ଘର ଭଙ୍ଗାରୁଜାକୁ ନେଇ ମୁହଁ ଖୋଲିଲେ ବବି, କହିଲେ…
ଭୁବନେଶ୍ୱର,୨୫।୬: ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିଲେ ଘର। ଯଦି କରିଥିଲେ କାହା…
ପ୍ରମାଣ ନଷ୍ଟ କରିବାକୁ ଯାଇ ଘର ଭାଙ୍ଗୁଛନ୍ତି କି ବବି? ମୁହଁ ଖୋଲୁନାହାନ୍ତି କେହି
ଭୁବନେଶ୍ୱର,୨୫।୬: ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସରକାରୀ କ୍ୱାର୍ଟର୍ସ ପରିସରରେ ନିର୍ମାଣ କରିଥିବା ରାଜପ୍ରସାଦ ପରି ଘରକୁ ଏବେ ଭାଙ୍ଗିବାରେ ଲାଗିଛନ୍ତି। ଆଜି ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଉକ୍ତ କ୍ୱାର୍ଟର୍ସ ପରିସରେ ଜଣେ ଖବରଦାତାଙ୍କୁ ତାଲା…
ବଡ଼ ଖବର: ବବି ଦାସଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା
ଭୁବନେଶ୍ୱର,୨୫।୬: ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କିଏ କାହିଁକି ଭାଙ୍ଗୁଛି ତାହା ଏଯାଏ ଜଣାପଡିନାହିଁ। ଅଣ୍ଡର ଗ୍ରାଉଣ୍ଡରୁ ଗୋଟିଏ ଏବଂ ଉପରକୁ ୩…
ସ୍ବାସ୍ଥ୍ୟ ସଚେତନତାକୁ ଅଣଦେଖା
ଭୁବନେଶ୍ୱର,୨୫ା୬(ସତ୍ୟଜିତ୍ ରାଉତ): ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ଓ ଅପରାଧୀଙ୍କୁ ଧରିବା ପାଇଁ ଏକ ସୁସ୍ଥ ପୋଲିସ ବ୍ୟବସ୍ଥା ଲୋଡ଼ା। ସେଥିପାଇଁ ପୋଲିସ ବିଭାଗରେ କାର୍ଯ୍ୟରତ ଅଧିକାରୀ ଏବଂ କର୍ମଚାରୀମାନେ ଶାରୀରିକ ସ୍ତରରେ ସବୁବେଳେ ଫିଟ୍ ରହିବା ଜରୁରୀ। ହେଲେ ପୋଲିସ ବିଭାଗରେ…
ଚିନ୍ତା ବଢ଼ାଇଛି ଡିପ୍ଥେରିଆ, ଜେଇ, ଜଣ୍ଡିସ
ଭୁବନେଶ୍ୱର,୨୫।୬(ଅସମାପିକା ସାହୁ): ରାଜ୍ୟରେ ଡିପ୍ଥେରିଆ, ଜଣ୍ଡିସ୍ ଏବଂ ଜାପାନିଜ୍ ଏନ୍ସେଫାଲାଇଟିସ୍(ଜେଇ) ରୋଗ ଚିନ୍ତା ବଢ଼ାଇଛି। ଏହାର ପ୍ରତିକାର ନିମନ୍ତେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ୩ରୋଗ ବ୍ୟାପିଥିବା ଜିଲାଗୁଡ଼ିକରେ ଆବଶ୍ୟକ ଟିକାକରଣ, ପାନୀୟଜଳ ଯୋଗାଣ ଏବଂ ଚିକିତ୍ସା ସେବା…
୨୬ରୁ ତିନିଦିନ ବର୍ଷିବ
ଭୁବନେଶ୍ୱର, ୨୫।୬(ଅସମାପିକା ସାହୁ): ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ୨୬ ତାରିଖରୁ ବର୍ଷା ପରିମାଣ ବଢ଼ିବାର ଆଶଙ୍କା ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ତିନିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ…
ବଦଳି ନିର୍ଦ୍ଦେଶ ମାନୁ ନ ଥିବା ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ
ଭୁବନେଶ୍ୱର, ୨୫।୬ (ଅସମାପିକା ସାହୁ): ରାଜ୍ୟର ବହୁ ଶିକ୍ଷକ ବଦଳି ନିର୍ଦ୍ଦେଶକୁ ମାନୁ ନାହାନ୍ତି। ଏପରିକି ବଦଳି ହୋଇଥିବା ବିଦ୍ୟାଳୟରେ ଯୋଗ ନ ଦେଇ ବିଭିନ୍ନ ଆଳ କରି ଛୁଟିରେ ରହୁଛନ୍ତି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏପରି କରୁଥିବା ଶିକ୍ଷକଙ୍କ…
ନ୍ୟାୟ ନ ମିଳିଲେ ଛାତ୍ର ସଙ୍ଗଠନ ରାସ୍ତାକୁ ଓହ୍ଲାଇବ: ଦେବୀରଞ୍ଜନ
ଭୁବନେଶ୍ୱର,୨୫ା୬(ଅନିଲ ଦାସ): ଏନ୍ଇଇଟି(ୟୁଜି) ପରୀକ୍ଷା ପ୍ରଶ୍ନପତ୍ର ଲିକ୍କୁ ନେଇ ସମଗ୍ର ଦେଶରେ ବିଭିନ୍ନ ଛାତ୍ର ସଙ୍ଗଠନ ଆନ୍ଦୋଳନ ଚଳାଇଛନ୍ତି। ବିରୋଧୀ ଦଳଗୁଡ଼ିକ ମଧ୍ୟ କେନ୍ଦ୍ର ସରକାରଙ୍କୁ ଏହି ପ୍ରସଙ୍ଗରେ ଘେରିଛନ୍ତି। ତେବେ କିଛିଦିନ ଚୁପ୍ ରହିବା ପରେ ସୋମବାର ବିଜେଡି ଏନ୍ଇଇଟି…
ପ୍ରଧାନମନ୍ତ୍ରୀ ପଦରେ ବସିବାକୁ ଇନ୍ଦିରା ଗଣତନ୍ତ୍ରକୁ ହତ୍ୟା କରିଥିଲେ: ଭାଜପା
ଭୁବନେଶ୍ୱର,୨୫ା୬(ଅନିଲ ଦାସ): ଦେଶରେ ସାଧାରଣ ନିର୍ବାଚନ ସରିଛି। ଅଷ୍ଟାଦଶ ଲୋକ ସଭା ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ତା’ର ସ୍ବାର୍ଥ ହାସଲ କରିବା ପାଇଁ ହୀନ ରାଜନୀତି ଆରମ୍ଭ କରିଦେଇଛି। ୪୯ ବର୍ଷ ତଳେ କଂଗ୍ରେସ ଜରୁରିକାଳୀନ ପରିସ୍ଥିତି ଘୋଷଣା କରି…
ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ: ପ୍ରତାପ ଦେବ
ଭୁବନେଶ୍ୱର,୨୫ା୬(ଅନିଲ ଦାସ): କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟିପ୍ପଣୀକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ କେଶରୀ ଦେବ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ…
ବିଜେଡି ରାଜ୍ୟସଭା ଏମ୍ପିମାନଙ୍କୁ ନବୀନ ଦେଲେ ମେସେଜ୍, କହିଲେ ଏଥର…
ଭୁବନେଶ୍ୱର,୨୪।୬: ୨୪ ବର୍ଷ ପରେ ଓଡ଼ିଶାରେ ବିଜେଡିର ପତନ ଘଟିଛି। ବିଧାନସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ କରିବା ପରେ ଭାଜପା ପ୍ରଥମ ଥର କ୍ଷମତାକୁ ଆସିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସୋମବାର ଦଳର ୯ ରାଜ୍ୟସଭା…
ମୁଖ୍ୟମନ୍ତ୍ରୀଙ୍କୁ କିଏ ଯାଚିଥିଲେ ଖଣି? ବଡ଼ ଖୁଲାସା କଲେ ମୋହନ ମାଝି
ଭୁବନେଶ୍ୱର,୨୪।୬: ୨ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡିକୁ ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ରୀତଦାସ ବୋଲାଉଥିବା ଲୋକେ ମୋତେ ନିଜ ସପକ୍ଷକୁ ଆଣିବା ପାଇଁ ଉଦ୍ୟମ କରିଥିଲେ। ମୋତେ ମନ୍ତ୍ରୀପଦ ଓ ଖଣି ଦେବାର ଲୋଭ ଦେଖାଇଥିଲେ…
Archives


