ମେଟ୍ରୋ

ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଏଭଳି କାର୍ଯ୍ୟ କରିବାକୁ ଯାଉଛନ୍ତି ମୋହନ ମାଝୀ

ସମ୍ବଲପୁର,୭।୯ (ଭବାନୀ ଶଙ୍କର ଭୋଇ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୮ ତାରିଖ ସମ୍ବଲପୁର ଗସ୍ତରେ ଆସି ନୂଆଖାଇ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ୮ ତାରିଖ ପୂର୍ବାହ୍ନ ୧୧ଟା ୩୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବିମାନ…

ବଜ୍ରପାତ ସହ ବର୍ଷା: ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬ା୯ (ଅନୁରାଧା ମହାରଣା):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି। ଦୁଇଦିନ ଧରି ଉତ୍ତର ଦିଗରେ ଗତି କରିବ। ଏହାର ପ୍ରଭାବରେ ଗୁରୁବାରଠାରୁ ବର୍ଷା ପରିମାଣ ବଢିଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଆଦି…

ହିତାଧିକାରୀଙ୍କୁ ସଚେତନ କରିବା ପାଇଁ ଗାଁ ଗାଁ ଗଡିବ ସୁଭଦ୍ରା ରଥ

ଭୁବନେଶ୍ୱର,୫ା୯: ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଗୁରୁବାର ସଂଧ୍ୟା ସୁଦ୍ଧା କାର୍ଯ୍ୟ ଅଗ୍ରଗତି କିପରି ରହିଛି , ସେ ସଂପର୍କରେ ରାଜସ୍ୱ ଆୟୁକ୍ତ,ଜିଲାପାଳ ଏବଂ ସମସ୍ତ ମହାନଗର ନିଗମର କମିଶନରଙ୍କ ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଭାସୀ ବୈଠକ…

ସୁଭଦ୍ରା ଫର୍ମ ପାଇଁ ଟଙ୍କା ମାଗିଲେ କାର୍ଯ୍ୟାନୁଷ୍ଠାନ, ଜିଲାପାଳଙ୍କୁ ନିର୍ଦ୍ଧେଶ

ଭୁବନେଶ୍ୱର,୫।୯: ସୁଭଦ୍ରା ଫର୍ମ ପାଇଁ ଟଙ୍କା ମାଗିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ବିଭିନ୍ନ ଜିଲାରୁ ଫର୍ମ ପାଇଁ ଟଙ୍କା ମଗାଯାଉଥିବାର ଅଭିଯୋଗ ଆସିବା ପରେ ୭ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ମହିଳା ଓ ଶିଶୁ ବିକାଶ ବିଭାଗର ଅତିରକ୍ତ ସଚିବ।…

କେନ୍ଦ୍ର ମନ୍ତ୍ରୀଙ୍କ ପୁତୁରା କହି ଠକୁଥିଲେ ଯୁବକ: ଚାକିରୀ କରାଇଦେବା ନାଁରେ ନେଉଥିଲେ ଟଙ୍କା

ଭୁବନେଶ୍ୱର,୫ା୯(ସୂର୍ଯ୍ୟକାନ୍ତ ବେହେରା): ନେତା ଓ ମନ୍ତ୍ରୀଙ୍କ ସହ ପରିଚିତ ଥିବା କହି ଏକାଧିକ ଲୋକଙ୍କୁ ଠକିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଠକାମିର ଶିକାର ହୋଇଥିବା ବ୍ୟକ୍ତି ମୋବାଇଲ ଖୋଜି ଖୋଜି ମାଷ୍ଟରକ୍ୟାଣ୍ଟିନ ସ୍ଥିତ ଏକ ହୋଟେଲରୁ ଉକ୍ତ ଯୁବକଙ୍କୁ କାବୁ…

ଏହି ଦିନ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯: ୮ ତାରିଖ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ୮ତାରିଖ୍‌ରେ ସମ୍ବଲପୁର ଗସ୍ତରେ…

ଆରମ୍ଭ ହେଲା ‘ନିପୁଣ ଓଡ଼ିଶା’ ଓ ‘ଡିପ୍’ କାର୍ଯ୍ୟକ୍ରମ: ୩୦ଟି ଜିଲାର ୪୪,୭୨୮ଜଣ ବିଦ୍ୟାର୍ଥୀଙ୍କୁ ପୁରସ୍କାର ପ୍ରଦାନ

ଭୁବନେଶ୍ୱର,୫।୯: ଗୁରୁବାର ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ…

୨୦୨୫ରେ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା: ଜାଣନ୍ତୁ କେଉଁ ଶ୍ରେଣୀର ଛାତ୍ରୀଛାତ୍ର ହେବେ ସାମିଲ

ଭୁବନେଶ୍ୱର,୫।୯: ୨୦୨୫ରୁ ରାଜ୍ୟରେ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରୀଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା । କ୍ୟାବିନେଟର ନିଷ୍ପତ୍ତି ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ…

ଆଧାର କାର୍ଡକୁ ନେଇ ଆସିଲା ବଡ଼ ଖବର: ୧୦ ବର୍ଷ ଭିତରେ ଅପ୍‌ଡେଟ୍‌ କରି ନ ଥିଲେ…

ଭୁବନେଶ୍ୱର,୫ା୯: ଆଧାର କାର୍ଡ ସବୁଥିରେ ଆବଶ୍ୟକ ପଡୁଥିବାରୁ ଏହାର ଅପ୍‌ଡେଟ୍‌ ଜରୁରୀ। ୧୦ ବର୍ଷ କିମ୍ବା ଏହା ପୂର୍ବରୁ ଆଧାର କାର୍ଡ ଯଦି ଆଧାର ଅପଡେଟ୍‌ କରିନାହାନ୍ତି ତେବେ ଏହାକୁ ତୁରନ୍ତ ଅପ୍‌ଡେଟ୍‌ କରିନିଅନ୍ତୁ। କାରଣ ଏଥିପାଇଁ ପରଚୟ ପ୍ରମାଣ ଓ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୫।୯: ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏନେଇ ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ…

ଉଠିଲା ପଡ଼ିଲା ବିଧାନସଭା, ରେଭେନ୍ସାକୁ ନେଇ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ। ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଛନ୍ତି ବ୍ୟୋମକେଶ। ସେ କହିଛନ୍ତି, ରେଭେନ୍ସା ୧୫୬ ବର୍ଷର ଶିକ୍ଷାନୁଷ୍ଠାନ, ନ’ଙ୍କ ଦୁର୍ଭିକ୍ଷ ସହ…

ମନ୍ତ୍ରୀଙ୍କ ବଡ଼ ସୂଚନା: ବର୍ଷକୁ ଛାତ୍ରୀଛାତ୍ରଙ୍କୁ ୫ ହଜାର ଦେବେ ସରକାର, ଜାଣନ୍ତୁ କେଉଁ ଶ୍ରେଣୀର ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୫।୯: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?