ମେଟ୍ରୋ

ଦେବୀ ପ୍ରସାଦ ମିଶ୍ର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଡେପୁଟି ସେକ୍ରେଟାରୀ

ଭୁବନେଶ୍ୱର,୨୪।୬: ଗୃହ ଓ ନଗର ଉନ୍ନୟନ ବିଭାଗ ଡେପୁଟି ସେକ୍ରେଟାରୀ ଦେବୀ ପ୍ରସାଦ ମିଶ୍ରଙ୍କୁ ସୋମବାର ବଦଳି କରାଯାଇଛି। ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଡେପୁଟି ସେକ୍ରେଟାରୀ ଭାବେ ନିଯୁକ୍ତି ଦିଆଯାଇଛି।ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ…

ବଦଳିବ ଲକ୍ଷ୍ମୀ ବସ୍‌ର ନାଁ? ଜାଣନ୍ତୁ କ’ଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୨୪।୬: ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ୍‌ । ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ । ତେବେ ଓଡ଼ିଶାରେ ସରକାର ବଦଳିଛି । ତେଣୁ ଯୋଜନା ବି ବଦଳାଯିବାକୁ ଯୋଜନା କରାଯାଉଛି ।…

୨୬ରୁ ବଢ଼ିବ ବର୍ଷା, ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୪ା୬(ଅସମାପିକା ସାହୁ): ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ଫଳରେ ସେସବୁ ଅଞ୍ଚଳରେ ବର୍ଷା ଲାଗି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୩୧.୨ ମି.ମି. ବର୍ଷା ହୋଇଥିବା ବେଳେ ବାରିପଦାରେ ୧୫.୨,…

ଏଣିକି ମୁନାଫାଖୋର ବ୍ୟବସାୟୀଙ୍କ ବିରୋଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ଦରଦାମ୍‌ ବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ସମୀକ୍ଷା ବୈଠକ କରିଛନ୍ତ। ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଭି.…

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍‌

ଭୁବନେଶ୍ୱର,୨୪।୬: ଲକ୍ଷ୍ମୀ ବସ୍‌ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍‌ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍‌ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ…

ଭାଙ୍ଗିଯିବ କି ବିଜେଡି? ନବୀନଙ୍କ ବୈଠକ ପରେ…

ଭୁବନେଶ୍ୱର,୨୪।୬: ବିଜେଡିର ପରାଜୟ ପରେ ଦଳର ବରିଷ୍ଠ ନେତା ଏବଂ ବିଭିନ୍ନ ଅଞ୍ଚଳର କାର୍ଯ୍ୟକର୍ତ୍ତାଙ୍କ ସହ ଘନଘନ ବୈଠକ କରୁଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ବିରାଟ ପରାଜୟ ପରେ କ’ଣ ବିଜେଡି ଭାଙ୍ଗିଯିବ କି? ଏସବୁକୁ ନେଇ ଏବେ…

୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଗତ ଦିନରେ ଅନେକ ନକଲି ଶିକ୍ଷକ ଧରାପଡ଼ିଛନ୍ତି। ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…

ସଂସଦରେ ମୋଦି ସରକାରଙ୍କୁ କଠିନ ପ୍ରଶ୍ନ କରିବ ବିଜେଡି

ଭୁବନେଶ୍ୱର,୨୪।୬: ସଂସଦରେ ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ…

ନିଶ୍ଚିତ ଖୋଲାଯିବ ରତ୍ନଭଣ୍ଡାର: ମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ରତ୍ନଭଣ୍ଡାର ନିଶ୍ଚିତ ଖୋଲା ଯିବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍‌ଲାଇନ୍‌ ବିଭାଗ ପକ୍ଷରୁ ଜଣାଇ ଦିଆଯିବ ବୋଲି…

ଜାଣନ୍ତୁ ସୁଭଦ୍ରା ଯୋଜନାରୁ କିଏ ପଡ଼ିବେ ବାଦ୍‌, ଆଉ ଯୋଗ୍ୟ ହିିତାଧିକାରୀଙ୍କ ଆବେଦନ ପାଇଁ ଦରକାର କେଉଁ ଡକ୍ୟୁମେଣ୍ଟ

ଭୁବନେଶ୍ୱର,୨୪ା୬: ରାଜ୍ୟରେ ମୋହନ ସରକାର ଆରମ୍ଭ ହେବା ଦିନରୁ ନିର୍ବାଚନ ସମୟରେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପୂରଣ ପାଇଁ ଉଦ୍ୟମ ଚାଲିଛି। ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ୪ଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍‌ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ ଘୋଷଣା…

ଟାଇମ୍ସ ନାଓ ବିଜ୍‌ନେସ ଏକ୍ସିଲେନ୍ସ ଆୱାର୍ଡ:ସୋଆକୁ ୭ ସମ୍ମାନ

ଭୁବନେଶ୍ୱର, ୨୪।୬(ଅସମାପିକା ସାହୁ):ପୂର୍ବ ଭାରତର ଶ୍ରେଷ୍ଠ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ କଲେଜ ଭାବେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନିକାଲ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ(ଆଇଟିଇଆର) ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ବିଜ୍‌ନେସ ଆଣ୍ଡ୍‌ କମ୍ପ୍ୟୁଟର ଷ୍ଟଡିଜ୍‌(ଆଇବିସିଏସ)କୁ ‘ଟାଇମ୍ସ ନାଓ ବିଜ୍‌ନେସ…

ଆଜିଠୁ ସ୍ବାଭାବିକ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୪।୬ (ଅସମାପିକା ସାହୁ):ରାଜ୍ୟରେ ଏବେ ପାଗ ଅନୁକୂଳ ରହିଛି। ତେଣୁ ସୋମବାରଠାରୁ ସ୍କୁଲ ସ୍ବାଭାବିକ ସମୟରେ ଚାଲିବ। ଏ ନେଇ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବରୁ ଖରା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri