ମେଟ୍ରୋ

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ ଭାବେ ହେଲିକପ୍ଟର ଅବତରଣ କରିଛି। ପାଗ ବଦଳିବା ପରେ ହେଲିକପ୍ଟର ଝାରସୁଗୁଡ଼ାରୁ ବାହାରିବ...

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏଡିଆର...

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା...

ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବାକୁ ଭାଜପାର ଇସ୍ତାହାର ପ୍ରତିଶ୍ରୁତି: ପାଣ୍ଡିଆନ

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ରାଜ୍ୟ ଭାଜପା ପ୍ରକାଶ କରିଥିବା ଇସ୍ତାହାରକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ଭାଜପା ଇସ୍ତାହାରରେ ଧାନର ସହାୟକ ମୂଲ୍ୟ ୩୦୦୦ଟଙ୍କାକୁ ବୃଦ୍ଧି ଓ ଭତ୍ତାକୁ ୩୦୦୦ ଟଙ୍କାକୁ ବୃଦ୍ଧି ନିମନ୍ତେ ପ୍ର୍ରତିଶ୍ରୁତିକୁ କଟାକ୍ଷ...

ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା

ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ ସମୟରେ ଆସି ସେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିଥିଲେ। ସୋମବାର ସକାଳୁ ସକାଳୁ ପ୍ରଧାନମନ୍ତ୍ରୀ ଜଳଖିଆରେ ଓଡ଼ିଶା...

ରାଜଭବନରୁ ବାହାରିଲେ ମୋଦି: ବ୍ରହ୍ମପୁରରେ ବିଶାଳ ଜନସଭାକୁ କରିବେ ସମ୍ବୋଧିତ

ଭୁବନେଶ୍ୱର,୬।୫: ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଅଛନ୍ତି। ସେ ରାଜଭବନରୁ ସୋମବାର ସକାଳେ ବ୍ରହ୍ମପୁର ଅଭିମୁଖେ ବାହାରିଛନ୍ତି। ବ୍ରହ୍ମପୁରରେ ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ରାଜଭବନରୁ ବିମାନବନ୍ଦରରୁ ଅଭିମୁଖେ ଯିବାବେଳେ ତାଙ୍କୁ ଦେଖିବା...

୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଏବଂ ବୌଦ୍ଧ ଜିଲାରେ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି।...

ନିର୍ବାଚନୀ ବଣ୍ଡ୍‌ ସ୍କାମ୍‌ ଦେଶର ସବୁଠାରୁ ବଡ଼ ଦୁର୍ନୀତି : ପ୍ରଶାନ୍ତ ଭୂଷଣ

ଭୁବନେଶ୍ୱର,୬।୫(ଅସମାପିକା ସାହୁ):ଓଡ଼ିଶା ସୂଚନା ଅଧିକାର ଅଭିଯାନ(ଓସା) ପକ୍ଷରୁ ରବିବାର ଭାରତୀୟ ବିଦ୍ୟାଭବନଠାରେ ‘ସମ୍ବିଧାନ ପ୍ରଦତ୍ତ ସୂଚନା ଅଧିକାର ଓ ନିର୍ବାଚନୀ ବଣ୍ଡ୍‌’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ନ୍ୟାଶନାଲ କ୍ୟାମ୍ପେନ୍‌ ଫର୍‌ ପିପୁଲ୍ସ ରାଇଟ୍‌ ଟୁ ଇନ୍‌ଫର୍ମେଶନ (ଏନ୍‌ସିପିଆର୍‌ଆଇ)ର ଜାତୀୟ...

ଆଜିଠୁ ଓଜେଇଇ:ପରୀକ୍ଷା ଦେବେ ୬୫,୭୪୨ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୪ ସୋମବାରଠାରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ତିନୋଟି ସିଫ୍ଟରେ ଦୁଇଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ...

ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ:ଜାଣନ୍ତୁ କେମିତି ଜାଣିବେ…

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ। ଏ ନେଇ ରବିବାର ସିଆଇଏସ୍‌ସିଇ ପକ୍ଷରୁ...

ଓଡ଼ିଶାରେ ମୋଦି: ଆଜି ବ୍ରହ୍ମପୁର, ନବରଙ୍ଗପୁରରେ କରିବେ ପ୍ରଚାର

ଭୁବନେଶ୍ୱର,୬।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଭାଜପା କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତ ଶେଷ କରି ରବିବାର ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ତାଙ୍କୁ ଭାଜପା ନେତୃବୃନ୍ଦ ଭବ୍ୟ ସ୍ବାଗତ କରିଛନ୍ତି। ବିମାନ ବନ୍ଦର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri