ଆଇପିଏସ ଆଶିଷ ସିଂଙ୍କୁ ନେଇ ମୁହଁ ଖୋଲିଲେ ଡିଜି, କହିଲେ…
ଭୁବନେଶ୍ୱର,୨୮।୬: ଆଇପିଏସ ଆଶିଷ ସିଂଙ୍କୁ ନେଇ ଡିଜିପି ଅରୁଣ ଷଡ଼ଙ୍ଗୀ ସ୍ପଷ୍ଟ କରିଛନ୍ତି। ଡିଜିପି କହିଛନ୍ତି, ଜୁନ ୩ ତାରିଖଠାରୁ ଆଶିଷ କାର୍ଯ୍ୟରେ ଯୋଗଦେଇଛନ୍ତି। ଗତ ୧୭ରେ ଡିଜିପି କ୍ୟାମ୍ପ ଅଫିସ ମିଟିଂରେ ବି ସାମିଲ ଥିଲେ। ଆଶିଷ ତାଙ୍କ ଜଏନିଂ…
ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସଜ୍ଜନ ଶର୍ମା
ଭୁବନେଶ୍ୱର, ୨୮।୬(ସୁନିତ୍ ମିଶ୍ର):ବିଜେଡି ୨୪ ବର୍ଷ ଧରି ନିରୁଙ୍କଶ ଶାସନରେ ଥିବା ସତ୍ତ୍ୱେ ରାଜ୍ୟର ସାମୂହିକ ସ୍ବାର୍ଥକୁ ଅଣଦେଖା କରି ଚାଲିଥିଲା। ଫଳସ୍ବରୂପ ଓଡ଼ିଶାର ବିକାଶ ବାଧାପ୍ରାପ୍ତ ହେଲା। ଦୁର୍ନୀତି, ଭ୍ରଷ୍ଟାଚାରରେ ଲିପ୍ତ ବିଜେଡି ସରକାରର ମନ୍ତ୍ରୀ ଓ ନେତାମାନେ ସ୍ବର୍ଣ୍ଣଗର୍ଭା…
ଏଥର ରାଜ୍ୟରେ ହେବ ଛାତ୍ର ସଂସଦ ନିର୍ବାଚନ
ଭୁବନେଶ୍ୱର,୨୮ା୬(ଅନୁରାଧା ମହାରଣା): ଦୀର୍ଘ ୬ ବର୍ଷ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେବ ବୋଲି ଆଶା ଉଜ୍ଜୀବିତ ହୋଇଛି। ଛାତ୍ର ସଂସଦ ନିର୍ବାଚନକୁ ସରକାର ଗମ୍ଭୀରତାର ସହ ବିଚାର କରୁଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ…
ବିଜେଡି ରାଜ୍ୟ ସଭା ସଦସ୍ୟଙ୍କ ଚାଞ୍ଚଲ୍ୟକର ଟୁଇଟ୍: ବିଭିନ୍ନ ମହଲରେ ଚର୍ଚ୍ଚା ଆରମ୍ଭ
ଭୁବନେଶ୍ୱର,୨୮ା୬(ଅନିଲ ଦାସ):ବିଜେଡି ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ଗୁରୁବାର ନିଜର ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରୁ କରିଥିବା ଧାଡ଼ିକିଆ ପୋଷ୍ଟକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ପ୍ରଭୁ ଜଗନ୍ନାଥ ସବୁ ସହିବେ କିନ୍ତୁ କାହାର ଗର୍ବ ଅହଙ୍କାର ସହନ୍ତି…
ଧାରଣାରୁ ଉଠୁନାହାନ୍ତି ଶ୍ରୀୟାସ୍ମିତା: କହିଲେ, ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ବସି ରହିବି
ଭୁବନେଶ୍ୱର, ୨୮।୬(ବ୍ୟୁରୋ):ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ଘଟଣାରେ ୬ ବର୍ଷ ଲାଗି ବହିଷ୍କୃତ ହୋଇଥିବା ଶ୍ରୀୟାସ୍ମିତା ପଣ୍ଡା ଏ ପର୍ଯ୍ୟନ୍ତ ତାଙ୍କ ଧାରଣା ଜାରି ରଖିଛନ୍ତି। ଗୁରୁବାର ସାରେ ପ୍ରବଳ ବର୍ଷା ସତ୍ତ୍ୱେ ସେ ତାଙ୍କ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ଜିଲାରେ ହେବ ସ୍କିଲ୍ ହବ୍
ଭୁବନେଶ୍ୱର,୨୮ା୬(ଅନିଲ ଦାସ):ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ନିର୍ଦ୍ଦିଷ୍ଟ କେତେକ ପ୍ରଶିକ୍ଷିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୀମିତ ରଖାଯିବ ନାହିଁ। ଏହାକୁୁ ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବ ବୋଲି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି। ଗୁରୁବାର ପୂର୍ବାହ୍ନରେ ଦକ୍ଷତା…
ଏସବୁ ଜିଲାକୁ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୮ା୬: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଗୁରୁବାର ନବରଙ୍ଗପୁରରେ ସର୍ବାଧିକ ୮୨.୦ ମି.ମି. ବର୍ଷା ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୬୯.୮ ମି.ମି., କୋରାପୁଟରେ ୬୫.୪ ମି.ମି., ମାଲକାନଗିରି ଓ ସୋନପୁରରେ ୨୪.୪…
ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା
ଭୁବନେଶ୍ୱର,୨୭।୬: ଗୁରୁବାର ଦିଲ୍ଲୀରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସୌଜନ୍ୟମୂଳକ ସାକ୍ଷାତ ଥିଲା, ଆଗାମୀ ଦିନରେ ରୋଡ ମ୍ୟାପ ହେବ। ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫ ବର୍ଷରେ…
ବିଜେଡିରେ ବଡ଼ ପରିବର୍ତ୍ତନ: ଏବେ ସାମ୍ନାକୁ ଆସି ଭାଜପାକୁ କଡ଼ା ଜବାବ ଦେଉଛନ୍ତି ବଡ଼ ନେତା
ଭୁବନେଶ୍ୱର,୨୭।୬: ୨୦୨୪ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ଏବେ ବିଜେଡି ବଡ଼ ପରିବର୍ତ୍ତନ ଆଣୁଥିବାର ଦେଖିବାକୁ ମିଳୁଛି। ନିର୍ବାଚନ ପୂର୍ବରୁ ବିଜେଡିର ପୂର୍ବତନ ନେତ କାର୍ତ୍ତିକ ପାଣ୍ଡିଆନ ଏବଂ ବିଜେଡି ମୁଖପାତ୍ରଙ୍କୁ ସବୁଠି ଦେଖିବାକୁ ମିଳୁଥିଲା। କିନ୍ତୁ ଏଥର ବିଜେଡିରେ…
ମୋବାଇଲ ଆପ୍ରେ ସ୍ଲଟ ବୁକିଂ କରି ମହାପ୍ରଭୁଙ୍କୁ କରିବେ ଦର୍ଶନ! ଜାଣନ୍ତୁ କ’ଣ କହିଲେ ଗଜପତି
ଭୁବନେଶ୍ୱର,୨୭।୬: ମହାପ୍ରଭୁଙ୍କୁ ସୁବିଧାରେ ଦର୍ଶନ ବ୍ୟବସ୍ଥା ବିଷୟରେ ବଡ଼ ସୂଚନା ଦେଇଛନ୍ତି ସୂଚନା ଗଜପତି। ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ ସେ କହିଛନ୍ତି, ମୋବାଇଲ ଆପ୍ରେ ସ୍ଲଟ ବୁକିଂ ଦ୍ୱାରା ଦର୍ଶନ ଯୋଜନା ରହିଛି। ଯେକେହି ଦର୍ଶନାର୍ଥୀ ସ୍ଲଟ ବୁକିଂ କରି…
ଏବେ କେଉଁଠି ଆଇପିଏସ ଆଶିଷ ସିଂ? ପୋଲିସ ଡିଜିଙ୍କୁ ଚିଠି ଲେଖି ପଚାରିଲା ଗୃହ ବିଭାଗ
ଭୁବନେଶ୍ୱର,୨୭।୬: ଆଇପିଏସ ଆଶିଷ ସିଂ ଏବେ କେଉଁଠି ବୋଲି ଗୃହ ବିଭାଗ ପ୍ରଶ୍ନ କରିଛି। ଏନେଇ ପୋଲିସ ଡିଜିଙ୍କୁ ଗୃହ ବିଭାଗ ଅତିରିକ୍ତ ସଚିବ ଚିଠି ଲେଖି ଆଶିଷ ସିଂ ଚାକିରିରେ ଯୋଗ ଦେଲେଣି କି ନାହିଁ ବୋଲି ପଚାରିଛନ୍ତି। ତେବେ…
ମହାନଦୀ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବୟାନକୁ କାଉଣ୍ଟର କଲା ବିଜେଡି
ଭୁବନେଶ୍ୱର,୨୭।୬: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବୟାନକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ ଆୟୋଜିତ…
Archives


