ମେଟ୍ରୋ

SI ନିଯୁକ୍ତି କେଳେଙ୍କାରୀ: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ଏସବୁ ଜିଲାରେ ରହିଛି ନକଲି ପରୀକ୍ଷା ସେଣ୍ଟର

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ ରବିବାର ଭୁବନେଶ୍ୱରର ରଘୁନାଥପୁରସ୍ଥିତ ଏକ ନକଲି ଅନଲାଇନ ପରୀକ୍ଷା କେନ୍ଦ୍ରରେ ଚଢ଼ଉ କରିଛି। ଏହି କେନ୍ଦ୍ରରେ ନିଯୁକ୍ତି ପ୍ରକ୍ରିୟା ସହ ଜଡ଼ିତ ଅନୈତିକ କାରବାର...

ପୋଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ: ଗିରଫ ସଂଖ୍ୟା ୧୧୯କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚକୁ ଆଉ ଏକ ସଫଳତା ମିଳିଛି। ବାଲେଶ୍ୱରର ଅରବିନ୍ଦ ଦାସଙ୍କୁ ଗିରଫ କରାଯାଇ ତାଙ୍କ ଠାରୁ ସନ୍ଦେହଜନକ ସାମଗ୍ରୀ ଜବତ କରାଯାଇଛି। ଏହାସହ ଗିରଫ ସଂଖ୍ୟା ୧୧୯କୁ...

କଟକରେ ସୋସିଆଲ୍ ମିଡିଆ ଉପରେ କଟକଣା, ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

କଟକ,୫ା୧୦: କଟକ ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରବିବାର ସଂଧ୍ୟା ୭ଟାରୁ ସୋମବାର ସଂଧ୍ୟା ୭ଟା ପର୍ଯ୍ୟନ୍ତ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଯଥା ହ୍ବାଟ୍ସଆପ୍‌, ଫେସବୁକ୍‌, ଇନଷ୍ଟାଗ୍ରାମ୍‌ ଓ ସ୍ନାପ୍‌ଚାଟ୍‌ ଉପରେ ୨୪ ଘଣ୍ଟିଆ କଟକଣା ଲାଗୁ କରାଯାଇଛି। ଗୃହ...

କଟକ ଦୁର୍ଗା ଭସାଣିରେ ଗଣ୍ଡଗୋଳ: ହିନ୍ଦୁ ସଂଗଠନ ପକ୍ଷରୁ ବିଶାଳ ଶୋଭାଯାତ୍ରା

କଟକ,୫ା୧୦: ଶୁକ୍ରବାର ରାତିରେ କଟକର ଦାରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ସହ ଅନ୍ୟ ହିନ୍ଦୁ ସଂଗଠନମାନଙ୍କ ଦ୍ୱାରା ସୋମବାର ଡାକାଯାଇଥିବା ୧୨ ଘଣ୍ଟିଆ କଟକ...

ପ୍ରତ୍ୟେକ ଗାଁରେ ଭାଗବତ ଟୁଙ୍ଗି ପୁନରୁଦ୍ଧାର ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୧୦: ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ରବିବାର ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ...

କଟକରେ ଦୁର୍ଗା ମୂର୍ତ୍ତି ବିସର୍ଜନ ବେଳେ ହିଂସାକାଣ୍ଡ, ବିଶ୍ୱ ହିନ୍ଦୁ ପରିଷଦର ୧୨ ଘଣ୍ଟିଆ ବନ୍ଦ ଡାକରା

କଟକ,୫ା୧୦: ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ଶୁକ୍ରବାର ରାତିରେ କଟକର ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ପୋଲିସ ଓ ଜିଲା ପ୍ରଶାସନର ବିଫଳତା ବିରୋଧରେ ଅକ୍ଟୋବର ୬ (ସୋମବାର) ୧୨...

SI ପରୀକ୍ଷା ମହାଘୋଟାଲା: ମୋଷ୍ଟ ୱାଣ୍ଟେଡ୍‌ ଶଙ୍କର ପୃଷ୍ଟି ଲିଙ୍କ୍‌ରେ କ୍ରାଇମବ୍ରାଞ୍ଚ ରେଡ୍‌

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଜାଲିଆତି ଘଟଣା ସାମ୍ନାକୁ ଆସିବା ପରେ କ୍ରାଇମବ୍ରାଞ୍ଚ ଏକ ବଡ଼ ଧରଣର ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବରର ରଘୁନାଥପୁର ଅଞ୍ଚଳରେ ଥିବା ଏକ ପରୀକ୍ଷା କେନ୍ଦ୍ରରେ କ୍ରାଇମବ୍ରାଞ୍ଚ ଟିମ୍‌ ରେଡ୍‌...

ଫିଟୁଛି ଗୁମର, ବଢ଼ୁଛି ସନ୍ଦେହ

ଓଡ଼ିଶା ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାର ଗୁମର ଧୀରେ ଧୀରେ ଫିଟିବାରେ ଲାଗିଛି। ଏଥିରେ ଅନେକ ବଡ଼ବଡ଼ିଆଙ୍କ ସମ୍ପୃକ୍ତି ରହିଥିବା ଜଣାପଡ଼ିଛି। ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ୱାରା ପରିଚାଳିତ ହେବାକୁ ଥିବା ଏହି ପରୀକ୍ଷାକୁ ସମ୍ପୂର୍ଣ୍ଣ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦ କୋଟି ବ୍ୟୟରେ ନିର୍ମାଣ ହେବ

ଭୁବନେଶ୍ୱର,୪।୧୦: ବିପର୍ଯ୍ୟୟ ମୁକାବିଲା ପାଇଁ ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର। ଆସନ୍ତା ୨ ବର୍ଷ ମଧ୍ୟରେ ୨୦୦ କୋଟି ବ୍ୟୟରେ ନିର୍ମାଣ କରାଯିବ। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।...

ଜେପିନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାକୁ ନେଇ…

ଭୁବନେଶ୍ୱର,୪।୧୦: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସରେ ସୂଚନା ଦେଇଛନ୍ତି। ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା ହୋଇଛି। ରାଜନୈତିକ ସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା...

ଘରଜ୍ୱାଇଁ ଉପାଖ୍ୟାନ ସହ ସୁଜାତା ପାଣ୍ଡିଆନଙ୍କୁ ବିବାଦକୁ ଟାଣିଲେ ଶ୍ରୀମୟୀ

ଭୁବନେଶ୍ୱର,୪ା୧୦: ପୁଣି ଥରେ ପରୋକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। ଅନାମ ବାବୁଙ୍କ କାହାଣୀ ଆଳରେ ନବୀନ ଏବଂ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ।...

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ତେବେ ଏହି ୨ ଦିନର ରହଣି ମଧ୍ୟରେ ସେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଂଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri