ମେଟ୍ରୋ

ଓଡ଼ିଶାରେ ଆଉ ମିଳିବନି ମଦ! ମନ୍ତ୍ରୀ ଦେଲେ ବଡ଼ ବୟାନ

ଭୁବନେଶ୍ୱର,୨୬।୬: ଓଡ଼ିଶା ହେବ ମଦମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା ସରକାର…

MPLADS କାର୍ଯ୍ୟକ୍ରମ ଲାଗି ସମ୍ବଲପୁରକୁ ନୋଡାଲ ଜିଲା ଭାବେ ଚୟନ କଲେ ଧମେନ୍ଦ୍ର

ଭୁବନେଶ୍ୱର,୨୬।୬: ନୋଡାଲ ଜିଲା ଭାବେ ସମ୍ବଲପୁରକୁ ଚୟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ। ସେ ନିଜ ଏମ୍‌ପିଲାଡ୍‌ସ କାର୍ଯ୍ୟକ୍ରମ ଲାଗି ସମ୍ବଲପୁରକୁ ନୋଡାଲ ଜିଲା ଭାବେ ବାଛିଛନ୍ତି। ଏଥିସହ ଅନୁଗୋଳ ଏବଂ ଦେବଗଡ଼ରେ ବହୁ ଉନ୍ନୟନମୂଳକ…

ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନରେ, ସୋସିଆଲ ମିଡିଆରେ ଫଟୋ ଶେୟାର କରି ଏମିତି ଲେଖିଲେ ପାଣ୍ଡିଆନ

ଭୁବନେଶ୍ୱର,୨୬।୬: ସାରା ଦେଶର ଅଗ୍ରଣୀ ରାଜ୍ୟମାନଙ୍କ ମଧ୍ୟରେ ପୁଞ୍ଜି ନିବେଶ ପ୍ରସ୍ତାବ (୨୦୨୩) କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟୁଇଟ୍‌ କରିଛନ୍ତି। ସେ କହିଛନ୍ତି, ସାରା ଦେଶର ଅଗ୍ରଣୀ…

୬ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୬।୬: ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା…

ରାଜ୍ୟରେ ଭାଜପା ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର…

ବଢିବ କି ବବିଙ୍କ ଅଡୁଆ!

ଭୁବନେଶ୍ୱର,୨୬।୬: ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭୁବନେଶ୍ବରସ୍ଥିତ ସରକାରୀ ବାସଭବନ ପରିସରରେ ପରିବର୍ଦ୍ଧିତ ନିର୍ମାଣକୁ ଗତ କିଛିଦିନ ହେବ ଭଙ୍ଗା ଯାଉଛି। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏହି…

ସରକାରୀ ସ୍କୁଲରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୨୬।୬(ଅସମାପିକା ସାହୁ): ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବା ପାଇଁ ଅଧିକାରୀମାନେ ‘ଟିମ୍‌ୱର୍କ’ କରିବାକୁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ମଙ୍ଗଳବାର ଲୋକସେବା ଭବନର କନ୍‌ଭେନ୍‌ଶନ ହଲ୍‌ରେ ସହରାଞ୍ଚଳ ପ୍ରଶାସନର ପ୍ରାଥମିକତା…

ଅଭିଯୋଗ ଶୁଣି ତତ୍‌କ୍ଷଣାତ ନିର୍ଦ୍ଦେଶ ଦେଲେ

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ସବୁଦିନ ପରି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ବହୁ ଲୋକଙ୍କ ସମାଗମ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଆସି ଜଣ ଜଣ କରି ଲୋକଙ୍କ ସମସ୍ୟା ଶୁଣିଥିଲେ ଓ ଲୋକଙ୍କଠାରୁ…

ଏମର୍ଜେନ୍ସି ଇତିହାସର ‘ଅଲିଭା କଳାଦାଗ’: କୁଅଁର

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ତତ୍‌୍‌କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ୧୯୭୫ ଜୁନ୍‌ ୨୫ ମଧ୍ୟରାତ୍ରରେ ଭାରତରେ ପ୍ରଥମଥର ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଏହାର ପ୍ରତିବାଦରେ ଭାଜପା ତରଫରୁ ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ‘କଳା ଦିବସ’ ପାଳନ କରାଯାଇଛି। ଭୁବନେଶ୍ୱରସ୍ଥିତ…

ଯୁକ୍ତ୩ ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ମଙ୍ଗଳବାର ପ୍ରଥମ ମେଧାବୀ ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ମୋଟ ୨,୭୪,୩୩୧ ସିଟ୍‌ ଥିବାବେଳେ ୨,୩୭,୭୯୫ ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ମେଧା ତାଲିକାରେ ୧,୭୮,୯୭୬ଜଣ ମନୋନୀତ ହୋଇଛନ୍ତି।…

ଆହୁଜାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୬।୬: କେନ୍ଦ୍ରୀୟ ଡେପୁଟେଶନରେ ଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଫିସର ମନୋଜ ଆହୁଜା ଓଡ଼ିଶାକୁ ଫେରୁଛନ୍ତି। ୧୯୯୦ ବ୍ୟାଚ୍‌ର ଏହି ଅଧିକାରୀଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କେନ୍ଦ୍ରକୁ ଅନୁରୋଧ କରିଥିଲେ। ମନୋଜଙ୍କ ପ୍ରତ୍ୟାବର୍ତ୍ତନ ନେଇ କେନ୍ଦ୍ରର ନିଯୁକ୍ତି…

ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ଗୁରୁତର ରୋଗୀମାନଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ରାଜ୍ୟର ଖଣିଜ ସମ୍ପଦ ଜିଲାରେ ଟ୍ରମା କେୟାର ସେଣ୍ଟର ନିର୍ମାଣ ହେବ। ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌) ଅର୍ଥରେ ଏହି ସେଣ୍ଟର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri