ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର
ଭୁବନେଶ୍ୱର, ୨୩।୬(ସୁନିତ୍ ମିଶ୍ର): ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉଦ୍ବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଏ ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ରାଜ୍ୟର ଖାଉଟିମାନେ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୫ଲକ୍ଷ ଲୋକଙ୍କୁ ମିଳିବ ମାଗଣା ଘର, ଏମାନଙ୍କୁ ମିଳିବ…
ଭୁବନେଶ୍ୱର,୨୩।୬: ସରକାର ଆସୁ ଆସୁ ଆକ୍ସନ ମୋଡରେ ମୋହନ ସରକାର। ଓଡ଼ିଶାରେ କ୍ଷମତାକୁ ଆସୁଆସୁ ୧୦୦ଦିନ ଭିତରେ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିର୍ଦ୍ଦେଶ ଦେବା ସହିତ ପିଏମ କିଷାନ ନିଧିରେ କୃଷକଙ୍କୁ କିସ୍ତିରେ ଟଙ୍କା ପଠାଇଛନ୍ତି। ଏହି ୧୦୦ ଦିନ…
NEET ପେପର୍ ଲିକ ମାମଲାରେ କେନ୍ଦ୍ର ସରକାରଙ୍କୁ ଘେରିଲା ବିଜେଡି
ଭୁବନେଶ୍ୱର,୨୩।୬: ନିଟ୍ ପେପର୍ ଲିକ୍ ମାମଲାରେ ଜାତୀୟ ରାଜନୀତି ଉଠୁଛୁ ପଡୁଛି। ଏହାକୁ ନେଇ ବିରୋଧୀ ତୁହାକୁ ତୁହା ଟାର୍ଗେଟ କରୁଛି। ଏସବୁ ଭିତରେ ଓଡ଼ିଶାର ବିରୋଧୀ ଦଳ ନେତା ବିଜୁ ଜନତା ଦଳ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ବିଜେଡି…
ମୋହନ ସରକାରଙ୍କ ବଡ଼ ଘୋଷଣା, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା
ଭୁବନେଶ୍ୱର,୨୩।୬: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଡିସି ପଟ୍ଟା ପାଇଥିବା ହୀରାକୁଦ ବିସ୍ଥାପିତ ବୁଡ଼ି ଅଞ୍ଚଳବାସୀଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…
ଗୋସମ୍ପଦ ମାଲିକଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୬(ଅସମାପିକା ସାହୁ): କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତହସିଲ ତୁଳସୀଡ଼ିଆ ଗାଁରେ ବିଦ୍ୟୁତ ଆଘାତରେ ୬ଟି ଗୃହ ପାଳିତ ଗାଈ, ବଳଦ ଓ ବାଛୁରୀଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ଗୋସମ୍ପଦର ମାଲିକମାନଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳଙ୍କୁ…
ଶ୍ରୀମନ୍ଦିରକୁ ନେଇ ଆଇନ୍ ମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ସ୍ଥାୟୀ ପ୍ରଶାସକ ନିଯୁକ୍ତ ହେବେ। ଏନେଇ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି ବୋଲି ସେ କହିଛନ୍ତି। ଆସନ୍ତା ୩ ମାସରେ…
‘ସୁଭଦ୍ରା ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଭାଗ ପ୍ରସ୍ତୁତ, ଆଗାମୀ ୧୦୦ ଦିନରେ…
ଭୁବନେଶ୍ୱର,୨୩।୬: ‘ସୁଭଦ୍ରା ଯୋଜନା’କୁ ନେଇ ଆସିଲା ବଡ଼ ଅପ୍ଡେଟ୍। ରାଜ୍ୟର ସମସ୍ତ ମହିଳାଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ତେବେ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଥିବା ବେଳେ ଏବେ ଡ୍ରାଫ୍ଟିଂ…
ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହିଦିନଠାରୁ ୧୦ଟାରୁ ଖୋଲିବ ସ୍କୁଲ, ସ୍ବାଭାବିକ ଭାବେ ଚାଲିବ ପାଠପଢ଼ା
ଭୁବନେଶ୍ୱର,୨୩।୬: ଏଣିକି ସ୍ବାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ । ପୂର୍ବ ଭଳି…
ନବୀନଙ୍କୁ ଘାରିଛି ବିଜେଡି ଚିନ୍ତା! ଏକଜୁଟ୍ ରହିବାକୁ ଦଳୀୟ କର୍ମୀଙ୍କୁ ଦେଲେ ଆହ୍ୱାନ
ଭୁବନେଶ୍ୱର,୨୩।୬: ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଦଳର ବରିଷ୍ଠ ନେତା ଏବଂ ବିଭିନ୍ନ ଅଞ୍ଚଳର କାର୍ଯ୍ୟକର୍ତାଙ୍କ ସହ ସାକ୍ଷାତ କରି ସମୀକ୍ଷା କରୁଛନ୍ତି ବିଜୁ ଜନତା ଦଳର ମୁଖିଆ ନଵୀନ ପଟ୍ଟନାୟକ। ଏହି କ୍ରମରେ ଶନିବାର କିଛି କାର୍ଯ୍ୟକର୍ତାଙ୍କୁ ସାକ୍ଷାତ କରି…
କିସ୍କୁ କେନ୍ଦ୍ର ଝଟକା, ଜମି ମାମଲାର ତଦନ୍ତ ନିର୍ଦ୍ଦେଶ
ଖୋର୍ଦ୍ଧା,୨୩।୬(ପ୍ରଭାତ ପାଣିଗ୍ରାହୀ): କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍ସ (କିସ୍)କୁ ବଡ଼ ଝଟକା ଦେଇଛନ୍ତି କେନ୍ଦ୍ର ସରକାର। କିସ୍କୁ ଦିଆଯାଇଥିବା ୪ ଏକର ଜଙ୍ଗଲ ଜମିର ତଦନ୍ତ ନିର୍ଦ୍ଦେଶ ଦେଇଛି କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟ। ମନ୍ତ୍ରଣାଳୟରୁ ମୁଖ୍ୟଶାସନ ସଚିବ ଏବଂ ଖୋର୍ଦ୍ଧା…
ଜ୍ୟୋତି ହେଗ୍ଡେ, ମଜିଦ୍ ସାହେବଙ୍କୁ ‘ଓଡ଼ିଶା ଧ୍ରୁପଦ ରତ୍ନ ଜ୍ୟୋତି ସମ୍ମାନ’
ଭୁବନେଶ୍ୱର,୨୩।୬(ଶର୍ମିଷ୍ଠା ପାଣିଗ୍ରାହୀ): ଧ୍ରୁପଦ ମ୍ୟୁଜିକ ଫାଉଣ୍ଡେଶନ ପକ୍ଷରୁ ଭଞ୍ଜକଳା ମଣ୍ଡପରେ ଦୁଇଦିନ ଧରି ଚାଲିଥିବା ବିଶ୍ୱ ସଙ୍ଗୀତ ଓ ଯୋଗ ଦିବସର ସପ୍ତମ ସଂସ୍କରଣ ଶନିବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ଅତିଥି ଭାବେ ଲୋକପ୍ରିୟ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଉମାକାନ୍ତ ଗୁଣ୍ଡିଚା, ଅଖିଳେଶ…
ସାଂଘାଇ ଫିଲ୍ମ ଫେଷ୍ଟିଭାଲରେ ଓଡ଼ିଶାରୁ ସତ୍ୟ, ସୋନାଲି
ଭୁବନେଶ୍ୱର,୨୩।୬(ଶର୍ମିଷ୍ଠା ପାଣିଗ୍ରାହୀ): ଚାଇନାରେ ଅନୁଷ୍ଠିତ ହେଉଛି ୨୬ତମ ସାଂଘାଇ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ। ଏହି ଚଳଚ୍ଚିତ୍ର ମହୋତ୍ସବରେ ଶ୍ରେଷ୍ଠ ଚଳଚ୍ଚିତ୍ର, ଅଭିନେତା, ଅଭିନେତ୍ରୀ ଆଦି ବିଭିନ୍ନ ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଥାଏ। ଏଥର ଏହି ଫେଷ୍ଟିଭାଲରେ ଓଡ଼ିଶାରୁ ସତ୍ୟରଞ୍ଜନ ଓ ସୋନାଲି ଶର୍ମିଷ୍ଠା…
Archives


