ମେଟ୍ରୋ

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ଆଗରେ, ଏହି ଜିଲାରେ ଯାଇଛି ସର୍ବାଧିକ ଜୀବନ

ଭୁବନେଶ୍ୱର,୫ା୯: ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ ବୋଲି ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି। ସେ କହିଛନ୍ତି, ଗତ ୫ ବର୍ଷରେ…

ନବୀନଙ୍କୁ ମହିଳା ଭୋଟବ୍ୟାଙ୍କ କମିଯିବା ଭୟ ଘାରିଛି: ଭାଜପା

ଭୁବନେଶ୍ୱର, ୫।୯(ସୁନିତ୍‌ ମିଶ୍ର): ବିଜେଡି ସରକାର ୨୪ ବର୍ଷ ଶାସନରେ ଥିବାବେଳେ ମହିଳାଙ୍କୁ ଆର୍ଥତ୍କ ସଶକ୍ତୀକରଣ ପାଇଁ କିଛି କରି ନ ଥିଲା। ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କୁ ଏତେଦିନ ପରେ ହଠାତ୍‌ ମହିଳାଙ୍କ ପ୍ରତି ସମ୍ମାନ ଓ ସମ୍ବେଦନଶୀଳତା ଦେଖି…

ଛାତ୍ର କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମ

ଭୁବନେଶ୍ୱର, ୫।୯(ସୁନିତ୍‌ ମିଶ୍ର): ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ଛାତ୍ର ସଂସଦ ନିର୍ବାଚନ ଦାବି ନେଇ ବୁଧବାର ବିଧାନସଭା ଘେରାଉ ଉଦ୍ୟମ କରାଯାଇଥିଲା। ଛାତ୍ର କଂଗ୍ରେସ କର୍ମୀମାନେ କଂଗ୍ରେସ ଭବନଠାରୁ ଏକ ରାଲିରେ ବାହାରି…

ଶିକ୍ଷକରୁ ମୁଖ୍ୟମନ୍ତ୍ରୀ

ସମୟଟି ଥିଲା ପ୍ରାୟ ୧୯୯୩ ମସିହାର କଥା। ସଦ୍ୟ କଲେଜରୁ ସ୍ନାତକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥାନ୍ତି ମୋହନ, ମନରେ ଅସରନ୍ତି ଆଶା, କିଛି ଗୋଟାଏ କରିବେ। କାରଣ ଘରର ପରିସ୍ଥିତି ଯାହା, ସେଥିରେ ବାପାଙ୍କ ଉପରେ ବୋଝ ନ ହେବାକୁ ମନେ…

ନିୟନ୍ତ୍ରଣରେ ନାହିଁ ପିଆଜ, ରସୁଣ

ଭୁବନେଶ୍ୱର,୫ା୯ (ଅନୁରାଧା ମହାରଣା): କିଛିଦିନ ତଳେ ଆଳୁ ଦର ବୃଦ୍ଧିକୁ ନେଇ ରାଜ୍ୟବାସୀ ମୁଣ୍ଡରେ ହାତ ଦେଇଥିଲେ। ଖାଉଟିଙ୍କ ଅସନ୍ତୋଷ ପରେ ରାଜ୍ୟ ସରକାର ଦର ନିୟନ୍ତ୍ରଣକୁ ଆଣିବା ଲାଗି ନାନା କଟକଣା ଓ ପଦକ୍ଷେପ ନେଇଥିଲେ। ଫଳରେ ଆଳୁ କେ.ଜି.…

ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ନାମ ପରିବର୍ତ୍ତନକୁ ନେଇ ବିବାଦ

କଟକ,୪ା୯: ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଏହି ପ୍ରସଙ୍ଗକୁ ନେଇ ବୁଧବାର କ୍ୟାମ୍ପସରେ ଉତ୍ତେଜନା ସୃଷ୍ଟି ହୋଇଛି। ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତ୍ତନ ନ କରିବା ଦାବିରେ ବୁଧବାର ଏକ ଛାତ୍ର ଗୋଷ୍ଠୀ ମଶାଲ ଶୋଭାଯାତ୍ରା କରିଥିଲେ। ତେବେ…

ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି…

ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍‌ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର କାନ୍ଦଣା…

ନଭେମ୍ବର ୧୫ରୁ କଟକ ବାଲିଯାତ୍ରା: ଜାଣନ୍ତୁ ଚଳିତ ବର୍ଷ କେତେଦିନ ଚାଲିବ…

କଟକ, ୪ା୯: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ଏବେ…

ନିର୍ଦ୍ଦେଶନାମା ଜାରି, ଜିଲାକୁ ଜିଲା ବୁଲି ସଚିବ କରିବେ…

ଭୁବନେଶ୍ୱର,୪ା୯: ଏଣିକି ସବୁ ଜିଲା ବୁଲିବେ ସଚିବ। ବିକାଶମୂଳକ ପ୍ରକଳ୍ପର ସମୀକ୍ଷା ଏବଂ ସରକାରଙ୍କ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ସମୀକ୍ଷା କରିବା ପାଇଁ ନିୟମିତ ବ୍ୟବଧାନରେ ବିଭିନ୍ନ ଜିଲା ପରିଦର୍ଶନ କରିବେ ସମସ୍ତ ବିଭାଗର ସଚିବ। ଏ ନେଇ ଯୋଜନା ଓ…

ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ

ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି…

ନିର୍ବାଚନ ବେଳେ ହାତୀ ଦେବୁ, ଘୋଡ଼ା ଦେବୁ, କିନ୍ତୁ କାମରେ ଜିରୋ, କାହିଁକି ଏମିତି କହିଲେ ନବୀନ

ଭୁବନେଶ୍ୱର,୪ା୯: ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍‌ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ହାତୀ ଦେବୁ, ଘୋଡ଼ା ଦେବୁ…

ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?