ମେଟ୍ରୋ

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ ମାଝି

ଭୁବନେଶ୍ୱର,୧୨ା୫: ବିଜେଡିରୁ ନିଲମ୍ବିତ ହୋଇଛନ୍ତି ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ରବିବାର ଦଳରୁ ନିଲମ୍ବନ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ତାଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି।

ବିରୋଧୀମାନେ ମିଛ କଥା କହୁଛନ୍ତି, ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ

ଭୁବନେଶ୍ୱର/ବଲାଙ୍ଗୀର,୧୨ା୫: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିରାଟ ସଭାରେ ରବିବାର ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ସଭାରେ ସମ୍ବୋଧିତ କରିବା ସହ ସିଧା ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀମାନେ ମିଛ କଥା କହୁଛନ୍ତି।...

ମାଗଣା ବିଜୁଳି ବିରୋଧୀଙ୍କୁ କରେଣ୍ଟ ମାରୁଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ସୁନ୍ଦରଗଡ ୧୨ା୫(ଅନିଲ ଦାସ/ଜୟନାରାୟଣ ମେଣ୍ଡୁଳି)ଜୁଲାଇ ମାସରୁ ଓଡ଼ିଶାର ଜନସାଧାରଣଙ୍କୁ ଆଉ ବିଜୁଳି ବିଲ୍‌ ଦେବାକୁ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ନବୀନବାବୁ ଲୋକଙ୍କୁ ବିଜୁଳି ମାଗଣାରେ ଦେଉଛନ୍ତି ଜାଣି ବିରୋଧୀଙ୍କୁ କରେଣ୍ଟ ଲାଗିଗଲାଣି।...

ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର ସୁରକ୍ଷା, ଲୋକଙ୍କ ପ୍ରତି ଥିବା ଆସ୍ଥା ତଥା ଓଡ଼ିଆ ଲୋକଙ୍କ ବିକାଶର...

ସବୁଜ କଟକ, ଫିଲିଗ୍ରୀ ହବ୍‌ ହେବ ମୁଖ୍ୟ ପ୍ରସଙ୍ଗ: ସୋଫିଆ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ ବିଧାନସଭା ଆସନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ ପେଶାରେ ଇଞ୍ଜିନିୟର। ଏବେ ସେ ନୂଆକରି ରାଜନୀତିରେ ପାଦ ଥାପିଛନ୍ତି। ନିଜ ସଫଳତାକୁ ନେଇ ସାମାଜିକ ଓ ବ୍ୟବସାୟିକ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି...

ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ସ୍ବର ଉଠାଇଲେ ଓଡ଼ିଆ ଝିଅ

ଭୁବନେଶ୍ୱର, ୧୨।୫(ଅସମାପିକା ସାହୁ)ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ଓଡ଼ିଆ ଝିଅ ସ୍ବର ଉଠାଇଛନ୍ତି। କେନିଆର ନାଇରୋବିରେ ମିଳିତ ଜାତିସଂଘର ନାଗରିକ ସମାଜ (ସିଭିଲ ସୋସାଇଟି) ସମ୍ମିଳନୀରେ ଓଡ଼ିଆ ଝିଅ ରଞ୍ଜିତା ପ୍ରିୟଦର୍ଶିନୀ ‘ପେଡ୍‌ ପିରିଅଡ୍‌ ଲିଭ୍‌’ ନେଇ...

ରାତି ଅଧରେ ଘଡ଼ଘଡ଼ି ସହ ବର୍ଷା, ପବନ

ଭୁବନେଶ୍ୱର,୧୨।୫(ଅନୁରାଧା ମହାରଣା)ଶନିବାର ରାତି ପ୍ରାୟ ସାଢ଼େ ୧୧ଟାରେ ରାଜଧାନୀ ଆକାଶରେ ହଠାତ୍‌ ଘୋଟି ଆସିଥିଲା କଳା ହାଣ୍ଡିଆ ମେଘ। ପ୍ରାୟ ୧ଘଣ୍ଟା ଧରି ପ୍ରବଳ ବର୍ଷା ସାଙ୍ଗକୁ ପବନ ଓ ଘଡ଼ଘଡ଼ି ବିଜୁଳି ରାଜଧାନୀବାସୀଙ୍କୁ ଆତଙ୍କିତ କରିଥିଲା। ଘଣ୍ଟାପ୍ରତି ୪୦ରୁ...

ଏସ୍‌ସିବିରେ ରୋଗୀ ସେବା ବିପର୍ଯ୍ୟସ୍ତ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲକୁ ଏମ୍ସ ପ୍ଲସ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ମେଡିକାଲର ଭିତ୍ତିଭୂମୀକୁ ସୁଦୃଢ କରାଯାଉଛି। ହେଲେ ଏଠାରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରୁ ଆସୁଥିବା ରୋଗୀଙ୍କୁ ଠିକ୍‌ଭାବେ...

ମାଆ ଯାହାର ସାହା…

ଭୁବନେଶ୍ୱର, ୧୨।୫ (ବନ୍ଦନା ସେଠୀ)ମାଆ ଡାକରେ ଯେତିକି ମାଧୁର୍ଯ୍ୟ ଭରି ରହିଛି, ତାହା ସଂସାରର କୌଣସି ଶବ୍ଦରେ ନାହିଁ। ସନ୍ତାନର ଖୁସି ପାଇଁ ସେ ନିଜକୁ ତିଳତିଳ କରି ଜାଳିପାରେ। ସନ୍ତାନ ଉପରେ ବିପଦ ଆସିଲେ ସେ ପାହାଡ଼ ଭଳି...

ବାୟୋପିକ୍‌ ଆସିବା ଆବଶ୍ୟକ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ କେବଳ ଓଡ଼ିଶାର ଝିଅ ନୁହନ୍ତି, ସମଗ୍ର ଭାରତବର୍ଷର ଝିଅ। ତାଙ୍କ ଭଳି ବ୍ୟକ୍ତିତ୍ୱଙ୍କୁ ସମସ୍ତେ ଜାଣିବା ଆବଶ୍ୟକ। ମାତ୍ର ଦୁଃଖର ବିଷୟ ତାଙ୍କୁ ଆମେ ବହୁତ କମ୍‌ ଜାଣୁ। ମୁଁ ମଧ୍ୟ ଯେବେ ତାଙ୍କ ବିଷୟରେ...

ନନ୍ଦିନୀଙ୍କୁ ଜାଣିବା ଆଜିର ପିଢ଼ିର ଉତ୍ତରଦାୟିତ୍ୱ

ଭୁବନେଶ୍ୱର,୧୨।୫(ଶର୍ମିଷ୍ଠା ପାଣିଗ୍ରାହୀ)ନନ୍ଦିନୀ ଶତପଥୀ ଯାହା ସବୁ କରିଯାଇଛନ୍ତି, ସେହି ତୁଳନାରେ ତାଙ୍କୁ କିଛି ମିଳିନାହିଁ। ତାଙ୍କ ସମ୍ପର୍କରେ ଅଧିକ ତଥ୍ୟ ନାହିଁ, ପାଠ୍ୟପୁସ୍ତକରେ ମଧ୍ୟ ତାଙ୍କ ନାମ ନାହିଁ। ବର୍ତ୍ତମାନର ପିଢ଼ି ତାଙ୍କୁ ପଢ଼ିଲେ, ତାଙ୍କ ସମ୍ପର୍କରେ କଥା ହେଲେ,...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ‘ନନ୍ଦନ’ର ଦେହାନ୍ତ

ଭୁବନେଶ୍ୱର,୧୧।୫: ଶନିବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ‘ନନ୍ଦନ’ ନାମକ ଏକ ରୟାଲ ବେଙ୍ଗଲ ଟାଇଗରର ମୃତ୍ୟୁ ହୋଇଛି। ଏନେଇ ପ୍ରାଣୀ ଉଦ୍ୟାନର ଅଧିକାରୀମାନେ ସୂଚନା ଦେଇଛନ୍ତି। ୧୭ ବର୍ଷ ବୟସ୍କ ନନ୍ଦନ ଗତ ତିନିମାସ ଧରି ଅସୁସ୍ଥ ହୋଇପଡିଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri