ମେଟ୍ରୋ

ଦିଗଦର୍ଶନ କାର୍ଯ୍ୟକ୍ରମକୁ ବିଜେଡିର ବିରୋଧ: ଏମିତି କହିଲେସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ 

ବାଚସ୍ପତି ଡକାଇଥିବା ଦିଗଦର୍ଶନ କାର୍ଯ୍ୟକ୍ରମକୁ ବିଜେଡିର ବିରୋଧ। ଆସନ୍ତା ୧୭ ଓ ୧୮ ତାରିଖରେ ହେବାକୁ ଥିବା ଦିଗଦର୍ଶନ କାର୍ଯ୍ୟକ୍ରମରେ ବିଜେଡି ବିଧାୟକମାନେ ଯୋଗ ଦେବେ ନାହିଁ ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛି ଦଳ। ଜଣେ କେନ୍ଦ୍ର ମନ୍ତ୍ରୀ ପ୍ରଶିକ୍ଷଣ ଶିବିରକୁ…

ରସିକିଆ ସ୍ବାମୀଙ୍କୁ ଦୁଇ ବଙ୍ଗୀୟ ଯୁବତୀଙ୍କ ସହ ହୋଟେଲରୁ ରଙ୍ଗେ ହାତ ଧରିଲେ ସ୍ତ୍ରୀ, ପରେ…

ଭୁବନେଶ୍ୱର,୧୪।୮ : ରସିକିଆ ସ୍ବାମୀଙ୍କୁ ହୋଟେଲ ରୁମ ଭିତରୁ ରଙ୍ଗେ ହାତ ଧରିଲେ ସ୍ତ୍ରୀ। ସ୍ବାମୀ ଦୁଇ ବଙ୍ଗୀୟ ଯୁବତୀଙ୍କ ସହ ହୋଟେଲ ରୁମରେ ଥିଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ବର ପଟିଆ ଅଞ୍ଚଳରେ ଥିବା ଏକ ହୋଟେଲରେ। ରସିକ ସ୍ବାମୀଙ୍କ…

ଟ୍ରେନିଂ ଦେବେ ନବୀନ ହେଲେ ଯୋଗ ଦେବନି ବିଜେଡି!

ଭୁବନେଶ୍ୱର,୧୪।୮: ଟ୍ରେନିଂ ନେବେ ବିଧାନସଭାର ନବ ନିର୍ବାଚିତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ପ୍ରଶିକ୍ଷଣ ଦିଆଯିବ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ…

ସବୁ ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାର ହେବ ତଦନ୍ତ: ଏମିତି କହିଲେ ଆଇନମନ୍ତ୍ରୀ

ଭୁବନେଶ୍ୱର,୧୪।୮: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ନବ ଦାସ, ମମିତା ମେହର, ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ପୁନଃ ତଦନ୍ତ କରାଯିବ ବୋଲି କହିଥିଲେ। ହେଲେ ବୁଧବାର ବିଜେଡି ସରକାର ସମୟରେ ରାଜ୍ୟରେ ହୋଇଥିବା ସବୁ ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାର ତଦନ୍ତ…

ଆସୁଛି ବଡ଼ ବର୍ଷା: ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୪।୮: ରାଜ୍ୟରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଘଡଘଡି ବିଜୁଳି ସହ ବର୍ଷା…

ଦଳ ବଦଳାଇ ପୁଣି ରାଜ୍ୟ ସଭାକୁ ଯିବେ କି ମମତା: ରେସ୍‌ରେ ରହିଛି …

ଭୁବନେଶ୍ୱର,୧୪।୮: ରାଜ୍ୟ ସଭା ନିର୍ବାଚନ ପାଇଁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ରାଜ୍ୟ ସଭାକୁ କିଏ ଯିବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ରେସ୍‌ରେ ନିକଟରେ ବିଜେଡି ଛାଡ଼ି ଭାଜପାରେ ମିଶିଥିବା ମମତା ମହନ୍ତଙ୍କ ନାଁ ରହିଛି।…

ଓଡ଼ିଶାର ୧୫ ଜଣଙ୍କୁ ମିଳିବ ପୋଲିସ ମେଡାଲ୍‌

ଭୁବନେଶ୍ୱର,୧୪।୮: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବୁଧବାର ସାହସିକତା ଓ ସେବା ମେଡାଲ ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ ଦିଆଯିବ। ଏହାସହ ଉଲ୍ଲେଖନୀୟ ସେବା ପାଇଁ ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ…

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୯ ରାଜ୍ୟର ୧୨ ଆସନ ପାଇଁ ହେବ ନିର୍ବାଚନ

ଭୁବନେଶ୍ୱର,୧୪।୮: ରାଜ୍ୟ ସଭା ନିର୍ବାଚନ ପାଇଁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୯ ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଆଜିଠୁ ପ୍ରାର୍ଥୀମାନେ ନାମାଙ୍କ ପତ୍ର ଦାଖଲ କରିପାରିବେ। ଅଗଷ୍ଟ ୨୧ରେ ନାମାଙ୍କନ ଦାଖଲର ଶେଷ ଦିନ…

କିଏ ହେବେ ଓଡ଼ିଶାର ପରବର୍ତ୍ତୀ ଡିଜିପି: ଆଗରେ ରହିଛି ଏହି ଆଇପିଏସ୍‌ଙ୍କ ନାଁ

ନୂଆଦିଲ୍ଲୀ, ୧୪।୮: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେର୍ଶକ (ଡିଜିପି) କିଏ ହେବେ ତାହାକୁ ନେଇ କସରତ ଆରମ୍ଭ ହୋଇଯାରଇଛି। ବରିଷ୍ଠ ଓଡ଼ିଶା କ୍ୟାଡର ଆଇପିଏସ ଅଫିସର ୱାଇବି ଖୁରାନିଆ ଓଡ଼ିଶା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଖୁରାନିଆଙ୍କ…

ଉଦିତ୍‌ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ୱର, ୧୪।୮(ସୁନିତ୍‌ ମିଶ୍ର):ଉଦିତ୍‌ ନାରାୟଣ ପ୍ରଧାନଙ୍କୁ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ମଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନକ୍ରମେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ୯ଟି ରାଜ୍ୟ ଲାଗି ଏଆଇସିସି ପକ୍ଷରୁ ଏନ୍‌ଏସ୍‌ୟୁଆଇ ୟୁନିଟ୍‌…

ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର, ୧୪।୮(ସୁନିତ୍‌ ମିଶ୍ର)ବିଜେଡି ସରକାର ସମୟରେ କିଭଳି ଦୁର୍ନୀତି ଖୁଲମଖୁଲା ଚାଲିଥିଲା ଓ ସରକାରୀ ଅର୍ଥ ଲୁଟ୍‌କରି ସରକାରୀ ଅଧିକାରୀମାନେ କଳାଟଙ୍କା ଠୁଳ କରିଥିଲେ, ତାହାର ପ୍ରମାଣ ଏବେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢ଼ାଉରୁ ସାମ୍ନାକୁ ଆସୁଛି। ଆଗରୁ ନବୀନବାବୁ ମୁଖ୍ୟମନ୍ତ୍ରୀ…

‘ସୁଭଦ୍ରା’ ଯୋଜନାକୁ ନେଇ ପ୍ରଶ୍ନ ଉଠାଇଲେ ପ୍ରମିଳା

ଭୁବନେଶ୍ୱର,୧୪।୮(ଅନିଲ ଦାସ):ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାର ଏସ୍‌ଓପି ପ୍ରକାଶ କରିବା ପୂର୍ବରୁ ଜିଲାପାଳମାନଙ୍କ ଦ୍ୱାରା ଜନସାଧାରଣଙ୍କଠାରୁ ଫିଡ୍‌ବ୍ୟାକ ନିଆଯିବ ବୋଲି ଦେଇଥିବା ମନ୍ତବ୍ୟରୁ ଏହି ଯୋଜନାର ସଫଳ ରୂପାୟନକୁ ନେଇ ଜନସାଧାରଣଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ବିରୋଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri