ମେଟ୍ରୋ

ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ

କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍‌ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର...

ଭାଜପାର ଅଚ୍ଛେଦିନ୍‌ କୁଆଡ଼େ ଗଲା: ନବୀନ

ଭୁବନେଶ୍ୱର,୧୬ା୫ (ଅନିଲ ଦାସ)ଭାଜପା କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛି, ଅଚ୍ଛେଦିନ କୁଆଡ଼େ ଗଲା। ଉତ୍ତର ଦେଉନାହାନ୍ତି କାହିଁକି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭାଜପା ନେତାମାନଙ୍କୁ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବୁଧବାର ସମ୍ବଲପୁର ଲୋକ ସଭା...

ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ, ଫାଟିଲା ଗ୍ୟାସ ସିଲିଣ୍ଡର

ଭୁବନେଶ୍ୱର,୧୬।୫:ରାତି ଅଧରେ ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଯାଇଛି । ମଞ୍ଚେଶ୍ୱର ଥାନା ପାଣ୍ଡରା ଛକ ନିକଟରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି...

ଭୁବନେଶ୍ୱରରେ ଜେପି ନଡ୍ଡା

ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ  ଏକ ବୈଠକ କରିଛନ୍ତି। ଆସନ୍ତାକାଲି ନଡ୍ଡା ରାଜଧାନୀରେ ରୋଡ୍‌ ଶୋ’ କରିବେ।...

ଓଡ଼ିଶା ଆସୁଛନ୍ତି ହେମାମାଳିନୀ

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି।  ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର...

ଭାଜପା ସରକାର ଜନବିରୋଧୀ ସରକାର: ପାଣ୍ଡିଆନ

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମୟରେ ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ସରକାର...

ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏହି ୩ ବଡ଼ ପ୍ରତିଶ୍ରୁତି, କହିଲେ…

ଦେବଗଡ଼,୧୫ା୫: ଦେବଗଡ଼ରେ ଦଳୀୟ କର୍ମୀଙ୍କ ପାଇଁ ବୁଧବାର ଜୋର୍‌ଦାର୍‌ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା ଯଥା ବିଏସ୍‌କେଓ୍ବାଇ  , ମିଶନ ଶକ୍ତି, ଲକ୍ଷ୍ମୀ ବସ୍‌, ମମତା ଯୋଜନା, ୫-ଟିସ୍କୁଲ, ନୂଆ ଓ...

ଦାନା ବାନ୍ଧୁଛି ବଡ଼ ଲଘୁଚାପ! ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୫।୫: ରାଜ୍ୟରେ ଆହୁରି ଦୁଇ ଦିନ ରହିବ କାଳବୈଶାଖୀ ପ୍ରଭାବ । ଫଳରେ ଆଜି କେତେକ ଜିଲାରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାୟଗଡ଼ା, ସୋନପୁର, ବୌଦ୍ଧ ଓ ଦେବଗଡ଼କୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଜିଲାକୁ ବର୍ଷା...

ଲଞ୍ଚ ହେଲା ମୋ ବୁଥ ଆପ୍‌, ଏମିତି ଜାଣିବେ କେଉଁଠି ଦେବେ ଭୋଟ୍‌

ଭୁବନେଶ୍ୱର,୧୫।୫: ଲଞ୍ଚ ହେଲା ମୋ ବୁଥ ଆପ୍‌ । ଆପ୍‌ ଉନ୍ମୋଚନ କରିଛନ୍ତି ଓଡିଶାର ନିର୍ବାଚନ ଅଧିକାରୀ । ଏହି ଆପ ଏବଂ ୱେବସାଇଟରୁ ଭୋଟରମାନେ ବୁଥ ସମ୍ପର୍କରେ ଜାଣି ପାରିବେ । ସେମାନେ ଗୁଗୁଲ ମ୍ୟାପ ଜରିଆରେ କେଉଁଠି...

ଡମ୍ବରୁଧରଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୫: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ। ତାଙ୍କ...

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ବିଷମ କଟକ,୧୫।୫(ବିଭୂତି ଭୂଷଣ ନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ...

ଆଜିଠୁ ଇଣ୍ଡିଆ ସ୍କିଲ୍‌ସ-୨୦୨୪

ଭୁବନେଶ୍ୱର, ୧୫।୫(ଅସମାପିକା ସାହୁ): ବିଭିନ୍ନ ବିଷୟରେ ଭାରତର ଯୁବପିଢ଼ିଙ୍କ ଦକ୍ଷତା ପ୍ରଦର୍ଶନ ଲାଗି ପ୍ରତି ଦୁଇବର୍ଷରେ ଥରେ ‘ଇଣ୍ଡିଆ ସ୍କିଲ୍‌ସ’ ପ୍ରତିଯୋଗିତା କରାଯାଉଛି। ଚଳିତ ବର୍ଷ ମେ ୧୫ରୁ ୧୯ ତାରିଖ ଯାଏ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri