ମେଟ୍ରୋ

ଆଜିଠୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩।୭ (ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ବୁଧବାରଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୦୨୪) ଆରମ୍ଭ ହେବ। ଏହି ପରୀକ୍ଷା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଦିନକୁ ୩ଟି ଶିଫ୍ଟରେ ପରୀକ୍ଷା ହେବ। ପ୍ରଥମ ଶିଫ୍ଟ…

୧୩ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୩ା୭(ଅନିଲ ଦାସ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ଜୁନ୍‌ ୮ ତାରିଖରେ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଚାଷ ପାଇଁ ଭଲ ବର୍ଷା ହୋଇନାହିଁ। ସ୍ବାଭାବିକଠାରୁ ୨୬ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ଏ ପର୍ଯ୍ୟନ୍ତ…

କେତେଜଣ ବିଜେଡି କର୍ପୋରେଟର ଭାଜପାରେ ମିଶିପାରନ୍ତି: ଅମରେଶ

ଭୁବନେଶ୍ୱର, ୩।୭ (ବନ୍ଦନା ସେଠୀ): ଭୁବନେଶ୍ବର ବିଜେଡିରେ ଫାଟ ନେଇ ଆଶଙ୍କା ବଢ଼ିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର କିଛି ବିଜେଡି କର୍ପୋରେଟର ଖୁବ୍‌ଶୀଘ୍ର ଦଳବଦଳ କରିପାରନ୍ତି ବୋଲି ଚର୍ଚ୍ଚା ଧରିଛି। ଅପରପକ୍ଷେ ଓ୍ବାର୍ଡ ନଂ. ୪୫ର ବିଜେଡି କର୍ପୋରେଟର ଅମରେଶ…

ବିଜେଡି ଏମ୍‌ପି ଏବେ ପ୍ରାଣ ବିକଳରେ କଂଗ୍ରେସ ଡଙ୍ଗାରେ: ଭାଜପା

ଭୁବନେଶ୍ୱର, ୩।୭(ସୁନିତ୍‌ ମିଶ୍ର): ବିଜେଡି ରାଜ୍ୟ ସଭା ସଦସ୍ୟା ସୁଲତା ଦେଓଙ୍କ ମୁହଁରେ କଂଗ୍ରେସର ସ୍ବର ପ୍ରତିଧ୍ୱନିତ ହୋଇଛି ବୋଲି ଭାଜପା ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ କହିଛନ୍ତି। ଏକ ବିଜ୍ଞପ୍ତି ଜରିଆରେ ସେ କହିଛନ୍ତି, ଲୋକ ସଭାରେ ବଂଶ ବୁଡ଼ିବା…

ଭାଜପାର ପ୍ରତିବାଦ, କଂଗ୍ରେସର ଜବାବ

ଭୁବନେଶ୍ୱର,୩ା୭(ସୁନିତ୍‌ ମିଶ୍ର): ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରେ ଭାଜପା ଏବଂ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମଙ୍ଗଳବାର ସନ୍ଧ୍ୟା ସମୟରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ପାର୍ଲାମେଣ୍ଟରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ଉଭୟ ଭାଜପା ଏବଂ କଂଗ୍ରେସ କର୍ମୀଙ୍କ…

ଭାଜପା ସରକାରର ମନ୍ତ୍ରୀଙ୍କୁ ମିଳିିଲା ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୨ା୭(ଅନିଲଦାସ)-ରାଜ୍ୟର ପ୍ରଥମ ଭାଜପା ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ (ପିଏସ୍‌) ଯୋଗାଇ ଦିଆଯାଇଛି । ୫ ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବ୍ୟକ୍ତିଗତ ସଚିବ ଓ ୨ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସ୍‌ଡି ଭାବେ ବରିଷ୍ଠ ଓଏଏସ୍‌ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି ।…

ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ଘରକୁ ଘେରାଉ କଲେ ଛାତ୍ର

ଭୁବନେଶ୍ୱର,୨।୭: ନିଟ ଅନିୟମିତତା ନେଇ ଜାତୀୟ ରାଜନୀତିରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୀକ୍ଷା ତ୍ରୁଟି ନେଇ ସମାଲୋଚନା କରାଯାଉଛି। ତେବେ ମଙ୍ଗଳବାର ଛାତ୍ର କଂଗ୍ରେସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ବାସଭବନକୁ ଘେରାଉ କରିଛି।…

ଟ୍ରକ ଧକ୍କାରେ ଚ୍ରାଫିକ କନଷ୍ଟେବଳ ମଧୁସୂଦନଙ୍କ ମୃତ୍ୟୁ ଘଟଣା: ୩ ଦିନ ପରେ ଚାଳକ ଗିରଫ

ଭୁବନେଶ୍ୱର,୨।୭(ସତ୍ୟଜିତ୍‌ ରାଉତ): ଟ୍ରକ ଧକ୍କାରେ ଟ୍ରାଫିକ କନଷ୍ଟେବଳ ମଧୁସୂଦନ କିର୍ସାନୀଙ୍କ ମୃତ୍ୟୁ ଘଟଣାରେ କମିଶନରେଟ୍‌ ପୋଲିସ ଅଭିଯୁକ୍ତ ଚାଳକଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ ଗହୀରଗଡିଆ ଗ୍ରାମର ପ୍ରଶାନ୍ତ କୁମାର ନାଏକ (୨୮)।…

ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ: ରାହୁଲଙ୍କ ପୋଷ୍ଟରକୁ ଗୋବର ଫିଙ୍ଗିବା ପରେ ଟେକାପଥର ମାଡ଼

ଭୁବନେଶ୍ୱର,୨।୭: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟରକ୍ୟାଣ୍ଟିନ ଛକ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ନେଇ ଭାଜପା ଏବଂ ଛାତ୍ର କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି। ରାହୁଲଙ୍କ ପୋଷ୍ଟରକୁ ଗୋବର ଫିଙ୍ଗାକୁ ଛାତ୍ର…

ମୋଦିଙ୍କ ଉପରେ ବର୍ଷିଲେ ସୁଲତା: କହିଲେ ନବୀନଙ୍କୁ ନେଇ କାହିଁକି କରୁଥିଲେ ମିଛ ପ୍ରଚାର

ଭୁବନେଶ୍ୱର,୨।୭ ରାଜ୍ୟସଭାରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ଏମ୍‌ପି ସୁଲତା ଦେଓ । ସୁଲତା କହିଛନ୍ତି, ରାଷ୍ଟ୍ରପତି ନିଜ ଅଭିଭାଷଣରେ କହିଥିଲେ କେନ୍ଦ୍ରରେ ସ୍ଥିର ଓ ବହୁମତର ସରକାର ଚାଲିଛି । ମାତ୍ର ବାସ୍ତବରେ କେନ୍ଦ୍ରରେ ମେଣ୍ଟ ସରକାର…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ: ଏହିଭଳି ରହିବ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର, ପୁରୀ, ଏବଂ ଖୋର୍ଦ୍ଧା ଆଦି ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ…

ବିଜେଡି ସରକାରରେ ବନ୍ଦ ଥିବା ସ୍କୁଲ ଏବେ ଖୋଲିବ 

ଭୁବନେଶ୍ୱର,୨।୭: ବିଜେଡି ସରକାର ଚାଲିଥିବା ବେଳେ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକ  ଖୋଲାଯିବ। ଏ ନେଇ ମଙ୍ଗଳବାର ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି ପିଲାଙ୍କୁ ପାଠ ପଢିବା ପାଇଁ ଦୂରକୁ ସ୍କୁଲ ଯିବାକୁ ପଡୁଛି, ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri