍ଡୁ ଜନତା ଦଳ। ଆପଣ ଯଦି ବିଜେଡିକୁ...
ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା
ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ମିଶ୍ରଣପର୍ବରେ ସେ ବିଜେଡିରେ ମିଶିଛନ୍ତି। ପ୍ରକାଶ ଯେ, ଆଜି ସେ ଭାଜପାର...
ଅନୁଭବଙ୍କୁ ନେଇ ଆସିଲା ବଡ଼ ଖବର
ଭୁବନେଶ୍ୱର,୧୬।୫: ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି । କେନ୍ଦ୍ରାପଡା ଏମପି ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି ମିଳିଛି । ଆଉ ଗିରଫ ହେବେନି ଅନୁଭବ । ଅନୁଭବଙ୍କ ଗିରଫଦାରୀ ଉପରେ ରୋକ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ...
ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି
ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ...
ରୋଡ ଶୋ’ବେଳେ ସାଂଘାତିକ କଥା କହିଦେଲେ ନଡ୍ଡା, ନବୀନବାବୁ…
ଭୁବନେଶ୍ୱର,୧୬।୫: ଭାଜପାର କେନ୍ଦ୍ରୀୟ ନେତୃତ୍ୱଙ୍କ ନଜରରେ ଓଡ଼ିଶା। ରାଜ୍ୟକୁ ଦଖଲ କରିବା ପାଇଁ ବାରବାର ଓଡିଶା ଗସ୍ତ କରୁଛନ୍ତି ଦଳର ଶୀର୍ଷ ନେତା। ବିଜେଡି ନେତାଙ୍କୁ ଘେରାବନ୍ଦୀ କରି ଜୋରଦାର ପ୍ରଚାରରେ ଲାଗିପଡିଛନ୍ତି ଭାଜପା ନେତା। ଏହି କ୍ରମରେ ବୁଧବାର...
ରାଜଧାନୀରେ ନଡ୍ଡାଙ୍କ ମେଗା ରୋଡ ଶୋ’: ହଜାର ହଜାର କର୍ମୀଙ୍କ ଭିଡ଼
ଭୁବନେଶ୍ୱର,୧୬।୫: ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନେତାମାନେ ଓଡ଼ିଶାରେ ଡେରା ପକାଇଛନ୍ତି। ଏହି କ୍ରମରେ ଗୁରୁବାର ଭାଜପାର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଭୁବନେଶ୍ୱରଠାରେ ଅନୁଷ୍ଠିତ ଏକ ରୋଡ ଶୋ’ କାର୍ଯ୍ୟକ୍ରମରେ ଯୋଗଦେବା ଦେଇଛନ୍ତି। ଏମ୍ପି ପ୍ରାର୍ଥୀ ଅପରାଜିତ ଷଡଙ୍ଗୀ...
୧୮ରୁ ପୁଣି ହିଟ୍ ଓ୍ବେଭ୍
ଭୁବନେଶ୍ୱର, ୧୬।୫(ଅସମାପିକା ସାହୁ)ରାଜ୍ୟରେ ଏବେ କାଳବୈଶାଖୀ ଜାରି ରହିଛି। ଏହା ସତ୍ତ୍ୱେ ତାପମାତ୍ରା ମଧ୍ୟ ବଢ଼ି ଚାଲିଛି। ତେବେ ମୌସୁମୀ ଆସିବା ପୂର୍ବରୁ ତାତି ଅସହ୍ୟ ହୋଇପଡିବ। ଆସନ୍ତା ୧୮ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣି ଗ୍ରୀଷ୍ମ ପ୍ରବାହ...
Archives


