ମାଣବସା ଗୁରୁବାର ପାଇଁ ଶିଳ୍ପୀ କୋଣାର୍କରୁ ଗାଁକୁ ଯାଉଥିଲେ
କୋଣାର୍କରେ ମନ୍ଦିର ନିର୍ମାଣ ସମୟରେ ସମସ୍ତ ବିଧିବିଧାନ ପାଳିତ ହେଉଥିଲା। ସମସ୍ତଙ୍କର ମିଳିତ ସହଯୋଗରେ, ସହମତିରେ ହୋଇଥିବାର ବର୍ଣ୍ଣନା ମିଳୁଛି। ତେଣୁ ଗଜପତି ଲାଙ୍ଗୁଳା ନରସିଂହଦେବଙ୍କ ଦ୍ୱାରା ଶିଳ୍ପୀମାନେ ଅତ୍ୟାଚାରିତ ହେଉଥିଲେ ବୋଲି ଯେଉଁ ବର୍ଣ୍ଣନା କେତେଜଣ ଦେଇଛନ୍ତି, ତା’ର…
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରବଳ ଭିଡ଼
ଭୁବନେଶ୍ୱର,୧।୭: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ଫଳରେ ସେଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି। ପ୍ରତି ସୋମବାର…
କାଳିଆ, ବଳିଆ, ସୁଭଦ୍ରାଙ୍କ ଭଳି ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୧ା୭ (ଅସମାପିକା ସାହୁ): ଭାଜପାର ସମ୍ବର୍ଦ୍ଧନା ସଭା ରବିବାର ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ କେନ୍ଦ୍ରମନ୍ତ୍ରୀ, ରାଜ୍ୟ…
ସପ୍ତଶଯ୍ୟାରେ ନିଖୋଜ ୫ ଛାତ୍ରଙ୍କୁ ଠାବକଲା ବନ ବିଭାଗ
ଢେଙ୍କାନାଳ,୧ା୭(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ସବୁଜିମା ଜଙ୍ଗଲ ସପ୍ତଶଯ୍ୟା ବୁଲିବାକୁ ଆସିଥିବାବେଳେ ୫ଜଣ ଛାତ୍ର ରବିବାର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ସହିତ ଆସିଥିବା ଅନ୍ୟ ଦୁଇଜଣ ଛାତ୍ରଙ୍କଠାରୁ ଖବରପାଇ ସଦର ଥାନା ପୋଲିସ ଓ ବନବିଭାଗ ପକ୍ଷରୁ ଛାତ୍ରମାନଙ୍କୁ…
ଆଜିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ଭୁବନେଶ୍ୱର,୧ା୭ (ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିବ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେନେଇ…
ନିକୁଞ୍ଜ ଧଳଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୩୦।୬(ଅସମାପିକା ସାହୁ): ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ…
ଏହା କେବଳ ମାତ୍ର ଟ୍ରେଲର, ଆଗକୁ ଫିଲ୍ମ ଅଛି ବାକି: କାହିଁକି ଏମିତି କହିଲେ ମନମୋହନ
ଭୁବନେଶ୍ୱର,୩୦।୬:ଗତ ନିର୍ବାଚନରେ ଓଡ଼ିଶାରେ ଜବରଦସ୍ତ ବିଜୟ ପରେ ରବିବାର ଭୁବନେଶ୍ୱରରେ ଭାଜପାର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଦଳ ପକ୍ଷରୁ ନବନିର୍ବାଚିତ ବିଧାୟକ ଓ ଏମ୍ପିଙ୍କୁ ଦଳ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଭାଜପା ରାଜ୍ୟ ସଭାପତି ମନମୋହନ…
ମୋହନ ସରକାରଙ୍କୁ ପ୍ରଶଂସାରେ ପୋତିପକାଇଲେ ଧର୍ମେନ୍ଦ୍ର: କହିଲେ, ଓଡ଼ିଶାରେ ଚାଲିଛି…
ଭୁବନେଶ୍ୱର,୩୦।୬: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଦ୍ୱାରା ଆୟୋଜିତ ଏକ ସମାରୋହରେ ମୋହନ ମାଝି ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଏହି ସରକାର ଭଗବାନ…
ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା
ଭୁବନେଶ୍ୱର,୩୦ା୬: ୧୯୯୦ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସରମନୋଜ ଆହୁଜା ରବିବାର ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ…
ଜନାଦେଶକୁ କେବେ ଚୋରି କରାଯାଇପାରିବ ନାହିଁ
୨୦୨୪ ସାଧାରଣ ନିର୍ବାଚନରେ ଖୁବ୍ କମ୍ ସମୟ ଲାଗି ଓଡ଼ିଶା ଭାଜପାର ଦାୟିତ୍ୱ ନେଇ ରାଜ୍ୟରେ ଦଳକୁ ସରକାର ଗଠନ କରିବା ଦିଗରେ କାର୍ଯ୍ୟ କରିଥିଲେ ରାଜସ୍ଥାନ ଅଲ୍ଓ୍ବାର ଲୋକ ସଭା ଏମ୍ପି ଭୂପେନ୍ଦ୍ର ଯାଦବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ…
ନଡ୍ଡାଙ୍କୁ ଭେଟିବା ପରେ ଓଡ଼ିଶା ପାଇଁ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହେବ…
ଭୁବନେଶ୍ୱର,୨୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଶନିବାର ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମାଧିରେ ପୁଷ୍ପମାଲ୍ୟ…
ସେନା ଟ୍ୟାଙ୍କର ଭାସି ୫ ଯବାନ ଶହୀଦ ହେବା ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯ା୬: ଲଦାଖରେ ସମରାଭ୍ୟାସ ଚାଲିଥିବା ବେଳେ ଏକ ନଦୀରେ ସେନା ଟ୍ୟାଙ୍କ ଭାସିଯିବାରୁ ସେନାର ୫ ଯବାନଙ୍କ ଶହୀଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର ସୁରକ୍ଷା…
Archives


