ମେଟ୍ରୋ

ଭୁବନେଶ୍ୱରରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ୨ ଟ୍ରେନ୍‌, ଆଉ ତା’ ପରେ…

ଭୁବନେଶ୍ୱର,୧୧ା୬: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହୋଇଛି ଦୁଇ ଟ୍ରେନ୍‌। ଗୋଟିଏ ଟ୍ରେନ୍‌ ମାଷ୍ଟରକ୍ୟାଣ୍ଟିନ୍‌ରୁ ମଞ୍ଚେଶ୍ୱର ସଫେଇ ପାଇଁ ଆସୁଥିବାବେଳେ ଆଉ ଗୋଟିଏ ଟ୍ରେନ୍‌ ମଞ୍ଚେଶ୍ୱରରୁ ମାଷ୍ଟରକ୍ୟାଣ୍ଟିନ୍‌ ଯାଉଥିଲା। ଝାରପଡ଼ା ବ୍ରିଜ୍‌ ନିକଟରେ ମୁହାଁମୁହିଁ ହୋଇଥିଲା। ଟ୍ରେନ୍‌ରେ କୌଣସି ଯାତ୍ରୀ…

ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବ। ଏହାର ପ୍ରଭାବରେ ରଜ ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬: ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ ଯୁଗ୍ମ ସଚିବ ଶରତ ଚନ୍ଦ୍ର ମାରାଣ୍ଡି FIR ଦାଖଲ କରିଛନ୍ତି । ନାଇଡୁ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର । ଜୁନ୍‌ ୨୨ ତାରିଖରେ ପ୍ରକାଶିତ ହେବ ପ୍ରଥମ ମେଧା ତାଲିକା । ଏନେଇ…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା ପରେ ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଏକ ବଡ଼…

୭୫୫ଟି ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦବୀ ପାଇଁ କେତେ…

ଭୁବନେଶ୍ୱର, ୧୦।୬: ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଦିଗରେ ଓଡ଼ିଶା ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଏବଂ ଚିକିତ୍ସା ଶିକ୍ଷାନୁଷ୍ଠାନଗୁଡ଼ିକରେ…

୧୫ IPS ଅଫିସରଙ୍କୁ ଦିଆଗଲା ୧୭ ଜିଲା ନିରୀକ୍ଷଣ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲାରେ କିଏ…

ଭୁବନେଶ୍ୱର, ୧୦।୬: ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ । କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲା…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ ସହଯୋଗୀ ମହମ୍ମଦ ଇଜାଜ ଖାନ୍‌ ଓରଫ ପୃଷ୍ଟି। ଫାର୍ମାସି ରେଜିଷ୍ଟ୍ରେଶନ ସାର୍ଟିଫିକେଟ ପ୍ରଦାନ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରହିଥିଲା। ତେବେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରଭାବ…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ସୁଜାତାଙ୍କ ବିଜେଡିରେ ଏଣ୍ଟ୍ରି ନେଇ ଚର୍ଚ୍ଚା: ଉଡ଼ା ଖବର କହି ଉଡେଇ ଦେଲେ ବଦ୍ରି

ଭୁବନେଶ୍ୱର, ୯।୬: ବିଜୁ ଜନତା ଦଳ (ବିଜେଡି)ରେ ସୁଜାତା ଆର୍‌. ପାଣ୍ଡିଆନଙ୍କ ଯୋଗଦାନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ଦଳର ବରିଷ୍ଠ ନେତା ବଦ୍ରି ନାରାୟଣ ପାତ୍ର ଏହାକୁ ନେଇ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ସୁଜାତାଙ୍କ ବିଜେଡିରେ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?