ମେଟ୍ରୋ

ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାଙ୍କୁ ହତ୍ୟା କଲେ ପାଗଳପ୍ରେମୀ

ଭୁବନେଶ୍ୱର,୨୯ା୮: ପୁଣି ରାଜଧାନୀରେ ବୀଭତ୍ସ ହତ୍ୟା। ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ଜଣେ ପାଗଳପ୍ରେମୀ ହତ୍ୟା କରିଛନ୍ତି। ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ଜଗା ମଲ୍ଲିକ। ବୁଧବାର…

ଓଡ଼ିଆରେ ଅନୁବାଦ ହେବ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ

ଭୁବନେଶର,୨୯।୮: ଇଞ୍ଜିନିୟରିଂ ତୃତୀୟ ଓ ଚତୁର୍ଥ ବର୍ଷ ପାଠ୍ୟପୁସ୍ତକ ଖୁବ୍‌ଶୀଘ୍ର ଓଡ଼ିଆରେ ଅନୁବାଦ ହେବ ବୋଲି ଜଣାପଡିଛି। ୫ଟି ଷ୍ଟ୍ରିମ୍‌ରେ ଏହା ମିଳିବ ବୋଲି ଏଆଇସିଟିଇ ଅଧ୍ୟକ୍ଷ ଟିଜି ସୀତାରାମ ସୂଚନା ଦେଇଛନ୍ତି। ଏନେଇ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାପୂର୍ବରୁ…

ଆଇପିଏସ ପଣ୍ଡିତ ରାଜେଶଙ୍କ ବଢିଲା ଅଡୁଆ, ଚାର୍ଜଫ୍ରେମ ଦାଖଲ

ଭୁବନେଶ୍ୱର,୨୯।୮(ସତ୍ୟଜିତ୍‌ ରାଉତ): ଜଣେ ବିବାହିତ ମହିଳା ଇନ୍‌ସ୍ପେକ୍ଟରଙ୍କୁ ପ୍ରେମ ନିବେଦନ କରିବାକୁ ରାତିରେ ସରକାରୀ ବାସଭବନରେ ପଶିବା ସହ ତାଙ୍କ ସ୍ବାମୀଙ୍କୁ ମାଡ ମାରିବା ଅଭିଯୋଗରେ ନିଲମ୍ବିତ ହୋଇଥିବା ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ପଣ୍ଡିତ ରାଜେଶ ଉତ୍ତମରାଓଙ୍କ ପାଇଁ ଅଡୁଆ…

ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ବ୍ୟବସ୍ଥା ଆଇନ ପ୍ରଣୟନ ଦ୍ୱାରା ହୋଇପାରିବ: ମନ୍ତ୍ରୀ ନିତ୍ୟାନନ୍ଦ

ଭୁବନେଶ୍ୱର,୨୯।୮(ଅନିଲ ଦାସ): ୧୯୯୫ ଫେବୃଆରୀ ୩ ତାରିଖରେ ମେଡିକାଲ ଏବଂ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ନାମ ଲେଖା ପାଇଁ ଅନୁସୂଚିତ ଜନଜାତି ବର୍ଗର ଛାତ୍ରୀଛାତ୍ରମାନଙ୍କ ପାଇଁ ୧୨% ଏବଂ ଅନୁସୂଚିତ ଜାତିଙ୍କ ପାଇଁ ୮% ସଂରକ୍ଷଣ ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ହୋଇଛି।…

ରେଳ ପ୍ରକଳ୍ପ ବିକାଶକୁ ତ୍ୱରାନ୍ବିତ କରିବ

ଭୁବନେଶ୍ୱର,୨୯।୮(ଅନିଲ ଦାସ): ଓଡ଼ିଶାର ୨ ନୂଆ ରେଳ ଲାଇନ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ ବୁଧବାର କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ମିଳିଛି। ବରଗଡ଼ ରୋଡ ଓ ନୂଆପଡ଼ା ରୋଡ ୧୩୮କି.ମି. ନୂଆ ରେଳ ଲାଇନ ନିର୍ମାଣ ପାଇଁ ୨୯୨୬କୋଟି ଟଙ୍କା ବ୍ୟୟ…

କୌଣସି ବ୍ୟକ୍ତିଙ୍କଠାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୯ା୮(ଅନୁରାଧା ମହାରଣା): ରାଜ୍ୟରେ ବାର୍ଡ ଫ୍ଲୁକୁ ନେଇ ଚିନ୍ତା ବଢ଼ିଛି। ଏହି ଭୂତାଣୁ କୁକୁଡ଼ାଠାରୁ ଲୋକଙ୍କୁ ବ୍ୟାପିଥିବା ନେଇ ଚର୍ଚ୍ଚା ଚାଲିଥିଲେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ଏହାକୁ ଖଣ୍ଡନ କରିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଓଡ଼ିଶାର…

ଭୁବନେଶ୍ୱରରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର; ପଡୋଶୀ ଯୁବକ ଅଟକ

ଭୁବନେଶ୍ୱର,୨୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ୪ ବର୍ଷର ନାବାଳିକାକୁ ବଳାତ୍କାର ଅଭିଯୋଗ ହୋଇଛି। ପଡୋଶୀ ଘରର ୩୦ ବର୍ଷର ଯୁବକ ଏଭଳି ନିନ୍ଦନୀୟ ଘଟଣା ଘଟାଇଥିବା କୁହାଯାଉଛି। ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ଏହି ଘଟଣା ଘଟିଛି। ଖବର ପାଇବା…

ଜାଣନ୍ତୁ କେମିତିି କରିବେ ରାଶନ E-KYC ଅପ୍‌ଡେଟ୍‌, ନଚେତ୍‌ କଟିଯିବ ନାଁ..

ଭୁବନେଶ୍ୱର,୨୮ା୮: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ…

ବିଧାନସଭାରେ ବଡ଼ଭାଇ କେ.ଭି ସିଂଙ୍କୁଏହି ପ୍ରଶ୍ନ କଲେ ସାନଭାଇ କଳିକେଶ, ଉତ୍ତରରେ ବଡ଼ ଭାଇ କହିଲେ…

ଭୁବନେଶ୍ୱର,୨୮ା୮: ବିଧାନସଭାରେ ଆଜିର ପ୍ରଶ୍ନ ଉତ୍ତର ବେଶ୍‌ ଆଖିଦୃଶିଆ ତଥା ହାସ୍ୟରୋଳ ବି ଥିଲା। ବଡ଼ ଭାଇ ତଥା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ସାନ ଭାଇ କଳିକେଶ ଠିଆ ହୋଇ କିଛି ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର ରଖିଥିଲେ କେ.ଭି। କଳିକେଶ…

ବିଧାନସଭାକୁ ମୋବାଇଲ ମନା, ବିଧାୟକଙ୍କୁ ରୋକଠୋକ ଶୁଣାଇଦେଲେ ବାଚସ୍ପତି ସୁରମା

ଭୁବନେଶ୍ୱର,୨୮।୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏ ନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ…

ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲା: ୯ଜଣଙ୍କୁ…

କଟକ,୨୮।୮ (ଅଶୋକ କୁମାର ମହାପାତ୍ର): ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି।…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ଆସିବ ସିଏମ କିଷାନ ଯୋଜନା ଟଙ୍କା, ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ମିଳିବ…

ଭୁବନେଶ୍ୱର,୨୮।୮: ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ସିଏମ କିଷାନ ଯୋଜନା। ବୁଧବାର ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କେଭି ସିଂହଦେଓ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବର୍ଷକୁ ୨ଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏ ୪ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?